Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ...

  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ...

  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ...

  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି ...

  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ...

  • ଇପିଏଫ୍ଓ ବେତନ ସୀମା ବୃଦ୍ଧି : ...

  • ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ...

ରାଜ୍ୟ
Home ›› ରାଜ୍ୟ ››ଆସିଲା ଅଗଷ୍ଟ ଗାଇଡଲାଇନ, କ’ଣ କହିଲେ ଏସଆରସି ଜାଣନ୍ତୁ

ଆସିଲା ଅଗଷ୍ଟ ଗାଇଡଲାଇନ, କ’ଣ କହିଲେ ଏସଆରସି ଜାଣନ୍ତୁ

2021-07-31 10:34:22
15068
Share:
Facebook
Twitter
E-Mail
WhatsApp
Telegram
ଆସିଲା ଅଗଷ୍ଟ ଗାଇଡଲାଇନ, କ’ଣ କହିଲେ ଏସଆରସି ଜାଣନ୍ତୁ


ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀକୁ ସମ୍ପୂର୍ଣ୍ଣଭାବେ ନିୟନ୍ତ୍ରଣକୁ ଆଣିବା ପାଇଁ ସରକାରଙ୍କ ପକ୍ଷରୁ ଗତ ଜୁଲାଇ ୧୫ ତାରିଖ ଦିନ ଘୋଷିତ ତାଲାବନ୍ଦର ଷଷ୍ଠ ପର୍ଯ୍ୟାୟ ଅବଧି ଆସନ୍ତାକାଲି ଅର୍ଥାତ ରବିବାର ଶେଷ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ  ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ ଜେନା ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ।  ଆଂଶିକ ଲକଡାଉନ ସରୁଥିବାରୁ ଶ୍ରୀ ଜେନା ଅଗଷ୍ଟ ମାସ ପାଇଁ ନୂଆ ଗାଇଡଲାଇନ ଘୋଷଣା କରିଛନ୍ତି । କୋଭିଡ ପରିଚାଳନାନେଇ ସେ ସବିଶେଷ ତଥ୍ୟ ରଖିଛନ୍ତି । ତେବେ ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହୋଇଥିଲେ ହେଁ ଆଗକୁ ତୃତୀୟ ଲହର ଆସିବାର ସମ୍ଭାବନା ରହିଛି । ଆମ ରାଜ୍ୟରେ ୨୭ଟି ଜିଲ୍ଲାରେ ସଂକ୍ରମଣ ହାର ନଗଣ୍ୟ  ଅଛି ।  କଟକ, ଖୋର୍ଦ୍ଧା ଓ ପୁରୀରେ ଟିକେ ଅଧିକ । ତେବେ ଉଦବେଗଜନକ ନୁହେଁ  । ଜୀବନ ଜୀବିକା ସମନ୍ୱୟ ପାଇଁ ଧୀରେ ଧୀରେ ଅନଲକ ହେଉଛି  । ରାଜ୍ୟରେ ଦେଢକୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଗଲାଣି ବୋଲି ଶ୍ରୀ ଜେନା କହିଛନ୍ତି ।

ତେବେ ଅଗଷ୍ଟ ଗାଇଡଲାଇନ ଘୋଷଣା ପରିପ୍ରେକ୍ଷୀରେ ସେ କହିଛନ୍ତି ଯେ, ଅଗଷ୍ଟ ପାଇଁ ଘୋଷିତ ଗାଇଡଲାଇନ ମାସ ପାଇଁ ଅର୍ଥାତ ସେପ୍ଟେମ୍ବର ପହିଲା ଯାଏଁ ଲାଗୁ ରହିବ । ପ୍ରତିଦିନ ରାତି ୮ଟାରୁ ସକାଳ ୬ଟା ଯାଏ ନାଇଟ କର୍ଫୁ୍ୟ ଲାଗୁ ରହିବ ।  ଭୁବନେଶ୍ୱର, କଟକ ଓ ପୁରୀରେ ସପ୍ତାହାନ୍ତ ସଟଡାଉନ ଲାଗୁ ରହିବ ।  ସାରା ରାଜ୍ୟରେ ଦୋକାନ ବଜାରରାତି ୮ଟା ଯାଏଁ ଖୋଲା ରହିବ ।  ସମସ୍ତ ଧର୍ମେିକ, ରାଜନୈତିକ ଓ ସାମାଜିକ ସମାବେଶକୁ ମନା କରାଯାଇଛି ।  ପ୍ରଦର୍ଶନୀ, ବାଣିଜ୍ୟିକ ମେଳା ମହୋତ୍ସବକୁ ମଧ୍ୟ ବାରଣ କରାଯାଇଛି । 

 ସମୁଦ୍ରକୂଳ ଓ ପାର୍କ ଖୋଲା ରହିବ ।  ପର୍ଯ୍ୟଟକ ଗାଇଡଲାଇନ ମାନିବେ ।  ରାଜ୍ୟରେ ସମସ୍ତ ମଲ ଖୋଲିବ ।  ସୀମିତ ସଂଖ୍ୟକ ଗ୍ରାହକଙ୍କୁ ନେଇ ମଲ ଖୋଲି ପାରିବ ।  ରେଷ୍ଟୁରାଣ୍ଟ, ବାର ୫୦% କ୍ଷମତାକୁ ନେଇ ଖୋଲିପାରିବ ।  ସିନେମା ହଲ ୫୦% ଦର୍ଶଶକ କ୍ଷମତାକୁ ନେଇ ଖୋଲିପାରିବ ।  

