Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

  • ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ...

  • ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି

  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ...

  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ...

  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ...

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ...

  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ...

  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ...

  • CUET UG 2026 ପରୀକ୍ଷା ସ୍ଥଗିତ

Home ›› ››ରାଜ୍ୟ ସରକାରଙ୍କ ବିରୋଧରେ କଂଗ୍ରେସ ଆଣିଲା ସଂଗୀନ ଅଭିଯୋଗ, ଜାଣନ୍ତୁ କ’ଣ

ରାଜ୍ୟ ସରକାରଙ୍କ ବିରୋଧରେ କଂଗ୍ରେସ ଆଣିଲା ସଂଗୀନ ଅଭିଯୋଗ, ଜାଣନ୍ତୁ କ’ଣ

2021-07-31 09:58:20
14386
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟ ସରକାରଙ୍କ ବିରୋଧରେ କଂଗ୍ରେସ ଆଣିଲା ସଂଗୀନ ଅଭିଯୋଗ, ଜାଣନ୍ତୁ କ’ଣ


ଭୁବନେଶ୍ୱର: କରୋନା ମହାମାରୀ ସମୟରେ ରାଜ୍ୟ ସରକାର ରାସନ ସାମଗ୍ରୀ ବଂଟନରେ ୩୦୦ କୋଟି ଟଙ୍କାର ଘୋଟାଲା କରିଛନ୍ତି ।  ଲକ୍ଷାଧିକ ‘ବୋଗସ୍' ବା ଭୂତ ହିତାଧିକାରୀଙ୍କ କାର୍ଡ ଜରିଆରେ ସରକାର ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅଧିନରେ ଚାଲିଥିବା ଖାଦ୍ୟଶସ୍ୟ ସାମଗ୍ରୀ ବଂଟନରେ ଏହି ଦୁର୍ନୀତି  ଚଳାଇଛନ୍ତି ବୋଲି ପ୍ରଦେଶ କଂଗ୍ରେସ ଅଭିଯୋଗ କରିଛି । ଆଜି କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଗଣମାଧ୍ୟମ ଓ ଯୋଗାଯୋଗ ବିଭାଗର ଆବାହକ ସତ୍ୟପ୍ରକାଶ ନାୟକ ଅଭିଯୋଗ କରି କହିଛନ୍ତି ଯେ ବିଗତ ୧ ବର୍ଷ ମଧ୍ୟରେ ରାଜ୍ୟ ସରକାର ଶହଶହ କୋଟି ଟଙ୍କାର ରାସନ ସାମଗ୍ରୀ ଭୂତ ହିତାଧିକାରୀଙ୍କ ନାଁରେ ଉଠାଇଛନ୍ତି ଏବଂ ଲୁଟ କରିଛନ୍ତି ।

ଜାତୀୟ ଖାଦ୍ୟ  ସୁରକ୍ଷା ଆଇନରେ ରାଜ୍ୟରୁ ୯୩ ଲକ୍ଷ ୬ ହଜାର ୨୦୨ ଜଣ ହିତାଧିକାରୀ ଥିବା ବେଳେ କୌଣସି ଗୋଟିଏ ମାସରେ ବି ୯୩ ଲକ୍ଷ ହିତାଧିକାରୀଙ୍କୁ ରାସନ ·ଉଳ ବଂଟନ କରାଯାଇ ନାହିଁ । ଅଥଚ ପ୍ରତ୍ୟେକ ମାସ ହଜାର ହଜାର ମେଟ୍ରିକ ଟନ ·ଉଳ ବଂଟା ନହୋଇ ରହିଯାଇଥିବା ବେଳେ ପରବର୍ତୀ ମାସମାନଙ୍କରେ କାହିଁକି ବଳକା ·ଉଳ ପରିମାଣ କଟା ନଯାଇ କେନ୍ଦ୍ରରୁ ସଂପୂର୍ଣ୍ଣ କୋଟା ଚାଉଳ ଉଠାଯାଉଛି ବୋଲି ଶ୍ରୀ ନାୟକ ପ୍ରଶ୍ନ କରିଛ"ି । ପ୍ରତ୍ୟେକ ମାସରେ ରହିଯାଉଥିବା ହଜାର ହଜାର ମେଟ୍ରିକ ଟନ ·ଉଲ କୁଆଡେ଼ ଯାଉଛି ବୋଲି କଂଗ୍ରେସ ପ୍ରଶ୍ନ କରିଛି । ଏହା ବିଜେଡ଼ି ସରକାରର ଏକ ମାସିକ ଘୋଟାଲା କାର୍ଯ୍ୟକ୍ରମ ବୋଲି କଂଗ୍ରେସ କହିଛି । 

ସେହିପରି ଗତ ୨ଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୱାନ ନେସନ - ୱାନ ରାସନ କାର୍ଯ୍ୟକ୍ରମର ଶୁଭାରମ୍ଭ ଅବସରରେ ଘୋଷଣା କଲେ ଯେ ମାଲକାନଗିରି ଜିଲ୍ଲାରେ ଭିଟାମିନ ଯୁକ୍ତ ·ଉଳ ବଂଟନ ଦ୍ୱାରା ପୁଷ୍ଟିହୀନତା ଦୂର କରାଯିବ । ଏ ବାବଦରେ ଖୁଲାସା କରି ଶ୍ରୀ ନାୟକ କହିଛନ୍ତି ଯେ ଏହା ହେଉଛି କେନ୍ଦ୍ରସରକାରଙ୍କ ଯୋଜନା । ସମଗ୍ର ଦେଶରେ ୧୫ ଟି ରାଜ୍ୟରୁ ୧୫ ଟି ଦୁର୍ବଳ ଜିଲ୍ଲାରେ ଏହି ପ୍ରକଳ୍ପକୁ ୨୦୧୯-୨୦ରୁ ଆରମ୍ଭ କରାଯାଇଛି ଅଥଚ ଦୁଇବର୍ଷ ବିଳମ୍ବରେ କାହିଁକି ନବୀନ ବାବୁ ଏ ପ୍ରକଳ୍ପକୁ  ଆରମ୍ଭ କଲେ ତାର ଯବାବ ରଖନ୍ତୁ ବୋଲି ଶ୍ରୀ ନାୟକ ଦାବି ରଖିଛନ୍ତି ।  ଆଗକୁ ପଂଚାୟତ ଏବଂ ପୌରନିର୍ବାଚନକୁ ଆଖିରେ ରଖି ନବୀନ ବାବୁ ଭିଟାମିନ ·ଉଳ ଯୋଜନାକୁ ଦୁଇବର୍ଷ ·ପି ଦେଇଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି । 

