Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ...

  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ...

  • ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ ...

  • ନାଟୋ ସମ୍ମିଳନୀ ପୂର୍ବରୁ ବିବାଦୀୟ ମିମ୍ ...

  • ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ

  • ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ...

  • ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ...

  • ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ...

  • ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ଦିଲ୍ଲୀରେ ...

  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ...

ବାଣିଜ୍ୟ
Home ›› ବାଣିଜ୍ୟ ››ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

2026-06-16 12:03:07
13802
Share:
Facebook
Twitter
E-Mail
WhatsApp
Telegram
ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

ଭୁବନେଶ୍ୱର: ଓଡ଼ିଶାର ଅଗ୍ରଣୀ ଅଳଙ୍କାର ବ୍ରାଣ୍ଡ୍ ତଥା ନଅ ଦଶନ୍ଧିର ବିଶ୍ୱାସର ସଂସ୍କୃତି ସହିତ ଜଡ଼ିତ ଖିମଜୀ ଜୁଏଲର୍ସ ପକ୍ଷରୁ ତିନି-ଦିନିଆ ରଜ ମଉଜ ପାଳନ କରାଯାଇଛି । ଏଥି ସହିତ ଏହା ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଓ ସାମୁଦାୟିକ ସହଭାଗିତା ପ୍ରତି ଏହାର ଗଭୀର ପ୍ରତିବଦ୍ଧତାକୁ ପୁନଃପ୍ରତିପାଦିତ କରିଛି ।

୨୦୨୬ ଜୁନ୍ ୧୪ ରୁ ୧୬ ପର୍ଯ୍ୟନ୍ତ ଆୟୋଜିତ ଏହି ଉତ୍ସବଗୁଡ଼ିକ ଏକ ସମୟରେ ସମସ୍ତ ୧୧ଟି ଖିମଜୀ ଜୁଏଲର୍ସ ସୋ’ରୁମ୍ ଏବଂ ଛଅଟି ପ୍ରିମିୟମ୍ ଆବାସିକ ସୋସାଇଟିଗୁଡ଼ିକରେ ଆୟୋଜନ କରାଯାଇଥିଲା ଯାହା ରାଜଧାନୀ ଅଂଚଳର ହଜାର ହଜାର ଗ୍ରାହକ ଓ ବାସିନ୍ଦାଙ୍କ ପାଖକୁ ରଜ ମଉଜର ଭାବନାକୁ ଆଣିଥିଲା ।

ରଜ ହେଉଛି ଓଡ଼ିଶାର ସବୁଠାରୁ ପ୍ରିୟ ଉତ୍ସବଗୁଡ଼ିକ ମଧ୍ୟରୁ ଏକ ଯାହା ମୌସୁମୀର ଆଗମନ, ମାତୃ ଧରିତ୍ରୀର ଉର୍ବରତା ଓ ନାରୀତ୍ୱର ଭାବନାକୁ ପାଳନ କରୁଛି । ଏହି ମୂଲ୍ୟବୋଧଗୁଡ଼ିକୁ ଆପଣାଇ ଖିମଜୀ ଜୁଏଲର୍ସ ମହିଳା, ପରିବାର ଓ ସମୁଦାୟଗୁଡ଼ିକ ପାଇଁ ଉଦ୍ଦିଷ୍ଟ ଏକ ଅନନ୍ୟ ପାର୍ବଣ ଅନୁଭୂତି ପ୍ରସ୍ତୁତ କରିଥିଲା ।

