Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

  • ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ...

  • ଛାତରୁ ଡେଇଁ ବୈଜ୍ଞାନିକଙ୍କ ଆତ୍ମହତ୍ୟା

  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

  • ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ...

  • ମନ୍ଦିରରୁ ନବବଧୂକୁ ଉଠାଇନେଲେ

  • ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର

  • ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ...

  • ବାଲକୋନିରୁ ଛେପ ପକାଉଥିବା ବେଳେ ୧୧ ହଜାର ...

  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ ...

ବିଶେଷ
Home ›› ବିଶେଷ ››ଶ୍ରାବଣରେ ପିନ୍ଧନ୍ତୁ ଏହି ରଙ୍ଗର ଜିନିଷ, ମଳିବ ଶୁଭ ଫଳ

ଶ୍ରାବଣରେ ପିନ୍ଧନ୍ତୁ ଏହି ରଙ୍ଗର ଜିନିଷ, ମଳିବ ଶୁଭ ଫଳ

2021-07-31 05:25:54
15380
Share:
Facebook
Twitter
E-Mail
WhatsApp
Telegram
ଶ୍ରାବଣରେ ପିନ୍ଧନ୍ତୁ ଏହି ରଙ୍ଗର ଜିନିଷ, ମଳିବ ଶୁଭ ଫଳ

ଆରମ୍ଭ ହୋଇଯାଇଛି ଶ୍ରାବଣ ମାସ । ମହାଦେବଙ୍କ ଖୁବ୍ ପ୍ରିୟ ଏହି ମାସଟିର ଅନେକ ମହତ୍ୱ ରହିଛି । ଏହି ମାସରେ ସମସ୍ତ ବିଧିବିଧାନ ଅନୁସାରେ କାମ କଲେ ମହାଦେବଙ୍କ କୃପା ମିଳିଥାଏ । ଏହି ମାସରେ ମହାଦେବଙ୍କୁ ଗଙ୍ଗା ଜଳରେ ଅଭିଷେକ କରିବା ଦ୍ୱାରା ସମସ୍ତ ମନସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି କୁହାଯାଏ । ଅନ୍ୟପକ୍ଷରେ ଏହି ମାସର ପ୍ରକୃତି ସହିତ ଅନେକ ସମ୍ବନ୍ଧ ରହିଛି । ଏହି ମାସରେ ପ୍ରବଳ ବର୍ଷା ହେଉଥିବାରୁ ଧରାପୃଷ୍ଠ ସବୁଜ ରଙ୍ଗର ଶାଢୀ ପିନ୍ଧିଲା ପରି ଲାଗେ । ତେଣୁ ଏହି ମାସରେ ସବୁଜ ରଙ୍ଗର ଏକ ବିଶେଷ ମହତ୍ୱ ରହିଛି । ତେଣୁ ବିଶ୍ୱାସ ରହିଛି ଯେ ଏହି ମାସରେ ଯେତେଦୂର ସମ୍ଭବ ସବୁଜ ରଙ୍ଗର ବସ୍ତ୍ର ପିନ୍ଧିବା ଉଚିତ୍ । ମହିଳାମାନେ ମଧ୍ୟ ହାତରେ ସବୁଜ ରଙ୍ଗର ଚୁଡି ପିନ୍ଧିବା ଉଚିତ୍ । ଶ୍ରାବଣରେ ସବୁଜ ରଙ୍ଗକୁ ସୌନ୍ଦର୍ଯ୍ୟ ଓ ସଧବାର ପ୍ରତୀକ ଭାବେ ବିବେଚନା କରାଯାଏ । ଧାର୍ମିକ ଦୃଷ୍ଟିରୁ ଏହି ମାସରେ ସବୁଜ ରଙ୍ଗ ପରିଧାନ କରିବା ଦ୍ୱାରା ଭଗବାନ ଶିବ ଓ ମାତା ପାର୍ବତୀ ପ୍ରସନ୍ନ ହୋଇଥାନ୍ତି । ଏହା ସହିତ ଏହି ମାସରେ ପଡୁଥିବା ପର୍ବପର୍ବାଣୀରେ ମାତା ପାର୍ବତୀଙ୍କୁ ସଧବା ଜିନିଷ ଚଢାନ୍ତୁ ଓ ସବୁଜ ବସ୍ତ୍ର ପରିଧାନ କରନ୍ତୁ । ଏହାଦ୍ୱାରା ଦାମ୍ପତ୍ୟ ଜୀବନରେ ସୁଖ ବଢିଥାଏ । ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ସବୁଜ ରଙ୍ଗର ପ୍ରତିନିଧି ଭାବରେ ଧରାଯାଏ । ତେଣୁ ଏହା ଦ୍ୱାରା ବୁଧଙ୍କ କୃପା ମଧ୍ୟ ଲାଭ ହୋଇଥାଏ ।    

