Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • SAGO କ୍ଲବ୍ କୁ ସିଲ୍ କଲା ପ୍ରଶାସନ

  • Meta AI ର ସାଂଘାତିକ ସୁରକ୍ଷା ତ୍ରୁଟି : ...

  • ଭାରତ-ଆମେରିକା କୃଷି ସହଯୋଗ ଇଫକୋ ...

  • ‘ରୁଦ୍ରମ୍-୨’ କ୍ଷେପଣାସ୍ତ୍ରର ସଫଳ ...

  • ବଦଳିଲେ CBSE ଅଧ୍ୟକ୍ଷ ଓ ସଚିବ

  • ସତର୍କ : ଆସୁଛି ସୁପର-ଏଲନିନୋ

  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ...

  • ଜୁନ୍ ୪ ସୁଦ୍ଧା କେରଳରେ ପହଞ୍ଚିବ ମୌସୁମୀ ...

  • ବିମାନ ଇନ୍ଧନ ରପ୍ତାନି ଉପରେ ଅସ୍ଥାୟୀ ...

  • ଆନ୍ନାମଲାଇଙ୍କ ବିଜେପିରୁ ଇସ୍ତଫା

Home ›› ››ମୌସୁମୀ ପାଇଁ ରହିଛି ପାଗ ଅନୁକୂଳ, ୪ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଛୁଇଁବ କେରଳମ

ମୌସୁମୀ ପାଇଁ ରହିଛି ପାଗ ଅନୁକୂଳ, ୪ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଛୁଇଁବ କେରଳମ

2026-06-03 05:16:23
13808
Share:
Facebook
Twitter
E-Mail
WhatsApp
Telegram
ମୌସୁମୀ ପାଇଁ ରହିଛି ପାଗ ଅନୁକୂଳ,  ୪ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଛୁଇଁବ କେରଳମ

ଭୁବନେଶ୍ୱର : ଜୁନ୍ ୪ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ କେରଳମ ଏବଂ ତାମିଲନାଡୁ ରାଜ୍ୟର କିଛି ଅଞ୍ଚଳକୁ ଛୁଇଁବା ସମ୍ଭାବନା ରହିଛି। ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମଙ୍ଗଳବାର ପାଣିପାଗ ବିଭାଗ ସ୍ପଷ୍ଟ କରିଛି ଯେ, ଆସନ୍ତା ୪ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଦକ୍ଷିଣ-ପଶ୍ଚିମ ଓ ଦକ୍ଷିଣ-ପୂର୍ବ ଆରବ ସାଗରର କିଛି ଅଞ୍ଚଳ, ଲାକ୍ଷ‌ାଦ୍ବୀପ ଦ୍ବୀପପୁଞ୍ଜ, କେରଳମ ଓ ତାମିଲନାଡୁ ରାଜ୍ୟର କିଛି ଅଂଶ, ଦକ୍ଷିଣ-ପଶ୍ଚିମ, ପଶ୍ଚିମ-କେନ୍ଦ୍ରୀୟ, ପୂର୍ବ-କେନ୍ଦ୍ରୀୟ, ଉତ୍ତର-ପୂର୍ବ ବଙ୍ଗୋପସାଗର ସହିତ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରର ଆଉ କିଛି ଅଞ୍ଚଳକୁ ସ୍ପର୍ଶ କରିବ। ଆସନ୍ତା ସପ୍ତାହକରେ କେରଳମ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଶେଷଜ୍ଞ ବିଶ୍ବଜିତ୍ ସାହୁ କହିଛନ୍ତି, ଯଦି କେରଳମରେ ମୌସୁମି ବାୟୁ ୪ରେ ଛୁଇଁବ, ତେବେ ଓଡ଼ିଶା ଆସିଲା ବେଳକୁ ଜୁନ୍ ୧୪ରୁ ୧୭ ତାରିଖ ହୋଇଯିବ। କାରଣ ଜୁନ୍ ଦ୍ବିତୀୟ ସପ୍ତାହ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସଙ୍କେତ ଦେଖାଯାଉନାହିଁ। ସାଧାରଣ ଭାବେ ଲଘୁଚାପ ଓଡ଼ିଶାକୁ ମୌସୁମି ବାୟୁକୁ ଟାଣି ଆଣିଥାଏ। କିନ୍ତୁ ଜୁନ୍‌ ତୃତୀୟ ସପ୍ତାହରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ଅର୍ଥାତ ରଜ ବେଳକୁ ରାଜ୍ୟରେ ପ୍ରାକ୍-ମୌସୁମି ବର୍ଷାର ସମ୍ଭାବନା ରହିଛି।

ପଶ୍ଚିମାଝଡ଼ ଯୋଗୁଁ କାଳବୈଶାଖୀଜନିତ ବର୍ଷା ପବନ ପାଇଁ ପଶ୍ଚିମ ଓଡ଼ିଶାରେ ସର୍ବାଧିକ ତାପମାତ୍ରା କମିଥିଲା। କିନ୍ତୁ ପଶ୍ଚିମାଝଡ଼ ଅପସରି ଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୪ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି। ଜୁନ୍ ୬ ବେଳକୁ ପୁଣି ପଶ୍ଚିମ ଓଡ଼ିଶାର ଜିଲାଗୁଡ଼ିକରେ ସର୍ବାଧିକ ତାପମାତ୍ରା ୪୧ରୁ ୪୨ଡିଗ୍ରୀ ଅତିକ୍ରମ କରିବ।