ଏହାର ଜନସମ୍ପର୍କ କାର୍ଯ୍ୟକ୍ରମର ଏକ ଅଂଶ ଭାବରେ ବ୍ରାଣ୍ଡ୍‌ଟି ରୟାଲ୍ ଲାଗୁନ୍‌, ମଣି ତ୍ରିଭୁବନ, ଆସୋଟେକ୍ ୱାର୍ଲ୍ଡ, ଲ୍ୟାଣ୍ଡମାର୍କ ଫେଜ୍ ଓ ହାଇ ଟେକ୍ ପ୍ଲାଜା ଏବଂ ଉତ୍କଳ ହାଇଟ୍ସ ସହିତ ଆବାସିକ ସୋସାଇଟିଗୁଡ଼ିକ ସହ ସହଯୋଗିତା କରିଥିଲା । ସୁନ୍ଦର ଭାବରେ ସଜ୍ଜିତ ପାରମ୍ପରିକ ଦୋଳି, ୩୬୦-ଡିଗ୍ରୀ ସେଲଫି ବୁଥ୍‌, ମଜାଦାର ଖେଳ ଓ ପାର୍ବଣ କାର୍ଯ୍ୟକଳାପଗୁଡ଼ିକ ଏହି ସମୁଦାୟଗୁଡ଼ିକୁ ଜୀବନ୍ତ ସାଂସ୍କୃତିକ କେନ୍ଦ୍ରରେ ପରିଣତ କରିଥିଲା । ପାରମ୍ପରିକ ସ୍ନାକ୍ସ ଏବଂ ଆକର୍ଷଣୀୟ ପୁରସ୍କାରଗୁଡ଼ିକ ଉତ୍ସବର ପରିବେଶକୁ ଆହୁରି ବଢ଼ାଇଥିଲା ଏବଂ ସାମୁଦାୟିକ ବନ୍ଧନକୁ ଦୃଢ଼ କରିଥିଲା ।

ଏକ ସମୟରେ ସମସ୍ତ ଖିମଜୀ ଜୁଏଲର୍ସ ଆଉଟଲେଟ୍‌ଗୁଡ଼ିକ ଗ୍ରାହକମାନଙ୍କ ଠାରୁ ଉତ୍ସାହଜନକ ଅଂଶଗ୍ରହଣ ଦେଖିବାକୁ ପାଇଥିଲେ ଯେଉଁମାନେ ବିଶେଷଜ୍ଞ କଳାକାରମାନଙ୍କ ଦ୍ୱାରା ମାଗଣା ମେହେନ୍ଦି ଡିଜାଇନ୍‌, ପୋଡ଼ ପିଠା ଓ ରଜ ପାନ ଭଳି ପାରମ୍ପରିକ ରଜ ସ୍ୱାଦିଷ୍ଟ ଖାଦ୍ୟ ଏବଂ ବିଶେଷ ଭାବରେ ପ୍ରସ୍ତୁତ ରଜ ଅ।।ଧାରିତ ସଜାସଜାକୁ ଉପଭୋଗ କରିଥିଲେ ଯାହା ଏକ ଆମୋଦଦାୟକ ପାର୍ବଣ ଅନୁଭୂତି ସୃଷ୍ଟି କରିଥିଲା ।

ଏହି ଉତ୍ସବଗୁଡ଼ିକ ଗ୍ରାହକ ଓ ବାସିନ୍ଦାମାନଙ୍କ ଠାରୁ ସମାନ ଭାବରେ ବିପୁଳ ପ୍ରତିକ୍ରିୟା ପାଇଥିଲା ଯାହା ଓଡ଼ିଶାର ପରମ୍ପରା ଓ ମୂଲ୍ୟବୋଧରେ ଗଭୀର ଭାବରେ ଜଡ଼ିତ ଏକ ବ୍ରାଣ୍ଡ୍ ଭାବରେ ଖିମଜୀ ଜୁଏଲର୍ସର ସ୍ଥିତିକୁ ଆହୁରି ଦୃଢ଼ କରିଥିଲା ।