Powered by Froala Editor

Tags Sawan

Related articles Odisha News Lens 4.1

  • ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର
    ଦେଶ-ଦେଶାନ୍ତର

    ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର

    15229
    Oct 27, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....
    ବିଶେଷ

    ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14459
    Oct 27, 2026
  • ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି
    ଦେଶ-ଦେଶାନ୍ତର

    ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

    14989
    Oct 27, 2026
  • ଛାତରୁ ଡେଇଁ ବୈଜ୍ଞାନିକଙ୍କ ଆତ୍ମହତ୍ୟା
    ଦେଶ-ଦେଶାନ୍ତର

    ଛାତରୁ ଡେଇଁ ବୈଜ୍ଞାନିକଙ୍କ ଆତ୍ମହତ୍ୟା

    15191
    Oct 27, 2026
  • ବାଲକୋନିରୁ ଛେପ ପକାଉଥିବା ବେଳେ ୧୧ ହଜାର ଭୋଲ୍ଟ ସକ୍ ଲାଗି ବୃଦ୍ଧ ମୃତ
    ଦେଶ-ଦେଶାନ୍ତର

    ବାଲକୋନିରୁ ଛେପ ପକାଉଥିବା ବେଳେ ୧୧ ହଜାର ଭୋଲ୍ଟ ସକ୍ ଲାଗି ବୃଦ୍ଧ ମୃତ

    15281
    Oct 27, 2026
  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି
    ଦେଶ-ଦେଶାନ୍ତର

    ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

    15034
    Oct 27, 2026
  • ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ
    ଦେଶ-ଦେଶାନ୍ତର

    ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ

    13689
    Oct 27, 2026
  • ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ହୋଟେଲ୍‌ ମାଲିକାଣୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ହୋଟେଲ୍‌ ମାଲିକାଣୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ

    13398
    Oct 27, 2026
  •  ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ଶିବରାଜ ସିଂହ ଚୌହାନ
    ଦେଶ-ଦେଶାନ୍ତର

    ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ଶିବରାଜ ସିଂହ ଚୌହାନ

    14222
    Oct 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ଶିବରାଜ ସିଂହ ଚୌହାନ

    14222
    Oct 27, 2026
  • ଦେଶ-ଦେଶାନ୍ତର

    ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

    14989
    Oct 27, 2026
  • ଦେଶ-ଦେଶାନ୍ତର

    ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ହୋଟେଲ୍‌ ମାଲିକାଣୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ

    13398
    Oct 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17226
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17918
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17868
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18289
    Sep 06, 2023

ବିଶେଷ

  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14459
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15860
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14882
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15616
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15776
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    15798
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14282
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15125
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14825
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ

    13689
    Oct 27, 2026
  • ଛାତରୁ ଡେଇଁ ବୈଜ୍ଞାନିକଙ୍କ ଆତ୍ମହତ୍ୟା

    15191
    Oct 27, 2026
  • ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ହୋଟେଲ୍‌ ମାଲିକାଣୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ

    13398
    Oct 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In