Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ...

  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ...

  • ୪୩୦୦ ଖସିଲା ସୁନା ଦର

  • ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ...

  • ବିବାଦ ପରେ ଇନଷ୍ଟା ଆକାଉଣ୍ଟ ଡିଲିଟ କଲେ ...

  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ...

  • ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ...

  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ...

  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ...

Home ›› ››୨୦୨୬ ନଭେମ୍ବରରୁ ୨୦୨୭ ଜାନୁଆରୀ ମଧ୍ୟରେ ରହିପାରେ ଏଲ୍-ନିନୋର ସର୍ବାଧିକ ପ୍ରଭାବ

୨୦୨୬ ନଭେମ୍ବରରୁ ୨୦୨୭ ଜାନୁଆରୀ ମଧ୍ୟରେ ରହିପାରେ ଏଲ୍-ନିନୋର ସର୍ବାଧିକ ପ୍ରଭାବ

2026-06-12 05:35:27
15030
Share:
Facebook
Twitter
E-Mail
WhatsApp
Telegram
୨୦୨୬ ନଭେମ୍ବରରୁ ୨୦୨୭ ଜାନୁଆରୀ ମଧ୍ୟରେ ରହିପାରେ ଏଲ୍-ନିନୋର ସର୍ବାଧିକ ପ୍ରଭାବ

ଭୁବନେଶ୍ବର: ପ୍ରଶାନ୍ତ ମହାସାଗରରେ ଏଲ୍-ନିନୋ ଜଳବାୟୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ଏନ୍ଓଏଏ, ୟୁଏସ୍ଏ ପକ୍ଷରୁ ଏହାର ଆଗମନ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୬ ନଭେମ୍ବରରୁ ୨୦୨୭ ଜାନୁଆରୀ ମଧ୍ୟରେ ଏଲ୍-ନିନୋର ସର୍ବାଧିକ ପ୍ରଭାବ ରହିପାରେ ବୋଲି ୬୩%ସମ୍ଭାବନା ରହିଛି। ଯାହା ୧୯୫୦ ମସିହା ଏଲ୍-ନିନୋ ଭଳି ରହିବ ବୋଲି ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି। ପାଣିପାଗ ମଡେଲ ଇସିଏମଡବ୍ଲ୍ୟୁଏଫ୍ ପ୍ରଶାନ୍ତ ମହାସାଗରରେ ଏଲ୍-ନିନୋ ପ୍ରକ୍ରିୟା ଆରମ୍ଭ ହୋଇଥିବା ନେଇ ସ୍ପଷ୍ଟ କରିଛି। ଏହି ମଡେଲ ପୂର୍ବରୁ ମେ ମାସରୁ ଜୁଲାଇ ମଧ୍ୟରେ ଏଲ୍-ନିନୋ ପ୍ରକ୍ରିୟା ଆରମ୍ଭ ହେବା ନେଇ ୮୨% ସମ୍ଭାବନା ଥିବା ଆକଳନ କରିଥିଲା। ପାଣିପାଗ ବିଶେଷଜ୍ଞ ବିଶ୍ବଜିତ ସାହୁ କହିଛନ୍ତି, ପୂର୍ବ ପ୍ରଶାନ୍ତ ମହାସାଗର ଅଞ୍ଚଳରେ ସମୁଦ୍ର ପୃଷ୍ଠ ତାପମାତ୍ରା ଯଦି ସ୍ବାଭାବିକରୁ ୦.୫ଡିଗ୍ରୀ ଅଧିକ ରହେ, ତେବେ ପାଣିପାଗ ସଂସ୍ଥାଗୁଡିକ ଏଲ-ନିନୋ ପ୍ରକ୍ରିୟା ଆରମ୍ଭ ହେଲା ବୋଲି ଘୋଷଣା କରିଥାନ୍ତି। ବର୍ତ୍ତମାନ ପୂର୍ବ ପ୍ରଶାନ୍ତ ମହାସାଗର ଅଞ୍ଚଳରେ ସମୁଦ୍ର ପୃଷ୍ଠ ତାପମାତ୍ରା ୦.୫ ଡିଗ୍ରୀ ଅଧିକ ରହିଛି। ଏହାର ପ୍ରଭାବ ପଶ୍ଚିମ ପ୍ରଶାନ୍ତ ମହାସାଗର ଉପରେ ପଡିଥାଏ। ପଶ୍ଚିମ ପ୍ରଶାନ୍ତ ମହାସାଗର ଜଳବାୟୁ ପ୍ରକ୍ରିୟା ସିଧାସଳଖ ବଙ୍ଗୋପସାଗର ଉପରେ ପଡିଥାଏ।

