Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ ...

  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ...

  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ...

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ...

  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ...

  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

  • ଦୁଇ ଦିନରେ ଦୁଇ ଘରୁ ଚୋରି

  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ...

Home ›› ››ତିରୁପତିରେ ଚନ୍ଦ୍ରବାବୁଙ୍କୁ ପଥର ମାଡ଼ , ଟିଡିପି କର୍ମୀ ମଧ୍ୟ ଆହତ

ତିରୁପତିରେ ଚନ୍ଦ୍ରବାବୁଙ୍କୁ ପଥର ମାଡ଼ , ଟିଡିପି କର୍ମୀ ମଧ୍ୟ ଆହତ

2021-04-13 07:32:54
13600
Share:
Facebook
Twitter
E-Mail
WhatsApp
Telegram
ତିରୁପତିରେ ଚନ୍ଦ୍ରବାବୁଙ୍କୁ ପଥର ମାଡ଼ , ଟିଡିପି କର୍ମୀ ମଧ୍ୟ ଆହତ
ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ପଥର ମାଡ଼ ହୋଇଛି। ସେ ସୋମବାର ତିରୁପତିରେ ସଭାକୁ ସମ୍ବୋଧିତ କରୁଥିବା ବେଳେ ତାଙ୍କ ଉପରକୁ ପଥର ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଘଟଣାରେ ଟିଡିପିର ଜଣେ କର୍ମୀ ମଧ୍ୟ ଆହତ ହୋଇଛନ୍ତି। ପରେ ଚନ୍ଦ୍ରାବାବୁ ମଞ୍ଚରୁ ଓହ୍ଲାଇ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଧାରଣାରେ ବସିଥିଲେ। ପୁଲିସ୍‌ ଏବେ ଘଟଣାକୁ ଗୁରୁତ୍ୱର ସହ ନେଇ ତଦନ୍ତ ଆରମ୍ଭ କରିଛି। ଆସନ୍ତା ୧୭ ତାରିଖରେ ତିରୁପତି ଲୋକସଭା ଆସନ ପାଇଁ ଉପ ନିର୍ବାଚନ ହେବ। ସେଥିପାଇଁ ଚନ୍ଦ୍ରବାବୁ ନାଇଡୁ ନିଜ ଦଳର ପ୍ରାର୍ଥୀଙ୍କ ପ୍ରଚାର କରୁଛନ୍ତି। ଏହିକ୍ରମରେ ସେ ପ୍ରଚାର କରୁଥିବା ବେଳେ ପଥର ମାଡ଼ର ଶିକାର ହୋଇଛନ୍ତି। ପଥର ମାଡ଼ ହେବାରୁ ଚନ୍ଦ୍ରବାବୁ ନାଇଡୁ ତୁରନ୍ତ ମଞ୍ଚରୁ ଓହ୍ଲାଇ ନିଜ ସହଯୋଗୀଙ୍କ ସହ ମିଶି ରାସ୍ତା ଅବରୋଧ କରିଥିଲେ। ଏଥିସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦୀର୍ଘ ସମୟ ଧାରଣାରେ ବସିଥିଲେ। ପୁଲିସ୍‌ ଯଦି ଜେଡ୍‌ ପ୍ଲସ ସୁରକ୍ଷା ବଳରେ ଥିବା ବ୍ୟକ୍ତିଙ୍କୁ ସୁରକ୍ଷା ଦେଇପାରୁ ନାହିଁ, ତା’ହେଲେ କେମିତି ସାଧାରଣ ଲୋକଙ୍କ କଥା ବୁଝିବ ବୋଲି ଚନ୍ଦ୍ରବାବୁ ପ୍ରଶ୍ନ କରିଛନ୍ତି।
Tags chandrababu naidu

Related articles Odisha News Lens 4.1

  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା
    ବାଣିଜ୍ୟ

    ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13402
    Mar 20, 2026
  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା
    ଦେଶ-ଦେଶାନ୍ତର

    ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15215
    Mar 20, 2026
  • ଦୁଇ ଦିନରେ ଦୁଇ ଘରୁ ଚୋରି
    ଜିଲ୍ଲା ପରିକ୍ରମା

    ଦୁଇ ଦିନରେ ଦୁଇ ଘରୁ ଚୋରି

    13772
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ
    ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15164
    Mar 19, 2026
  • ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ
    ଦେଶ-ଦେଶାନ୍ତର

    ଆକ୍ରମଣ ଦ୍ବାରା ଇରାନ ଆମକୁ ଯୁଦ୍ଧରେ ସାମିଲ ହେବାକୁ ଉସ୍‌କାଉଛି: ସାଉଦି ଆରବ

    14458
    Mar 20, 2026
  • କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ
    ଦେଶ-ଦେଶାନ୍ତର

    କଞ୍ଚାମାଲ ଅଭାବ ଯୋଗୁଁ ଔଷଧ ଉପରେ ପ୍ରଭାବ

    13832
    Mar 20, 2026
  •  ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା
    ବିଶେଷ

    ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14447
    Mar 20, 2026
  • ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ
    ଦେଶ-ଦେଶାନ୍ତର

    ସମୁଦ୍ର ଶଯ୍ୟାରେ ବିଛାଯାଇଥିବା ଇଣ୍ଟରନେଟ କେବୁଲକୁ କାଟିବାକୁ ଚିନ୍ତା କରୁଛି ଇରାନ

    14055
    Mar 20, 2026
  • ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସଚିବ ନିଯୁକ୍ତ ହେଲେ ରବି ମିତ୍ତଲ

    14997
    Mar 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15164
    Mar 19, 2026
  • ଦେଶ-ଦେଶାନ୍ତର

    ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15156
    Mar 20, 2026
  • ବାଣିଜ୍ୟ

    ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13402
    Mar 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17379
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17442
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17790
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16263
    Apr 03, 2021

ବିଶେଷ

  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14447
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15164
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15260
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14135
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    14032
    Mar 15, 2026

ବାଣିଜ୍ୟ

୨୭୮୦ ଟଙ୍କା ଶସ୍ତା ହେଲା ସୁନା

ମଧ୍ୟପ୍ରାଚ୍ୟ ଯୁଦ୍ଧ ଘନଘଟାରେ ଶସ୍ତା ହୋଇଛି ସୁନା-ରୂପା । ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୨୭୮୦ ଟଙ୍କା କିମି ୧ ଲକ୍ଷ ୫୪ ହଜାର ୬୪୦ ଟଙ୍କା ହୋଇଛି । ଅନ୍ୟପଟେ ରୂପା ଦର ମଧ୍ୟ କମିଛି । ଭୁବନେଶ୍ୱରରେ ରୁପା ମୂଲ୍ୟ କିଲୋ ପ୍ରତି ୧୦ ହଜାର ଟଙ୍କା କମି ୨ ଲକ୍ଷ ୬୫ ହଜାର ଟଙ୍କା ରହିଛି । ବୁଧବ ...

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14256
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15690
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15153
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14999
    Feb 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅନିଲ ଅମ୍ବାନୀଙ୍କୁ ଦୁଇ ଦିନ ଜେରା

    15215
    Mar 20, 2026
  • ଗ୍ରୀସର ବନ୍ଦର ଆଡକୁ ଅଗ୍ରସର ହେଉଛି ଆମେରିକାର ବିମାନବାହୀ ଜାହାଜ

    15156
    Mar 20, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13402
    Mar 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In