ସେହିପରି ଦେଶରେ ପ୍ରତ୍ୟେକ ରାଜ୍ୟ ବର୍ଷୱାରୀ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ଥିବା ଅଯୋଗ୍ୟ ହିତାଧିକାରୀଙ୍କ ଚିଠା ଅପଡେଟ କରୁଥିବାବୋଳ ଓଡ଼ିଶା ସରକାର କେନ୍ଦ୍ର ସରକାରଙ୍କ ତାଗିତ ସତ୍ୱେ ତିନିବର୍ଷ ହେଲା କାହିଁକି ତାଲିକା ଅପଡେଟ କରୁନାହାନ୍ତି ବୋଲି ପ୍ରଶ୍ନ କରିଛି କଂଗ୍ରେସ । ମହାମାରୀ ସମୟରେ  ରାଜ୍ୟ ସରକାର କାର୍ଡ ହିତାଧିକାରୀମାନଙ୍କୁ ଏକ କାଳୀନ ୧ ହଜାର ଟଙ୍କା ଦେବାପାଇଁ ୯୫୫ କୋଟି ଟଙ୍କା ମୁର କଲେ । ଅଥଚ ଦୁଇଲକ୍ଷରୁ ଅଧିକ ହିତାଧିକାରୀ ମିଳିଳେ ନାହିଁ ଯେଉଁଥି ପାଇଁ ୨୦ କୋଟି ୭ଲକ୍ଷ ଟଙ୍କା ସରକାର ଫେରସ୍ତ ଆଣିଲେ । ଏହା ସ୍ପଷ୍ଟ କରୁଛି କି ପ୍ରାୟ ୨ଲକ୍ଷ ଭୂତ ହିତାଧିକାରୀଙ୍କ ନାଁରେ ·ଲିଛି ଶହ ଶହ କୋଟି ଟଙ୍କାର ରେସନ ·ଉଳ ଘୋଟଲାର ମାସିକ ରିସାଇକ୍ଲି ବୋଲି ଶ୍ରୀ ନାୟକ କହିଛନ୍ତି । ଏକ କେନ୍ଦ୍ରୀୟ ଆଇନକୁ ଭାଙ୍ଗି ରାଜ୍ୟ ସରକାର ମାସିକିଆ ଦୁର୍ନୀତି ଚଳାଇଛନ୍ତି । ଅଥଚ କେନ୍ଦ୍ରରେ ଥିବା ବିଜେପି ସରକାର କାହିଁକି ନୀରବ କାହିଁକି ବୋଲି ପ୍ରଶ୍ନ କରିବା ସହିତ ଏହି ରାସନ ଘୋଟାଲାର ସିବିଆଇ ତଦନ୍ତ କଂଗ୍ରେସ ଦାବି କରୁଛି ବୋଲି ଶ୍ରୀ ନାୟକ କହିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ପିସିସି ମୁଖପାତ୍ର ସସ୍ମିତା ବେହେରା ଓ ପିସିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଉପସ୍ଥିତ ଥିଲେ । 

Powered by Froala Editor

Tags Congress

Related articles Odisha News Lens 4.1

  • ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି
    ଅପରାଧ

    ଡିଜିଟାଲ ଆରେଷ୍ଟ କରି ଲୁଟିନେଲେ ୨୪ କୋଟି

    15274
    May 26, 2026
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14950
    May 25, 2026
  • ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ...
    ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ...

    13586
    May 26, 2026
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13509
    May 25, 2026
  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି
    ରାଜନୀତି

    ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14707
    May 25, 2026
  • ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା
    ଦେଶ-ଦେଶାନ୍ତର

    ପେଟ୍ରୋଲ ଏବଂ ଡିଜେଲ ପରେ CNG ମହଙ୍ଗା

    14315
    May 26, 2026
  •  ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ
    ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14722
    May 25, 2026
  • CUET UG 2026 ପରୀକ୍ଷା ସ୍ଥଗିତ
    ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14983
    May 25, 2026
  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ
    ଦେଶ-ଦେଶାନ୍ତର

    ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    15237
    May 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    15237
    May 25, 2026
  • ରାଜନୀତି

    ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14707
    May 25, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14950
    May 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16879
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17498
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17546
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17930
    Sep 06, 2023

ବିଶେଷ

  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14379
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15711
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15006
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14418
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14541
    May 18, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15423
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15163
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15654
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13989
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13509
    May 25, 2026
  • ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ସମ୍ମାନ, ରାଷ୍ଟ୍ରପତିଙ୍କଠୁ ଆଓ୍ୱାର୍ଡ ଗ୍ରହଣ କଲେ ହେମା ମାଳିନୀ

    13586
    May 26, 2026
  • CUET UG 2026 ପରୀକ୍ଷା ସ୍ଥଗିତ

    14983
    May 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In