Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ...

  • ୪ରେ ସବୁଠୁ ମହତ୍ୱାକାଂକ୍ଷୀ ଆର୍ଥ ...

  • ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ ...

  • ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ...

  • ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ

  • ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ

  • ହିମାଳୟରେ ଗ୍ଲେସିୟର କ୍ରମାଗତ ତରଳୁଛି

  • ଯୁଦ୍ଧର ପ୍ରଭାବ : CNG ପୁଣି ମହଙ୍ଗା ହେଲା

  • ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ...

  • ପିଲାମାନଙ୍କ ହାତରୁ ରାଖି ବାନ୍ଧି ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

2026-06-10 07:22:52
15941
Share:
Facebook
Twitter
E-Mail
WhatsApp
Telegram
ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

ସନି ଦେଓଲଙ୍କ ଫିଲ୍ମ ‘ବଣ୍ଟଓ୍ବାରା ୧୯୪୭’କୁ ଦର୍ଶକ ଉତ୍ସାହର ସହ ଅପେକ୍ଷା କରିଛନ୍ତି। ‘ବର୍ଡର’ ବକ୍ସ ଅଫିସରେ ସୁପରହିଟ୍‌ ହେବା ପରେ ସନ୍ନିଙ୍କ କ୍ରେଜ୍‌ ଆହୁରି ବଢିଯାଇଛି। ଦର୍ଶକ ତାଙ୍କୁ ଏବେ ‘ବଣ୍ଟୱାରା ୧୯୪୭’ ଦେଖିବାକୁ ପାଇବେ। ସନ୍ନି ଇନଷ୍ଟାଗ୍ରାମରେ ସିନେମାର ପ୍ରଥମ ଝଲକ ଶେୟାର କରିଛନ୍ତି। ଯାହା ଦର୍ଶକଙ୍କ ଉତ୍ସାହକୁ ଆହୁରି ବଢାଇ ଦେଇଛି । 

‘ବଣ୍ଟୱାରା ୧୯୪୭’ର ପ୍ରଥମ ପ୍ରୋମୋରେ ସନ୍ନି ଦେଓଲ ଏକ ଜଳନ୍ତା ମଶାଲ ଧରି ଶକ୍ତିଶାଳୀ ଏବଂ ଉତ୍ସାହୀ ଅବତାରରେ ଦେଖାଯାଉଛନ୍ତି। ତାଙ୍କ ପଛରେ ପ୍ରୀତି ଜିଣ୍ଟା, କରଣ ଦେଓଲ ଏବଂ ଖୁସି ହଜାରେ ଠିଆ ହୋଇଛନ୍ତି। ଖୁସି ହଜାରେ ଫିଲ୍ମରେ ସନି ଦେଓଲଙ୍କ ଝିଅ ଭୂମିକାରେ ଅଭିନୟ କରିଛନ୍ତି । ସେମାନଙ୍କ ମୁହଁରେ ଭୟ ଏବଂ ଚିନ୍ତା ସ୍ପଷ୍ଟ ଭାବରେ ଦେଖାଯାଉଛି। ଶବାନା ଆଜମୀଙ୍କ ଆଉ ଏକ ଝଲକ ଦର୍ଶକଙ୍କ ହୃଦୟ ଜିତିଛି। ଟିଜରରେ ଏ.ଆର. ରହମାନଙ୍କ ଦ୍ୱାରା ଏକ ହୃଦୟସ୍ପର୍ଶୀ ବ୍ୟାକ୍‌ଗ୍ରାଉଣ୍ଡ୍‌ ଗୀତ ରହିଛି, ଯାହା ଦୃଶ୍ୟଗୁଡ଼ିକର ଭାବପ୍ରବଣ ପ୍ରଭାବକୁ ଗଭୀର କରିଥାଏ।