ହଲ ଓ ମଲ ଯାଉଥିବା ପ୍ରାପ୍ତବୟସ୍କ ଲୋକଙ୍କ ଟିକା ପ୍ରମାଣପତ୍ର ଜରୁରୀ ।  ରାଜ୍ୟରେ ଭିତରେ ବସ ଚାଲୁ ରହିବ । ସିଟିଂ କାପାସିଟିରେ ଯାତ୍ରୀ ନେବେ  ।  ଧାର୍ମିକ ପୀଠ ଖୋଲିବା ପାଇଁ ଜିଲ୍ଲାପାଳମାନେ ନିଷ୍ପତ୍ତି ନେଇପାରିବେ ।  ଶ୍ରୀମନ୍ଦିର ଓ ଶ୍ରୀଲିଙ୍ଗରାଜ ପ୍ରଶାସନ ନିଜେ ଏନେଇ ନିଷ୍ପତ୍ତି ନେବେ ।  ବିବାହ ଓ ଶୁଦ୍ଧିକ୍ରିୟା ନେଇ ଥିବା କଟକଣା ଜାରି ରହିବ ।  ନନ୍ଦନକାନନ, ଇଣ୍ଡୋର ଓ ୱାଟର ପାର୍କ ଆଦି ଖୋଲା ଯାଇ ପାରିବ । 

Powered by Froala Editor

Tags Agust guidelines

Related articles Odisha News Lens 4.1

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15131
    Oct 03, 2026
  • ଇପିଏଫ୍ଓ ବେତନ ସୀମା ବୃଦ୍ଧି :  କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି ...
    ଦେଶ-ଦେଶାନ୍ତର

    ଇପିଏଫ୍ଓ ବେତନ ସୀମା ବୃଦ୍ଧି : କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି ...

    13979
    Oct 03, 2026
  • ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌
    ଦେଶ-ଦେଶାନ୍ତର

    ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌

    13976
    Oct 03, 2026
  • ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ଦୁର୍ଗାପୂଜା ପୂର୍ବରୁ ମା’ ଦୁର୍ଗାଙ୍କ ପ୍ରତିମା ଭାଙ୍ଗିଦେଲେ

    13548
    Oct 04, 2026
  •  କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ
    ବାଣିଜ୍ୟ

    କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14039
    Oct 04, 2026
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...
    ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14516
    Oct 03, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ
    ବାଣିଜ୍ୟ

    ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13715
    Oct 03, 2026
  • ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ
    ଜିଲ୍ଲା ପରିକ୍ରମା

    ବନ୍ୟା ମାଡ଼ରେ ଦରଗଡିଶିଳା ପର୍ଯ୍ୟଟନ ଧ୍ୱଂସ୍ତ

    14984
    Oct 04, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13441
    Oct 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌

    13976
    Oct 03, 2026
  • ବାଣିଜ୍ୟ

    ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13715
    Oct 03, 2026
  • ଦେଶ-ଦେଶାନ୍ତର

    ଆଟଲାଣ୍ଟିକ ମହାସାଗର ଉପରୁ ଏୟାର ଆମ୍ୱୁଲାନ୍ସ ନିଖୋଜ

    14634
    Oct 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17149
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17838
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17801
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18216
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15418
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14090
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15829
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15396
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14769
    Sep 18, 2026

ବାଣିଜ୍ୟ

କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

ପ୍ରାକୃତିକ ତେଲ ତ୍ବଚା ଏବଂ ବାଳ ନିମନ୍ତେ ଅତ୍ୟନ୍ତ ଲାଭଦାୟକ ହୋଇଥାଏ। ନଡ଼ିଆ ତେଲ,ବାଦାମ ତେଲ,ଅଲିଭ ତେଲର ଫାଇଦା ବିଷୟରେ ତ ଆପଣ ଜାଣିଥିବେ କିନ୍ତୁ ଆପଣ କ’ଣ କେବେ ଅଣ୍ଡା ତେଲ ଟ୍ରାଇ କରିଛନ୍ତି? ଆସନ୍ତୁ ଜାଣିବା ଅଣ୍ଡା ତେଲ କିପରି ଭାବରେ ଆମ ବାଳ ପାଇଁ ଲାଭଦାୟକ ହୋଇଥାଏ।

ଅଣ୍ଡା ତେଲ ଅଣ୍ଡାର କେଶର ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13715
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15376
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15049
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14399
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14516
    Oct 03, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14039
    Oct 04, 2026
  • ଇନଫ୍ଲ୍ୟଏନ୍ସର ମ୍ୟାଡ଼ ସନ୍ଧୁଙ୍କୁ ଗୁଳି କରି ହତ୍ୟା

    13441
    Oct 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In