Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

Home ›› ›› କ୍ୟାବିନେଟ: ରାଜ୍ୟ କ୍ୟାବିନେଟ ଆତିଥ୍ୟ ଭିତ୍ତିଭୂମି ପାଇଁ ଭୂମି ବ୍ୟାଙ୍କ ଯୋଜନାକୁ ଅନୁମୋଦନ

କ୍ୟାବିନେଟ: ରାଜ୍ୟ କ୍ୟାବିନେଟ ଆତିଥ୍ୟ ଭିତ୍ତିଭୂମି ପାଇଁ ଭୂମି ବ୍ୟାଙ୍କ ଯୋଜନାକୁ ଅନୁମୋଦନ

2026-06-09 08:31:53
14868
Share:
Facebook
Twitter
E-Mail
WhatsApp
Telegram
 କ୍ୟାବିନେଟ: ରାଜ୍ୟ କ୍ୟାବିନେଟ ଆତିଥ୍ୟ ଭିତ୍ତିଭୂମି ପାଇଁ ଭୂମି ବ୍ୟାଙ୍କ ଯୋଜନାକୁ ଅନୁମୋଦନ

ଭୁବନେଶ୍ୱର: ପର୍ଯ୍ୟଟନ କ୍ଷେତ୍ରକୁ ଗୁରୁତ୍ୱ ଦେଇଛନ୍ତି ଓଡ଼ିଶା ସରକାର । ଏହି କ୍ରମରେ ଆଜି ରାଜ୍ୟ କ୍ୟାବିନେଟ ଆତିଥ୍ୟ ଭିତ୍ତିଭୂମି ପାଇଁ ଭୂମି ବ୍ୟାଙ୍କ ଯୋଜନାକୁ ଅନୁମୋଦନ କରିଛନ୍ତି । ରାଜ୍ୟରେ ପର୍ଯ୍ୟଟନ ନେତୃତ୍ବାଧୀନ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଏକ ଦୃଢ଼ ଭିତ୍ତିଭୂମି ସୃଷ୍ଟି କରିବ । ଆତିଥ୍ୟ କ୍ଷେତ୍ରରେ ବଡ଼ ପରିମାଣର ନିବେଶକୁ ଆକର୍ଷିତ କରିବା ପାଇଁ ଏହି ଐତିହାସିକ ଯୋଜନାକୁ କ୍ୟାବିନେଟ ଅନୁମୋଦନ କରିଛି । ଯୋଜନାରେ ୫,୫୦୦ ଏକର ଜମି ଚିହ୍ନଟ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି । ଯୋଜନା ୨୦୨୬-୨୭ରୁ ୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ପାଞ୍ଚ ବର୍ଷ ଅବଧିରେ କାର୍ଯ୍ୟକାରୀ ହେବ । ଏଥିପାଇଁ ବାର୍ଷିକ ୩୦୦ କୋଟି ଟଙ୍କା ହାରରେ ମୋଟ ୧,୫୦୦ କୋଟି ଟଙ୍କା ବ୍ୟୟ ବରାଦ ହେବ ।
ଅର୍ଥନୈତିକ ଅଭିବୃଦ୍ଧି, ନିଯୁକ୍ତି ସୃଷ୍ଟି ଏବଂ ଆଞ୍ଚଳିକ ବିକାଶର ଏକ ପ୍ରମୁଖ ଚାଳକ ଭାବେ ପର୍ଯ୍ୟଟନ କ୍ଷେତ୍ର ଉଭା ହୋଇଛି । ପ୍ରାକୃତିକ ସୌନ୍ଦର୍ଯ୍ୟ, ଐତିହ୍ୟ, ସଂସ୍କୃତି, ବନ୍ୟଜନ୍ତୁ ଏବଂ ସମୁଦ୍ରତଟ ସମ୍ପଦରେ ସମୃଦ୍ଧ ଓଡ଼ିଶା ‘ବିକଶିତ ଓଡ଼ିଶା ୨୦୩୬ ଓ ୨୦୪୭ ଲକ୍ଷ୍ୟ ଅନୁସାରେ ଦେଶ ଏବଂ ଏସିଆର ଅଗ୍ରଣୀ ସାଂସ୍କୃତିକ ପର୍ଯ୍ୟଟନ ଗନ୍ତବ୍ୟସ୍ଥଳୀ ଭାବେ ପ୍ରତିଷ୍ଠିତ କରିବାକୁ ସଂକଳ୍ପବଦ୍ଧ । ଉନ୍ନତ ପର୍ଯ୍ୟଟନ ଭିତ୍ତିଭୂମି ସୃଷ୍ଟିରେ ସବୁଠାରୁ ବଡ଼ ପ୍ରତିବନ୍ଧକ ହେଉଛି ନିବେଶ ଉପଯୋଗୀ, ଜବରଦଖଲମୁକ୍ତ, ସଂଲଗ୍ନ ଏବଂ ସ୍ପଷ୍ଟ ଜମିର ଅଭାବ । ଏହି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ କ୍ୟାବିନେଟରେ ପର୍ଯ୍ୟଟନ ବିଭାଗ ଅଧୀନରେ ଏକ ସ୍ବତନ୍ତ୍ର 'ପର୍ଯ୍ୟଟନ ଭୂମି ବ୍ୟାଙ୍କ' ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଛି ।

