Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ...

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ...

  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ...

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ...

  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ...

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ...

Home ›› ››ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ: ଯଶୋବନ୍ତ ଜେଠୱା

ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ: ଯଶୋବନ୍ତ ଜେଠୱା

2021-07-31 10:11:02
14341
Share:
Facebook
Twitter
E-Mail
WhatsApp
Telegram
ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ: ଯଶୋବନ୍ତ ଜେଠୱା

ଭୁବନେଶ୍ୱର:ଓଏସଏସସି ଅଧ୍ୟକ୍ଷଙ୍କ ପିଏସଙ୍କ ୩.୭୯ କୋଟି ଟଙ୍କାର ସମ୍ପତ୍ତି ଠାବ ଘଟଣାରେ ଆଜି ଭିଜିଲାନ୍ସ ନିଦେ୍ର୍ଧଶକ  ଯଶୋବନ୍ତ ଜେଠୱା ନିଜ ପ୍ରତିକ୍ରିୟା ରଖିଛନ୍ତି ।

ସେ କହିଛନ୍ତି ଯେ, ଏହି ମାମଲାର ଅଧିକ ତଦନ୍ତ ହେବ ।  ଭିଜିଲାନ୍ସ ଯାହା ସବୁ ସିଜ କରିଛି ତାହା ଉପରେ ଅଧିକ ତର୍ଜମା କରାଯିବ ।  ଅଧିକ ତର୍ଜମା କରାଯାଇ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ ।  ବିରଞ୍ଚିଙ୍କ ଘରୁ ଆଡମିଟ କାର୍ଡ ମିଳିବା ପ୍ରସଙ୍ଗରେ ଜେଠୱା କହିଛନ୍ତି ଯେ, ସେ ସବୁର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସେ କହିଛନ୍ତି ।

ଅନ୍ୟପକ୍ଷରେ :ଓଏସଏସସି ଅଧ୍ୟକ୍ଷଙ୍କ ନିର୍ମଳ ମିଶ୍ର କହିଛନ୍ତି ଯେ, ଓଏସଏସସିର ସମସ୍ତ ପରୀକ୍ଷା ସ୍ୱଚ୍ଛତାର ସହ କରାଯାଉଛି ।  ଏବେ କମ୍ପୁ୍ୟଟରରେ ଅଧିକ, ଲୋକଙ୍କ ଦ୍ୱାରା କମ କାମ କରାଯାଉଛି ।  କୌଣସି ପରୀକ୍ଷାରେ ପିଏସଙ୍କ ଆଦୌ ସମ୍ପୃକ୍ତି ନଥାଏ ।  ଯଦି ତାଙ୍କ ଘରୁ  କାହାର  ଆଡମିଟ କାର୍ଡ ମିଳିଥିବା ତେବେ ତଦନ୍ତ ହେବ ।  ଆଇନ ତା ବାଟରେ ଯିବ,ନିଶ୍ଚିତ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଓଏସଏସସି ଅଧ୍ୟକ୍ଷ ନିର୍ମଳ ମିଶ୍ର କହିଛନ୍ତି ।

ପ୍ରକାଶ ଯେ, ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ ସଦସ୍ୟଙ୍କ କୋଟିପତି ପ୍ରାଇଭେଟ୍ ସେକ୍ରେଟାରୀ (ପିଏସ୍‌) ବିରଞ୍ଚି ନାରାୟଣ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ତାଙ୍କ ଠାରୁ ଏ ପର୍ୟ୍ୟନ୍ତ ୩ କୋଟି ୭୯ ଲକ୍ଷ ଟଙ୍କାର ସଂପତ୍ତି ଜବତ କରାଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ବିରଞ୍ଚିଙ୍କର ଭୁବନେଶ୍ୱର ଓ କଟକ ସ୍ଥିତ ବାସଭବନ ସମେତ ମୋଟ ୬ଟି ସ୍ଥାନରେ ରେଡ୍‌ କରାଯାଇଥିଲା। ରେଡ୍‌ ବେଳେ ଦେଢ଼ କିଲୋ ଓଜନର ସୁନା ଅଳଙ୍କାର, ନଗଦ ୨୫ ଲକ୍ଷ ଟଙ୍କା ଓ ୫୬ ଲକ୍ଷ ଟଙ୍କାର ବୀମା ସାଙ୍ଗକୁ ଅନ୍ୟାନ୍ୟ ଦାମୀ ସାମଗ୍ରୀ ଜବତ କରାଯାଇଥିଲା। ସେହିଭଳି ତାଙ୍କ ଘରୁ ନିଯୁକ୍ତି ସଂପର୍କିତ ବହୁ ଆବେଦନ ପତ୍ର ଓ ଆଡ୍‌ମିଟ୍ କାର୍ଡ ମଧ୍ୟ ଜବତ କରାଯାଇଥିଲା। ତା’ ସହିତ ୧୪ଟି ପ୍ଲଟ୍ ଓ ୨ଟି ଦୁଇ ମହଲା କୋଠା ସମେତ ମୋଟ ୪ଟି ଘର ଠାବ କରିଥିଲେ ଭିଜିଲାନ୍ସ ଅଧିକାରୀ। ନଗଦ ୨୫ ଲକ୍ଷ ଟଙ୍କା ମଧ୍ୟରୁ ବିରଞ୍ଚିଙ୍କ ଘରୁ ୧୨ ଲକ୍ଷ ଓ ତାଙ୍କ ଶଳାଙ୍କ ଘରୁ ୧୩ ଲକ୍ଷ ଜବତ କରାଯାଇଥିଲା। ବିରଞ୍ଚି ଦୁଇ ଥର ବିଦେଶ ଗସ୍ତରେ ଯାଇଥିବାର ଡକ୍ୟୁମେଣ୍ଟ ବି ଜବତ କରାଯାଇଥିଲା।



Powered by Froala Editor

Tags vigilance case

Related articles Odisha News Lens 4.1

  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର
    ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15739
    Feb 12, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15211
    Feb 14, 2026
  •  ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    14019
    Feb 13, 2026
  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା
    ଅପରାଧ

    ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    14269
    Feb 12, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    15037
    Feb 14, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13674
    Feb 14, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15146
    Feb 14, 2026
  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ
    ଦେଶ-ଦେଶାନ୍ତର

    ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

    13686
    Feb 13, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ
    ବିଶେଷ

    ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15604
    Feb 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15211
    Feb 14, 2026
  • ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ସାରାଦେଶ

    15037
    Feb 14, 2026
  • ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    14019
    Feb 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17336
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17404
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17749
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16224
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15146
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15604
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16089
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14026
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14685
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14948
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14458
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16066
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15348
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15604
    Feb 13, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13674
    Feb 14, 2026
  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    14269
    Feb 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In