Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ମାସକରେ ୧୫ ହଜାର ଖସିଲାଣି ସୁନା

  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ...

  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ...

  • ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ...

  • ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ...

ରାଜ୍ୟ
Home ›› ରାଜ୍ୟ ››ମାଟିତଳୁ ପୁଲିସ ଜବତ କଲା ନିଖୋଜ ଯୁବତୀଙ୍କ କଙ୍କାଳ, ପ୍ରେମିକ ଗିରଫ

ମାଟିତଳୁ ପୁଲିସ ଜବତ କଲା ନିଖୋଜ ଯୁବତୀଙ୍କ କଙ୍କାଳ, ପ୍ରେମିକ ଗିରଫ

2026-06-08 06:30:18
14810
Share:
Facebook
Twitter
E-Mail
WhatsApp
Telegram
ମାଟିତଳୁ ପୁଲିସ ଜବତ କଲା ନିଖୋଜ ଯୁବତୀଙ୍କ କଙ୍କାଳ, ପ୍ରେମିକ ଗିରଫ

ଭଦ୍ରାସାହି : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହି ପଞ୍ଚାୟତ ଝାଡ଼ଗାଁ ଗ୍ରାମର ଜନୈକା ନିଖୋଜ ଯୁବତୀଙ୍କ କଙ୍କାଳ ୨୩ ଦିନ ପରେ ରୋଇଡା ଅଞ୍ଚଳରେ ମାଟିତଳୁ ପୁଲିସ ଜବତ କରିଛି। ଏହି ଘଟଣାରେ ହତ୍ୟାକାରୀ ପ୍ରେମିକକୁ ପୁଲିସ ଗିରଫ କରିଛି। ମୃତ ଯୁବତୀ ଜଣକ ହେଲେ ଭଦ୍ରାସାହି ପଞ୍ଚାୟତ ସ୍ଥିତ ଝାଡ଼ଗାଁ ଗ୍ରାମର ଅନିତା ମହାକୁଡ଼। ହତ୍ୟାକାଣ୍ଡରେ ବ୍ୟବହୃତ ମାରଣାସ୍ତ୍ର, ଯୁବତୀଙ୍କ ଚୁର୍ଣ୍ଣି, ଚପଲ ସମେତ ଏକ ବାଇକ୍‌କୁ ପୁଲିସ ଜବତ କରିଛି।  ଅଭିଯୁକ୍ତ ଯୁବକକୁ ଧରି ପୁଲିସ ଘଟଣାସ୍ଥଳରେ ସିନ୍‌ ରିକ୍ରେସନ କରିଥିଲା।
ପୁଲିସର ସୂଚନା ଅନୁଯାୟୀ, ବଡ଼ବିଲ ଥାନା ଭଦ୍ରାସାହି ପଞ୍ଚାୟତ ଝାଡ଼ଗାଁ ଦୁମ୍ବି ସାହିର ପ୍ରମିଳା ମହାକୁଡ଼ଙ୍କ ସାନ ଝିଅ ଅନିତା ମହାକୁଡ଼ ମେ ୧୧ରେ ନିଖୋଜ ହୋଇଯାଇଥିଲେ। ମୋବାଇଲ୍ ଫୋନକୁ ସେ ଘରେ ଛାଡ଼ି ଦେଇଥିଲେ। ପରିବାରଲୋକେ ଖୋଜାଖୋଜି କରିବା ପରେ ବି ତାର କୌଣସି ସନ୍ଧାନ ପାଇ ନଥିଲେ। ଅନିତା ସାହିର ସଂଗ୍ରାମ ଆଲଦାଙ୍କୁ ଫୋନ କରିଥିବା ଜଣାପଡିଥିଲା। ପରିବାର ଲୋକ ସଂଗ୍ରାମକୁ ଅନିତା ସମ୍ପର୍କରେ ପଚାରିଥିଲେ ମଧ୍ୟ ସେ କିଛି ଜାଣିନଥିବା କହିଥିଲା। ଘଟଣାର ୩ ଦିନ ପରେବି ଅନିତାଙ୍କ କୌଣସି ପତ୍ତା ନମିଳିବାରୁ ପରିବାର ଲୋକେ ବଡ଼ବିଲ ଥାନାର ଦ୍ବାରସ୍ଥ ହୋଇଥିଲେ। ପୁଲିସ୍ କୌଣସି ପଦକ୍ଷେପ ନ ନେବାରୁ ପରିବାରଲୋକେ ଶନିବାର କେନ୍ଦୁଝର ଏସପିଙ୍କୁ ଭେଟିଥିଲେ। ବଡବିଲ ପୁଲିସ ସଂଗ୍ରାମକୁ ପଚରାଉଚରା କରିବା ଅନିତା ନିଖୋଜ ରହସ୍ୟ ଲୋକଲୋଚନକୁ ଆସିଥିଲା। ଅନିତାକୁ ହତ୍ୟା କରିବା ଅଭିଯୋଗରେ ଅଭିଯୁକ୍ତ ପ୍ରେମିକ ସଂଗ୍ରାମ ଆଲଦାକୁ ଗିରଫ୍ କରିବା ସହ ପୂରା ଘଟଣା ପଦାକୁ ଆଣିଛି । ରବିବାର ଅଭିଯୁକ୍ତ ସଂଗ୍ରାମକୁ ନେଇ ଘଟଣାର ସିନ୍ ରିକ୍ରିଏସନ କରିଛି । ଘଟଣା ସ୍ଥଳକୁ ଯାଇ ହତ୍ୟା କରିଥିବା ସ୍ଥାନ ଏବଂ ବାଇକରେ ମୃତଦେହକୁ ନେଇ ୫ କିମି ଦୂର ରଇଡ଼ା ସିଦ୍ଧମଠ ସଂରକ୍ଷିତ ଜଙ୍ଗଲରେ ପୋତିଥିବା ସ୍ଥାନ ସେ ଦେଖାଇଥିଲା। ଏଥି ସହିତ ଘଟଣାରେ ବ୍ୟବହୃତ ବାଇକ୍ ଏବଂ ଅଭିଯୁକ୍ତ ଜଙ୍ଗଲରେ ଲୁଚାଇଥିବା ଯୁବତୀର ଚୁନି, ଚପଲ, ଧାରୁଆ ଅସ୍ତ୍ର ଓ ଅନ୍ୟାନ୍ୟ ସାମଗ୍ରୀ ପୁଲିସ୍ ଜବତ୍ କରିଛି । ବ୍ୟବହୃତ ବାଇକ୍ ଅଭିଯୁକ୍ତର ଘରୁ ଜବତ୍ ହୋଇଛି। ସ୍ପେସାଲ୍ ମାଜିଷ୍ଟ୍ରେଟ୍ ତଥା ତହସିଲଦାର ରାକେଶ କୁମାର ପଣ୍ଡାଙ୍କ ଉପସ୍ଥିତିରେ ଘଞ୍ଚ ଜଙ୍ଗଲ ମଧ୍ୟରେ ଥିବା ଏକ ଖାତରୁ ଅନିତାଙ୍କ କଙ୍କାଳ ଉଦ୍ଧାର କରାଯାଇଛି । କେନ୍ଦୁଝର ଫୋରେନ୍ସିକ୍ ଟିମ୍ ସହାୟତାରେ ତଦନ୍ତ ଜାରି ରହିଛି ।ଏନେଇ ବଡ଼ବିଲ ଥାନାରେ ଏକ ହତ୍ୟା ମାମଲା ରୁଜୁ କରାଯାଇ ଅଭିଯୁକ୍ତ ସଂଗ୍ରାମ ଆଲଦାକୁ କୋର୍ଟ ଚାଲାଣ କରାଯାଇଛି।