ଯୋଜନା ଅଧୀନରେ ପ୍ରାୟ ୫,୫୦୦ ଏକର ଜମି ପର୍ଯ୍ୟାୟ କ୍ରମେ ଚିହ୍ନଟ କରାଯାଇ ପର୍ଯ୍ୟଟନ ଭୂମି ବ୍ୟାଙ୍କରେ ସାମିଲ କରାଯିବ । ଏଥରେ ଚିଲିକା, କୋଣାର୍କ, ପୁରୀର ଶାମୁକା, ଧଉଳି, ହୀରାକୁଦ, ସାତକୋଶିଆ, ଶିମିଳିପାଳ, ଭିତରକନିକା, ଦାରିଙ୍ଗବାଡ଼ି, ଦେଓମାଳି, ବୌଦ୍ଧ ସର୍କିଟ, ଜିରାଙ୍ଗ, ତଳସାରି ଏବଂ ଟାମ୍ପରା-ଆର୍ଯ୍ୟପଲ୍ଲୀ ଭଳି ଗୁରୁତ୍ବପୂର୍ଣ୍ଣ ପର୍ଯ୍ୟଟନ କ୍ଷେତ୍ର ସାମିଲ ରହିବ । ଆବଶ୍ୟକତା ଅନୁଯାୟୀ ଅନ୍ୟ ପର୍ଯ୍ୟଟନ ସମ୍ଭାବ୍ୟ ଗନ୍ତବ୍ୟସ୍ଥଳୀଗୁଡ଼ିକୁ ମଧ୍ୟ ପରବର୍ତ୍ତୀ ସମୟରେ ଅନ୍ତର୍ଭୁକ୍ତ କରାଯିବ । ଏହି ଯୋଜନା ୨୦୨୬-୨୭ରୁ ୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ପାଞ୍ଚ ବର୍ଷ ଅବଧିରେ କାର୍ଯ୍ୟକାରୀ ହେବ । ଏଥିପାଇଁ ବାର୍ଷିକ ୩୦୦ କୋଟି ଟଙ୍କା ହାରରେ ମୋଟ ୧,୫୦୦ କୋଟି ଟଙ୍କା ବ୍ୟୟ ବରାଦର ପ୍ରସ୍ତାବ ରହିଛି ।

