Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

  • ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ...

  • ଏହି ମସଲା ଖାଇଲେ ହେବନି ପେଟ ଗରମ

  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ...

  • କେରଳରେ ପ୍ରବେଶ କଲା ମୌସୁମୀ

  • ତୃତୀୟ ବିବାହ କରିବେ ଅମିର ଖାନ୍

  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ...

  • ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ...

  • ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ...

  • କେରଳମ୍ ଛୁଇଁଲା ମୌସୁମୀ ବାୟୁ, ଓଡ଼ିଶା ...

Home ›› ››ଟ୍ରକ୍- ବସ୍ ଧକ୍କା, ଜଣେ ମୃତ, ୧୩ ଗୁରୁତର

ଟ୍ରକ୍- ବସ୍ ଧକ୍କା, ଜଣେ ମୃତ, ୧୩ ଗୁରୁତର

2026-06-05 06:19:05
13425
Share:
Facebook
Twitter
E-Mail
WhatsApp
Telegram
ଟ୍ରକ୍- ବସ୍ ଧକ୍କା, ଜଣେ ମୃତ, ୧୩ ଗୁରୁତର

ଅନୁଗୋଳ : ଅନୁଗୋଳ ଜିଲ୍ଲା ହଣ୍ଡପା ଥାନା ଅନ୍ତର୍ଗତ ବଇଣ୍ଡା ଅଞ୍ଚଳର ଲୁହାମଣ୍ଡା ନିକଟରେ ଟ୍ରକ ପଛରେ ଧକ୍କା ଦେଲା ଯାତ୍ରୀବାହୀ ବସ। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଗୁରୁତର ହୋଇଛନ୍ତି। ସୂଚନା ଯେ, ଗତକାଲି ରାତ୍ର ୧୦ ଘଟିକା ବେଳେ ଭୁବନେଶ୍ବର ବସ ଷ୍ଟାଣ୍ଡରୁ ଝାରସୁଗୁଡ଼ା ଅଭିମୁଖେ ପାଖାପାଖି ୨୦ରୁ ଊର୍ଦ୍ଧ୍ବ ଯାତ୍ରୀଙ୍କୁ ନେଇ ଦିଲଖୁସ ନାମକ ଏକ ବସ ବାହାରିଥିଲା। ହଣ୍ଡପା ଥାନା ଲୁହାମଣ୍ଡା ଓଭର ବ୍ରିଜ ନିକଟରେ ରାସ୍ତା ଉପରେ ଛିଡା ହୋଇଥିବା ଏକ କୋଇଲା ବୋଝେଇ ଟ୍ରକକୁ ବସଟି ପଛରୁ ଧକ୍କା ଦେଇଥିଲା। ଯାହା ଫଳରେ ବସରେ ବସିଥିବା ୧୪ ଜଣ ଯାତ୍ରୀ ଗୁରୁତର ହୋଇ ଥିବା ବେଳେ ଅନ୍ୟମାନେ ଆହତ ହୋଇଯାଇଥିଲେ। ହଣ୍ଡପା ପୁଲିସ ଏବଂ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଇଥିଲେ। ବସର ଡ୍ରାଇଭର ବସ ଭିତରେ ଚାପି ହୋଇ ରହିଥିବାରୁ ତାଙ୍କୁ ଅଗ୍ନିଶମ ବିଭାଗ ପ୍ରାୟ ଦୁଇ ଘଣ୍ଟା ପରିଶ୍ରମ ପରେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରିଥିଲେ। ଏହି ଦୁର୍ଘଟଣାରେ ଗୁରୁତର ୧୪ ଜଣଙ୍କ ମଧ୍ୟରୁ ବସର ହେଲପରଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

Powered by Froala Editor

Tags Accident

Related articles Odisha News Lens 4.1

  • କେରଳରେ ପ୍ରବେଶ କଲା ମୌସୁମୀ
    ଦେଶ-ଦେଶାନ୍ତର

    କେରଳରେ ପ୍ରବେଶ କଲା ମୌସୁମୀ

    14520
    Jun 04, 2026
  • ୨୩ ବର୍ଷର ଡିଭୋର୍ସ ମାମଲା  : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା
    ଦେଶ-ଦେଶାନ୍ତର

    ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13318
    Jun 05, 2026
  • ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁ ୱାର୍ଡରେ ନିଆଁ, ୩ ଜଣ ରୋଗୀଙ୍କ ମୃତ୍ୟୁ

    15656
    Jun 04, 2026
  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?

    13682
    Jun 04, 2026
  • କେରଳମ୍ ଛୁଇଁଲା ମୌସୁମୀ ବାୟୁ, ଓଡ଼ିଶା ସମେତ ୨୪ଟି ରାଜ୍ୟରେ ବର୍ଷା ସତର୍କତା
    ଦେଶ-ଦେଶାନ୍ତର

    କେରଳମ୍ ଛୁଇଁଲା ମୌସୁମୀ ବାୟୁ, ଓଡ଼ିଶା ସମେତ ୨୪ଟି ରାଜ୍ୟରେ ବର୍ଷା ସତର୍କତା

    13877
    Jun 04, 2026
  • ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌
    ଦେଶ-ଦେଶାନ୍ତର

    ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14627
    Jun 05, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ
    ବିଶେଷ

    ଏହି ମସଲା ଖାଇଲେ ହେବନି ପେଟ ଗରମ

    13361
    Jun 05, 2026
  • ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ବୁଢ଼ା ବାପାକୁ ଛାଡି ଜଳିଗଲେ ପୂରା ପରିବାର
    ଦେଶ-ଦେଶାନ୍ତର

    ମାଲବିୟ ନଗର ଅଗ୍ନିକାଣ୍ଡ : ହସ୍ପିଟାଲରେ ବୁଢ଼ା ବାପାକୁ ଛାଡି ଜଳିଗଲେ ପୂରା ପରିବାର

    14787
    Jun 04, 2026
  • ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ଟଙ୍କା ନମିଳିବାରୁ ଝିଅର ଗୋଡ଼ ଭାଙ୍ଗିଦେଲେ
    ଦେଶ-ଦେଶାନ୍ତର

    ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ଟଙ୍କା ନମିଳିବାରୁ ଝିଅର ଗୋଡ଼ ଭାଙ୍ଗିଦେଲେ

    14559
    Jun 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌

    14627
    Jun 05, 2026
  • ଦେଶ-ଦେଶାନ୍ତର

    ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?

    13682
    Jun 04, 2026
  • ଦେଶ-ଦେଶାନ୍ତର

    ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13318
    Jun 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16906
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17524
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17573
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17963
    Sep 06, 2023

ବିଶେଷ

  • ଏହି ମସଲା ଖାଇଲେ ହେବନି ପେଟ ଗରମ

    13361
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14806
    Jun 03, 2026
  • ଏହି ଅଙ୍ଗରେ ସୁନା ପିନ୍ଧିଲେ କାହିଁକି ହୋଇଥାଏ ଅଶୁଭ ଜାଣନ୍ତୁ...

    14691
    Jun 02, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    15233
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    15302
    May 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15449
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15193
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15679
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14018
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଧାରକାର୍ଡ ଅପଡେଟକୁ ନେଇ ଆସିଲା ଏହି ଖବର, ଜାଣନ୍ତୁ କ’ଣ ?

    13682
    Jun 04, 2026
  • ୨୩ ବର୍ଷର ଡିଭୋର୍ସ ମାମଲା : ମହିଳାଙ୍କୁ ମିଳିଲା ୮୫ କୋଟି ଟଙ୍କା

    13318
    Jun 05, 2026
  • ମାନବିକତା ଭୁଲିଗଲେ ଡାକ୍ତର, ଅପରେସନ ବାକି ଟଙ୍କା ନମିଳିବାରୁ ଝିଅର ଗୋଡ଼ ଭାଙ୍ଗିଦେଲେ

    14559
    Jun 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In