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେଲେ ଦେଶର ପୂର୍ବାଞ୍ଚଳ ରାଜ୍ୟଗୁଡିକରେ ବର୍ଷା ହୁଏ। ପ୍ରଶାନ୍ତ ମହାସାଗରରେ ଏଲ-ନିନୋ ପ୍ରଭାବ ରହିବା ଦ୍ବାରା ବଙ୍ଗୋପସାଗରରେ କମ ସଂଖ୍ୟକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ତେଣୁ ପୂର୍ବାଞ୍ଚଳ ରାଜ୍ୟଗୁଡିକରେ ଲଘୁଚାପ ଜନିତ କମ ବର୍ଷା ହୋଇପା‌େର। ଚଳିତ ବର୍ଷ ମୌସୁମି ନିଷ୍କ୍ରିୟତା ଅବଧି ଦିନ ଅଧିକ ରହିବ। ଅନ୍ୟପକ୍ଷରେ ଆସନ୍ତା ୨ରୁ ୩ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଓଡ଼ିଶା ଛୁଇଁବା ସମ୍ଭାବନା ରହିଛି। ବର୍ତ୍ତମାନ ମୌସୁମୀ କର୍ଣ୍ଣାଟକ, ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ, ତାମିଲନାଡୁ ପାର ହୋଇ ପଶ୍ଚିମବଙ୍ଗ ଓ ବିହାରରେ କିଛି ଅଂଶ ଛୁଇଁଛି। ଆଗାମୀ ୨ରୁ ୩ ଦିନରେ ମୌସୁମୀ ଆଗକୁ ବଢ଼ି ଓଡ଼ିଶା, ଛତିଶଗଡ଼, ଝାଡ଼ଖଣ୍ଡ ଓ ଉତ୍ତର ପ୍ରଦେଶର କିଛି ଅଂଶରେ ପହଞ୍ଚିବା ପାଇଁ ପାଗ ଅନୁକୂଳ ଅଛି। ଜୁନ୍ ୧୩ରୁ ୩ଦିନ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଜୁନ୍ ୧୬ ପର୍ଯ୍ୟନ୍ତ କାଳବୈଶାଖୀ ଜନିତ ବର୍ଷା ପବନ ହୋଇପାରେ। ୧୬ରୁ ୧୮ ଯାଏ କାଳବୈଶାଖୀ ଦୁର୍ବଳ ରହିବ। ଏହା ହିଁ ମୌସୁମୀ ପ୍ରବେଶର ସବୁଠୁ ବଡ଼ ସଙ୍କେତ ବୋଲି କୁହାଯାଉଛି। ୧୮ ଜୁନ୍ ପରେ ବି ସେପରି କୌଣସି ପରିବର୍ତ୍ତନ ହେବ ନାହିଁ। ଅର୍ଥାତ୍ ପାଗ ସ୍ଥିର ରହିବ, ଯାହା ମୌସୁମି ବର୍ଷା ପାଇଁ ରାସ୍ତା ଖୋଲିବ। ଏବେ ପ୍ରାକ୍ ମୌସୁମି ବର୍ଷା ଚାଲିଛି। କିନ୍ତୁ ଜୁନ୍ ୧୬ ବେଳକୁ ଦକ୍ଷିଣ-ପଶ୍ଚିମ ମୌସୁମି ଦକ୍ଷିଣ ଓଡ଼ିଶା ଛୁଇଁପାରେ। ଗୁରୁବାର ରାଜ୍ୟର ୧୦ଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରହିଛି। 

Powered by Froala Editor

Tags L nino

Related articles Odisha News Lens 4.1

  • ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା

    13946
    Jun 11, 2026
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ
    ଦେଶ-ଦେଶାନ୍ତର

    ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

    14889
    Jun 10, 2026
  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ
    ଦେଶ-ଦେଶାନ୍ତର

    ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ

    13579
    Jun 10, 2026
  • ୪୩୦୦ ଖସିଲା ସୁନା ଦର
    ଦେଶ-ଦେଶାନ୍ତର

    ୪୩୦୦ ଖସିଲା ସୁନା ଦର

    14100
    Jun 11, 2026
  • ଗୁରୁ ରନ୍ଧାୱାଙ୍କ
    ମନୋରଞ୍ଜନ

    ଗୁରୁ ରନ୍ଧାୱାଙ୍କ "୨୪ ଆୱାର୍ସ ଫିଟନେସ୍" ଜିମ୍‌ରେ ଗୁଳିମାଡ଼

    14838
    Jun 11, 2026
  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...
    ଦେଶ-ଦେଶାନ୍ତର

    ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...

    14946
    Jun 10, 2026
  • ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ରାଜ୍ୟସଭା ସଦସ୍ୟତାରୁ ସାଂସଦ ପ୍ରକାଶ ଚିକ୍ ବାରାଇକଙ୍କ ଇସ୍ତଫା

    13287
    Jun 11, 2026
  • ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ
    ଦେଶ-ଦେଶାନ୍ତର

    ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ

    13587
    Jun 11, 2026
  • ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ...
    ରାଜନୀତି

    ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ...

    14924
    Jun 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ଶତ୍ରୁଘ୍ନ ସିହ୍ନା, ୟୁସୁଫ୍ ପଠାନ୍ ଏବଂ ସାୟୋନୀ ଘୋଷଙ୍କ ସମେତ ୧୯ ଜଣ ଲୋକସଭା ସାଂସଦ ମମତାଙ୍କ ହାତ ଛାଡ଼ିଲେ

    14924
    Jun 11, 2026
  • ଦେଶ-ଦେଶାନ୍ତର

    ପୁଣି ଥରେ ଉତ୍ତେଜନା, ହୋର୍ମୁଜ ବନ୍ଦ କଲା ଇରାନ

    13587
    Jun 11, 2026
  • ଦେଶ-ଦେଶାନ୍ତର

    ଓମାନ ଉପକୂଳରେ ଜାହାଜ ଆକ୍ରମଣ: ୩ ଜଣଙ୍କ ମିଳୁନି ପତ୍ତା

    13946
    Jun 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16921
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17540
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17588
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17979
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13518
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15397
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14189
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14081
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    15011
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15462
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15206
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15691
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14035
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ

    13579
    Jun 10, 2026
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

    14889
    Jun 10, 2026
  • ୪୩୦୦ ଖସିଲା ସୁନା ଦର

    14100
    Jun 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In