ବଣ୍ଟଓ୍ବାରା ୧୯୪୭ର ଫାଷ୍ଟ ଲୁକ୍ ରିଲିଜ୍ ହେବା ପରେ ଖୁସି ହଜାରେ ସୋସିଆଲ ମିଡିଆରେ ଏବେ ଚର୍ଚ୍ଚାରେ । ଖୁସି ହଜାରେ ଜଣେ ଶିଶୁ କଳାକାର ଯିଏ ମୁଖ୍ୟତଃ ହିନ୍ଦୀ ଏବଂ ମରାଠୀ ସିନେମାରେ ତାଙ୍କର ଚମତ୍କାର ଅଭିନୟ ପାଇଁ ଜଣାଶୁଣା। ସେ ରିତେଶ ଦେଶମୁଖଙ୍କ ମରାଠୀ ଚଳଚ୍ଚିତ୍ର "ବେଦ" (୨୦୨୨) ରେ ଜଣେ ଶିଶୁ କଳାକାର ଭୂମିକାରେ ଅଭିନୟ କରିଥିଲେ। "ବେଦ" ରେ ତାଙ୍କର ଚମତ୍କାର ଅଭିନୟ ପାଇଁ ତାଙ୍କୁ ଫିଲ୍ମଫେୟାର ମରାଠୀ ପୁରସ୍କାର ମିଳିଥିଲା । ଅଭିନୟ ବ୍ୟତୀତ, ଖୁସି ହଜାରେ ସୋସିଆଲ ମିଡିଆରେ ବହୁତ ସକ୍ରିୟ ରହିଥାନ୍ତି । ଇନଷ୍ଟାଗ୍ରାମରେ ତାଙ୍କର ୪୩.୫ ହଜାର ଫଲୋଅର୍ସ ଅଛନ୍ତି।


Powered by Froala Editor

Tags bantwara

Related articles Odisha News Lens 4.1

  • ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ପ୍ରତିରୋପଣ ଅପେକ୍ଷାରେ ୬୧,୬୬୮ ରୋଗୀ
    ଦେଶ-ଦେଶାନ୍ତର

    ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ପ୍ରତିରୋପଣ ଅପେକ୍ଷାରେ ୬୧,୬୬୮ ରୋଗୀ

    13827
    Aug 28, 2026
  • ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ କରିବା ପାଇଁ ଧମକ ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ କରିବା ପାଇଁ ଧମକ ଦେଲେ ଟ୍ରମ୍ପ

    15502
    Aug 29, 2026
  • ପିଲାମାନଙ୍କ ହାତରୁ ରାଖି ବାନ୍ଧି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ
    ଦେଶ-ଦେଶାନ୍ତର

    ପିଲାମାନଙ୍କ ହାତରୁ ରାଖି ବାନ୍ଧି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

    15020
    Aug 28, 2026
  • ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ
    ଦେଶ-ଦେଶାନ୍ତର

    ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ

    14239
    Aug 29, 2026
  • ଯୁଦ୍ଧର ପ୍ରଭାବ : CNG ପୁଣି ମହଙ୍ଗା ହେଲା
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବ : CNG ପୁଣି ମହଙ୍ଗା ହେଲା

    13949
    Aug 29, 2026
  • ହିମାଳୟରେ ଗ୍ଲେସିୟର କ୍ରମାଗତ ତରଳୁଛି
    ଦେଶ-ଦେଶାନ୍ତର

    ହିମାଳୟରେ ଗ୍ଲେସିୟର କ୍ରମାଗତ ତରଳୁଛି

    14786
    Aug 29, 2026
  • ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ

    14316
    Aug 29, 2026
  • ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ହେଲା ମହଙ୍ଗା
    ଦେଶ-ଦେଶାନ୍ତର

    ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ହେଲା ମହଙ୍ଗା

    15316
    Aug 29, 2026
  • ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ଶିଶୁଙ୍କୁ କୋଳେଇ ନେଲେ ଯବାନ
    ଦେଶ-ଦେଶାନ୍ତର

    ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ଶିଶୁଙ୍କୁ କୋଳେଇ ନେଲେ ଯବାନ

    14905
    Aug 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ

    14239
    Aug 29, 2026
  • ଦେଶ-ଦେଶାନ୍ତର

    ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ହେଲା ମହଙ୍ଗା

    15316
    Aug 29, 2026
  • ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବ : CNG ପୁଣି ମହଙ୍ଗା ହେଲା

    13949
    Aug 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17058
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17693
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17730
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18128
    Sep 06, 2023

ବିଶେଷ

  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14588
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13928
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15312
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15667
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16196
    Aug 17, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14455
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15981
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14019
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14287
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ଶିଶୁଙ୍କୁ କୋଳେଇ ନେଲେ ଯବାନ

    14905
    Aug 29, 2026
  • ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ

    14239
    Aug 29, 2026
  • ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ପ୍ରତିରୋପଣ ଅପେକ୍ଷାରେ ୬୧,୬୬୮ ରୋଗୀ

    13827
    Aug 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In