Powered by Froala Editor

Tags Arrested

Related articles Odisha News Lens 4.1

  • ମାସକରେ ୧୫ ହଜାର ଖସିଲାଣି ସୁନା
    ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    13849
    Jul 01, 2026
  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15159
    Jul 01, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14370
    Jul 01, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13267
    Jul 01, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    14819
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ
    ବାଣିଜ୍ୟ

    ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15070
    Jun 30, 2026
  • ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ
    ଦେଶ-ଦେଶାନ୍ତର

    ହ୍ରାସ ହେଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ

    15510
    Jul 01, 2026
  • ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ
    ଦେଶ-ଦେଶାନ୍ତର

    ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ

    14162
    Jun 30, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    14725
    Jul 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    13849
    Jul 01, 2026
  • ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13267
    Jul 01, 2026
  • ଦେଶ-ଦେଶାନ୍ତର

    ସ୍ଥଳସେନାର ନୂଆ ମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠଙ୍କ ଦାୟିତ୍ୱ ଗ୍ରହଣ

    14045
    Jun 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16958
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17570
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17620
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18017
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14090
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14215
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15838
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15711
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15352
    Jun 22, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15070
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15692
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13795
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14894
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନ ସେନା ତରଫରୁ ଆଫଗାନିସ୍ତାନରେ ଆକ୍ରମଣ, ୩୬ ମୃତ

    14162
    Jun 30, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14370
    Jul 01, 2026
  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15159
    Jul 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In