Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, November 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ...

  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ...

  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ...

  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ ...

  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ...

  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ ...

ରାଜ୍ୟ
Home ›› ରାଜ୍ୟ ››ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ମୁତୟନ ରହିବେ ୧୫୦ ପ୍ଲାଟୁନ ଫୋର୍ସ

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ମୁତୟନ ରହିବେ ୧୫୦ ପ୍ଲାଟୁନ ଫୋର୍ସ

2026-06-13 10:08:16
14466
Share:
Facebook
Twitter
E-Mail
WhatsApp
Telegram
ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ମୁତୟନ ରହିବେ ୧୫୦ ପ୍ଲାଟୁନ ଫୋର୍ସ

ଭୁବନେଶ୍ଵର: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଜୁନ ୧୯ ଓ ୨୦ ତାରିଖ ଓଡିଶା ଗସ୍ତରେ ଆସୁଛନ୍ତି।  ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ  ଆଖି ଆଗରେ ରଖି ଓଡିଶା ପୋଲିସ ପକ୍ଷରୁ ସ୍ଵତନ୍ତ୍ର ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ପୂର୍ବାଞ୍ଚଳ ଡିଆଇଜି। ସେ କହିଛନ୍ତି ଯେ,   ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ୧୫୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ।  ବ୍ଲୁ- ବୁକ୍ ନିୟମ ଅନୁସାରେ କରାଯିବ ସୁରକ୍ଷା ବ୍ୟବସ୍ଥା। ଗସ୍ତ ପୂର୍ବରୁ ରାଇରଙ୍ଗପୁରରେ ଗତକାଲି ସମୀକ୍ଷା କରିଛନ୍ତି ପୋଲିସ ଡିଜି। ଆସନ୍ତା ୧୯ ଓ ୨୦ ତାରିଖରେ ରହିଛି ଗସ୍ତ କାର୍ଯ୍ୟକ୍ରମ।

ଓଡ଼ିଶାରେ ବିଜେପି ନେତୃତ୍ବାଧୀନ ଡବଲ ଇଞ୍ଜିନ ସରକାରର ଦୁଇବର୍ଷ ପୂର୍ତ୍ତ ଉତ୍ସବ ଆଗାମୀ ଜୁନ ୨୦ ତାରିଖ ମୟୂରଭଞ୍ଜ ଜିଲାର ରାଇରଙ୍ଗପୁରରେ ପାଳିତ ହେବ। ଏହି ଅବସରରେ ରାଇରଙ୍ଗପୁର ମାଟିର ଝିଅ ତଥା ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗରିମାମୟ ଉପସ୍ଥିତିରେ ବିଶାଳ ଜନସଭା ହେବ। ପ୍ରଧାନମନ୍ତ୍ରୀଙ୍କ କରକମଳରେ ଉଦ୍‌ଘାଟିତ ହେବ ଚାରି ପ୍ରକଳ୍ପ ଓ ଶିଳାନ୍ୟାସ ହେବ ଦୁଇ ପ୍ରକଳ୍ପ। ଏହି ଐତିହାସିକ କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରିମଣ୍ଡଳର ସଦସ୍ୟ, ଓଡ଼ିଶାର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ଓ କ୍ୟାବିନେଟର ମନ୍ତ୍ରୀଗଣ, ସାଂସଦ, ବିଧାୟକ, ଦଳୀୟ ପଦାଧିକାରୀ ଉପସ୍ଥିତ ରହିବେ।

ଏହି ଅବସରରେ ସ୍ପୋର୍ଟ୍ସ କମ୍ପ୍ଲେକ୍ସ, ଆଦିବାସୀ ଗବେଷଣା ଓ ଉନ୍ନୟନ କେନ୍ଦ୍ର, ସ୍ବତନ୍ତ୍ର ପ୍ରଦକ୍ଷିଣ ଗୃହ ଓ ରାଇରଙ୍ଗପୁର ପୁଲିସ ଜିଲା ଉଦ୍‌ଘାଟନ ହେବାର କାର୍ଯ୍ୟକ୍ରମ ରହିଛି। ଏହା ବ୍ୟତୀତ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ କରକମଳରେ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଫରେଷ୍ଟ ମ୍ୟାନେଜମେଣ୍ଟ, ଅନ୍ତର୍ଜାତୀୟ ମାନର ବ୍ୟାଡ଼ମିଣ୍ଟନ କମ୍ପ୍ଲେକ୍ସର ଶିଳାନ୍ୟାସ ହେବ। ଏଥିପାଇଁ ପ୍ରଶାସନ, ପୁଲିସ, ବିଭିନ୍ନ ବିଭାଗୀୟ ସ୍ତରରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ଦାଣ୍ଡବୋଷ ବିମାନ ବନ୍ଦରରେ ହେଲିପ୍ୟାଡ୍ ଓ ଜନସଭା ମଞ୍ଚ, ଲୋକଙ୍କ ବସିବା ପାଇଁ ହ୍ୟାଙ୍ଗର ନିର୍ମାଣ ତଥା ଆନୁଷଙ୍ଗିକ କାମ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି।

Powered by Froala Editor

Tags Droupadi murmu and modi

Related articles Odisha News Lens 4.1

  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି
    ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15335
    Nov 16, 2026
  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ
    ଦେଶ-ଦେଶାନ୍ତର

    ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ

    15212
    Nov 16, 2026
  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ
    ମନୋରଞ୍ଜନ

    ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

    14609
    Nov 16, 2026
  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ
    ମନୋରଞ୍ଜନ

    ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13996
    Nov 15, 2026
  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

    15207
    Nov 16, 2026
  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ
    ଦେଶ-ଦେଶାନ୍ତର

    ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

    14635
    Nov 16, 2026
  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ
    ଦେଶ-ଦେଶାନ୍ତର

    ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ

    15127
    Nov 16, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା
    ବାଣିଜ୍ୟ

    ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    13826
    Nov 16, 2026
  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

    15147
    Nov 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

    15207
    Nov 16, 2026
  • ଦେଶ-ଦେଶାନ୍ତର

    ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

    15147
    Nov 16, 2026
  • ମନୋରଞ୍ଜନ

    ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13996
    Nov 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17286
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17990
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17945
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18360
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14705
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14337
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15677
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14462
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14539
    Nov 05, 2026

ବାଣିଜ୍ୟ

୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

ବିବାହ ଋତୁ ଆରମ୍ଭ ହେବାକୁ ଥିବା ବେଳେ ପୁଣି ସୁନା ଓ ରୁପା ଦରରେ ହ୍ରାସ ଦେଖିବାକୁ ମିଳିଛି।  ବିଶେଷ କରି ରୁପା ଦରରେ ଅଧିକ ହ୍ରାସ ରେକର୍ଡ କରାଯାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ସୋମବାର ସକାଳ ପ୍ରାୟ ୯ଟା ୧୩ ସୁଦ୍ଧା ସୁନା ଦର ୧୦ ଗ୍ରାମ ପିଛା ୧,୩୬,୨୨୦ ଟଙ୍କାରେ କାରବାର କରୁଥିଲା। 

୨୪ କ୍ୟାରେଟ ...

  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍

    14071
    Nov 14, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15423
    Nov 12, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14375
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15596
    Nov 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ

    15127
    Nov 16, 2026
  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

    14609
    Nov 16, 2026
  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ

    14706
    Nov 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In