ପ୍ରସ୍ତାବିତ 'ପର୍ଯ୍ୟଟନ ଭୂମି ବ୍ୟାଙ୍କ' ଗନ୍ତବ୍ୟସ୍ଥଳ ସ୍ତରୀୟ ମାଷ୍ଟର ପ୍ଲାନିଂକୁ ସହଜ କରିବ । ନିବେଶକମାନଙ୍କୁ ପୂର୍ବ ପ୍ରସ୍ତୁତ ବ୍ୟବହାର ଯୋଗ୍ୟ ଜମି ଉପଲବ୍ଧ କରାଇବ । ଯାହା ଦ୍ବାରା ପ୍ରକଳ୍ପ କାର୍ଯ୍ୟାନ୍ଵୟନ ଅବଧି ହ୍ରାସ ପାଇବ । ବ୍ୟବସାୟ କରିବାର ସହଜତା ବୃଦ୍ଧି ପାଇବ । ଏହି ଯୋଜନା ଦ୍ବାରା ହୋଟେଲ, ରିସର୍ଟ, ୱେଲନେସ ସେଣ୍ଟର, ଇକୋଟୁରିଜମ ପ୍ରକଳ୍ପ, କନଭେନ୍ସନ ସେଣ୍ଟର ଏବଂ ଅନ୍ୟାନ୍ୟ ପର୍ଯ୍ୟଟନ ଭିଭିଭୂମିରେ ବୃହତ ନିବେଶର ସୁଯୋଗ ସୃଷ୍ଟି ହେବ । ଏହି ଯୋଜନା ରାଜ୍ୟର ସମସ୍ତ ଅଞ୍ଚଳରେ ସନ୍ତୁଳିତ ପର୍ଯ୍ୟଟନ ବିକାଶକୁ ପ୍ରୋତ୍ସାହିତ କରିବ । ବିଶେଷକରି ଉଦୀୟମାନ ଓ ଅନାବିଷ୍କୃତ ପର୍ଯ୍ୟଟନ କ୍ଷେତ୍ରଗୁଡ଼ିକରେ ଆର୍ଥିକ କାର୍ଯ୍ୟକଳାପ ବୃଦ୍ଧି ସହିତ ସ୍ଥାନୀୟ ଯୁବକ-ଯୁବତୀ, କାରିଗର, ପର୍ଯ୍ୟଟନ ସେବା ପ୍ରଦାନକାରୀ ଏବଂ ଛୋଟ ଉଦ୍ୟୋଗୀମାନଙ୍କ ପାଇଁ ନୂତନ ନିଯୁକ୍ତି ଓ ଜୀବିକା ସୁଯୋଗ ସୃଷ୍ଟି ହେବ ।
ପର୍ଯ୍ୟଟନ ବିଭାଗ, ନୋଡାଲ ବିଭାଗ ଭାବେ IDCO, OTDC, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଏବଂ ଅନ୍ୟ ସମ୍ପୃକ୍ତ ସଂସ୍ଥା ସହଯୋଗରେ ଏହି ଯୋଜନାକୁ କାର୍ଯ୍ୟକାରୀ କରାଇବ । ସରକାରଙ୍କ ଏହି ପଦକ୍ଷେପ ଓଡ଼ିଶା ପର୍ଯ୍ୟଟନର ଦୀର୍ଘକାଳୀନ ଲକ୍ଷ୍ୟ ହାସଲ କରିବାରେ ଏକ ପରିବର୍ତ୍ତନକାରୀ ଭୂମିକା ଗ୍ରହଣ କରିବ ।

Powered by Froala Editor

Tags Cabinet

Related articles Odisha News Lens 4.1

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15363
    Jul 03, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13507
    Jul 03, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14418
    Jul 02, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14759
    Jul 03, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15506
    Jul 01, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14946
    Jul 02, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14657
    Jul 03, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13958
    Jul 01, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15423
    Jul 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15506
    Jul 01, 2026
  • ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13958
    Jul 01, 2026
  • ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14759
    Jul 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16963
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17574
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17626
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18023
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14759
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14534
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14302
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15921
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15794
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15673
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13800
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14907
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14418
    Jul 02, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14759
    Jul 03, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14946
    Jul 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In