Powered by Froala Editor

Tags Monsoon

Related articles Odisha News Lens 4.1

  • ଜୁନ୍ ୪ ସୁଦ୍ଧା କେରଳରେ ପହଞ୍ଚିବ ମୌସୁମୀ ବାୟୁ
    ଦେଶ-ଦେଶାନ୍ତର

    ଜୁନ୍ ୪ ସୁଦ୍ଧା କେରଳରେ ପହଞ୍ଚିବ ମୌସୁମୀ ବାୟୁ

    13459
    Jun 02, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା
    ବିଶେଷ

    ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14374
    Jun 03, 2026
  • ବିମାନ ଇନ୍ଧନ ରପ୍ତାନି ଉପରେ ଅସ୍ଥାୟୀ ନିଷେଧ ଘୋଷଣା କଲେ ପୁଟିନ୍
    ଦେଶ-ଦେଶାନ୍ତର

    ବିମାନ ଇନ୍ଧନ ରପ୍ତାନି ଉପରେ ଅସ୍ଥାୟୀ ନିଷେଧ ଘୋଷଣା କଲେ ପୁଟିନ୍

    15637
    Jun 02, 2026
  • ଆନ୍ନାମଲାଇଙ୍କ ବିଜେପିରୁ ଇସ୍ତଫା
    ଦେଶ-ଦେଶାନ୍ତର

    ଆନ୍ନାମଲାଇଙ୍କ ବିଜେପିରୁ ଇସ୍ତଫା

    14178
    Jun 02, 2026
  • ଭାରତ-ଆମେରିକା କୃଷି ସହଯୋଗ ଇଫକୋ ଚେୟାରମ୍ୟାନ ଦିଲୀପ ସଂଘାଣୀଙ୍କ ନେତୃତ୍ୱରେ ମୁଖ୍ୟ ...
    ଦେଶ-ଦେଶାନ୍ତର

    ଭାରତ-ଆମେରିକା କୃଷି ସହଯୋଗ ଇଫକୋ ଚେୟାରମ୍ୟାନ ଦିଲୀପ ସଂଘାଣୀଙ୍କ ନେତୃତ୍ୱରେ ମୁଖ୍ୟ ...

    13664
    Jun 03, 2026
  • Meta AI ର ସାଂଘାତିକ ସୁରକ୍ଷା ତ୍ରୁଟି : ହ୍ୟାକରଙ୍କୁ ଦେଇଦେଲା ଓବାମାଙ୍କ ଇନ୍‌ଷ୍ଟା ...
    ଦେଶ-ଦେଶାନ୍ତର

    Meta AI ର ସାଂଘାତିକ ସୁରକ୍ଷା ତ୍ରୁଟି : ହ୍ୟାକରଙ୍କୁ ଦେଇଦେଲା ଓବାମାଙ୍କ ଇନ୍‌ଷ୍ଟା ...

    13916
    Jun 03, 2026
  • ‘ରୁଦ୍ରମ୍-୨’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
    ଦେଶ-ଦେଶାନ୍ତର

    ‘ରୁଦ୍ରମ୍-୨’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    14727
    Jun 03, 2026
  • SAGO  କ୍ଲବ୍ କୁ ସିଲ୍ କଲା ପ୍ରଶାସନ
    ମନୋରଞ୍ଜନ

    SAGO କ୍ଲବ୍ କୁ ସିଲ୍ କଲା ପ୍ରଶାସନ

    14114
    Jun 03, 2026
  • ବଦଳିଲେ CBSE ଅଧ୍ୟକ୍ଷ ଓ ସଚିବ
    ଦେଶ-ଦେଶାନ୍ତର

    ବଦଳିଲେ CBSE ଅଧ୍ୟକ୍ଷ ଓ ସଚିବ

    13295
    Jun 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ-ଆମେରିକା କୃଷି ସହଯୋଗ ଇଫକୋ ଚେୟାରମ୍ୟାନ ଦିଲୀପ ସଂଘାଣୀଙ୍କ ନେତୃତ୍ୱରେ ମୁଖ୍ୟ ଆଲୋଚନା ଜରିଆରେ ନୂତନ ଦିଗ ହାସଲ

    13664
    Jun 03, 2026
  • ଦେଶ-ଦେଶାନ୍ତର

    ‘ରୁଦ୍ରମ୍-୨’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    14727
    Jun 03, 2026
  • ଦେଶ-ଦେଶାନ୍ତର

    ଆନ୍ନାମଲାଇଙ୍କ ବିଜେପିରୁ ଇସ୍ତଫା

    14178
    Jun 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16900
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17520
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17570
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17957
    Sep 06, 2023

ବିଶେଷ

  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14374
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14426
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15183
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15254
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14859
    May 29, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15447
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15192
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15674
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14014
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • Meta AI ର ସାଂଘାତିକ ସୁରକ୍ଷା ତ୍ରୁଟି : ହ୍ୟାକରଙ୍କୁ ଦେଇଦେଲା ଓବାମାଙ୍କ ଇନ୍‌ଷ୍ଟା ପାସୱାର୍ଡ

    13916
    Jun 03, 2026
  • ବଦଳିଲେ CBSE ଅଧ୍ୟକ୍ଷ ଓ ସଚିବ

    13295
    Jun 03, 2026
  • ବିମାନ ଇନ୍ଧନ ରପ୍ତାନି ଉପରେ ଅସ୍ଥାୟୀ ନିଷେଧ ଘୋଷଣା କଲେ ପୁଟିନ୍

    15637
    Jun 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In