Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ...

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ...

  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ...

  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ...

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ...

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

Home ›› ››କୁବେର ପିଏସଙ୍କ ସମ୍ପର୍କରେ ଏଭଳି କହିଲେ ଓଏସଏସସି ଅଧ୍ୟକ୍ଷ

କୁବେର ପିଏସଙ୍କ ସମ୍ପର୍କରେ ଏଭଳି କହିଲେ ଓଏସଏସସି ଅଧ୍ୟକ୍ଷ

2021-07-31 10:04:49
14281
Share:
Facebook
Twitter
E-Mail
WhatsApp
Telegram
କୁବେର ପିଏସଙ୍କ ସମ୍ପର୍କରେ ଏଭଳି କହିଲେ ଓଏସଏସସି ଅଧ୍ୟକ୍ଷ

ଭୁବନେଶ୍ୱର:ଓଏସଏସସି ଅଧ୍ୟକ୍ଷଙ୍କ ପିଏସଙ୍କ ୩.୭୯ କୋଟି ଟଙ୍କାର ସମ୍ପତ୍ତି ଠାବ ଘଟଣାରେ ଆଜି ଅଧ୍ୟକ୍ଷ ନିର୍ମଳ ମିଶ୍ର ନିଜ ପ୍ରତିକ୍ରିୟା ରଖିଛନ୍ତି ।

ସେ କହିଛନ୍ତି ଯେ, ଓଏସଏସସିର ସମସ୍ତ ପରୀକ୍ଷା ସ୍ୱଚ୍ଛତାର ସହ କରାଯାଉଛି ।  ଏବେ କମ୍ପୁ୍ୟଟରରେ ଅଧିକ, ଲୋକଙ୍କ ଦ୍ୱାରା କମ କାମ କରାଯାଉଛି ।  କୌଣସି ପରୀକ୍ଷାରେ ପିଏସଙ୍କ ଆଦୌ ସମ୍ପୃକ୍ତି ନଥାଏ ।  ଯଦି ତାଙ୍କ ଘରୁ  କାହାର  ଆଡମିଟ କାର୍ଡ ମିଳିଥିବ ତେବେ ତଦନ୍ତ ହେବ ।  ଆଇନ ତା ବାଟରେ ଯିବ,ନିଶ୍ଚିତ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଓଏସଏସସି ଅଧ୍ୟକ୍ଷ ନିର୍ମଳ ମିଶ୍ର କହିଛନ୍ତି ।

ପ୍ରକାଶ ଯେ, ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ ସଦସ୍ୟଙ୍କ କୋଟିପତି ପ୍ରାଇଭେଟ୍ ସେକ୍ରେଟାରୀ (ପିଏସ୍‌) ବିରଞ୍ଚି ନାରାୟଣ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ତାଙ୍କ ଠାରୁ ଏ ପର୍ୟ୍ୟନ୍ତ ୩ କୋଟି ୭୯ ଲକ୍ଷ ଟଙ୍କାର ସଂପତ୍ତି ଜବତ କରାଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ବିରଞ୍ଚିଙ୍କର ଭୁବନେଶ୍ୱର ଓ କଟକ ସ୍ଥିତ ବାସଭବନ ସମେତ ମୋଟ ୬ଟି ସ୍ଥାନରେ ରେଡ୍‌ କରାଯାଇଥିଲା। ରେଡ୍‌ ବେଳେ ଦେଢ଼ କିଲୋ ଓଜନର ସୁନା ଅଳଙ୍କାର, ନଗଦ ୨୫ ଲକ୍ଷ ଟଙ୍କା ଓ ୫୬ ଲକ୍ଷ ଟଙ୍କାର ବୀମା ସାଙ୍ଗକୁ ଅନ୍ୟାନ୍ୟ ଦାମୀ ସାମଗ୍ରୀ ଜବତ କରାଯାଇଥିଲା। ସେହିଭଳି ତାଙ୍କ ଘରୁ ନିଯୁକ୍ତି ସଂପର୍କିତ ବହୁ ଆବେଦନ ପତ୍ର ଓ ଆଡ୍‌ମିଟ୍ କାର୍ଡ ମଧ୍ୟ ଜବତ କରାଯାଇଥିଲା। ତା’ ସହିତ ୧୪ଟି ପ୍ଲଟ୍ ଓ ୨ଟି ଦୁଇ ମହଲା କୋଠା ସମେତ ମୋଟ ୪ଟି ଘର ଠାବ କରିଥିଲେ ଭିଜିଲାନ୍ସ ଅଧିକାରୀ। ନଗଦ ୨୫ ଲକ୍ଷ ଟଙ୍କା ମଧ୍ୟରୁ ବିରଞ୍ଚିଙ୍କ ଘରୁ ୧୨ ଲକ୍ଷ ଓ ତାଙ୍କ ଶଳାଙ୍କ ଘରୁ ୧୩ ଲକ୍ଷ ଜବତ କରାଯାଇଥିଲା। ବିରଞ୍ଚି ଦୁଇ ଥର ବିଦେଶ ଗସ୍ତରେ ଯାଇଥିବାର ଡକ୍ୟୁମେଣ୍ଟ ବି ଜବତ କରାଯାଇଥିଲା।

Powered by Froala Editor

Tags vigilance case

Related articles Odisha News Lens 4.1

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ
    ଅପରାଧ

    ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15344
    Jun 26, 2026
  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର
    ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15367
    Jun 26, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    15076
    Jun 25, 2026
  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ
    ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15306
    Jun 25, 2026
  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...
    ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...

    13702
    Jun 25, 2026
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର
    ଦେଶ-ଦେଶାନ୍ତର

    ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14292
    Jun 25, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ
    ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15135
    Jun 26, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି
    ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    14924
    Jun 25, 2026
  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା
    ଦେଶ-ଦେଶାନ୍ତର

    କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା

    14927
    Jun 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15344
    Jun 26, 2026
  • ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15306
    Jun 25, 2026
  • ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    15076
    Jun 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16946
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17563
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17614
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18010
    Sep 06, 2023

ବିଶେଷ

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15135
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15233
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15225
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15054
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15665
    Jun 20, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13788
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14882
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15494
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15247
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ଆଦାୟ କରିବ ନାହିଁ

    13702
    Jun 25, 2026
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14292
    Jun 25, 2026
  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15306
    Jun 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In