ଏହି ଅବସରରେ ନିଜର ବକ୍ତବ୍ୟ ରଖି ଖିମଜୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ଶ୍ରୀଯୁକ୍ତ ମିତେଶ ଖିମଜୀ କହିଛନ୍ତି ଯେ, “ରଜ କେବଳ ଏକ ଉତ୍ସବ ନୁହେଁ; ଏହା ମାଆ ଧରିତ୍ରୀର ଉର୍ବରତାର ଏକ ଉତ୍ସବ ଏବଂ ନାରୀତ୍ୱର ଶକ୍ତି, ଗରିମା ଓ ଭାବନା ପ୍ରତି ଏକ ସମ୍ମାନ । ଖିମଜୀ ଜୁଏଲର୍ସରେ ଆମେ ସଦାସର୍ବଦା ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟକୁ ସଂରକ୍ଷଣ ଓ ପ୍ରସାର କରିବାରେ ବିଶ୍ୱାସ କରିଆସିଛୁ । ଏହି ଉତ୍ସବଗୁଡ଼ିକ ମାଧ୍ୟମରେ ଆମର ପ୍ରୟାସ ଥିଲା ପରିବାରଗୁଡ଼ିକୁ ଏକାଠି ଆଣିବା ଏବଂ ଓଡ଼ିଶାର ମହିଳାମାନଙ୍କ ପାଇଁ ଆନନ୍ଦଦାୟକ, ସ୍ମରଣୀୟ ଅନୁଭୂତି ସୃଷ୍ଟି କରିବା । ଆମେ ପାଇଥିବା ବିପୁଳ ଭଲପାଇବା ଓ ପ୍ରଶଂସା ଆମକୁ ଆଗାମୀ ପିଢ଼ି ପାଇଁ ଏହି ସୁନ୍ଦର ପରମ୍ପରାଗୁଡ଼ିକୁ ଆଗକୁ ବଢ଼ାଇବାକୁ ଅନୁପ୍ରାଣିତ କରିଛି ।”

ଏହି ବ୍ୟାପକ କାର୍ଯ୍ୟକ୍ରମ ମାଧ୍ୟମରେ ଖିମଜୀ ଜୁଏଲର୍ସ କେବଳ ଏକ ଅଗ୍ରଣୀ ଅଳଙ୍କାର ବ୍ରାଣ୍ଡ୍ ଭାବରେ ନୁହେଁ ବରଂ ଓଡ଼ିଆ ସଂସ୍କୃତି ଓପରମ୍ପରାର ଏକ ଗର୍ବିତ ରକ୍ଷକ ବୋଲି ପୁଣି ଥରେ ନିଜ ପ୍ରତିବଦ୍ଧତାକୁ ପ୍ରଦର୍ଶନ କରିଛି ।

Powered by Froala Editor

Tags KHIMJI

Related articles Odisha News Lens 4.1

  • ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ନେବେ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ନେବେ ନିଷ୍ପତ୍ତି

    15097
    Jul 06, 2026
  • ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ହଟାଇବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ହଟାଇବାକୁ ନିର୍ଦ୍ଦେଶ

    13871
    Jul 06, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15219
    Jul 06, 2026
  • ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ଦିଲ୍ଲୀରେ ବିମାନ ସେବା ବ୍ୟାହତ, ମୁମ୍ବାଇରେ ୬ ଜଣଙ୍କ ...
    ଦେଶ-ଦେଶାନ୍ତର

    ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ଦିଲ୍ଲୀରେ ବିମାନ ସେବା ବ୍ୟାହତ, ମୁମ୍ବାଇରେ ୬ ଜଣଙ୍କ ...

    14006
    Jul 06, 2026
  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ
    ଦେଶ-ଦେଶାନ୍ତର

    ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ

    14063
    Jul 06, 2026
  • ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା
    ଅପରାଧ

    ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା

    15436
    Jul 06, 2026
  • ନାଟୋ ସମ୍ମିଳନୀ ପୂର୍ବରୁ ବିବାଦୀୟ ମିମ୍ ସେୟାର
    ଦେଶ-ଦେଶାନ୍ତର

    ନାଟୋ ସମ୍ମିଳନୀ ପୂର୍ବରୁ ବିବାଦୀୟ ମିମ୍ ସେୟାର

    14701
    Jul 06, 2026
  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା
    ଦେଶ-ଦେଶାନ୍ତର

    ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା

    13759
    Jul 06, 2026
  • ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ

    13826
    Jul 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାଟୋ ସମ୍ମିଳନୀ ପୂର୍ବରୁ ବିବାଦୀୟ ମିମ୍ ସେୟାର

    14701
    Jul 06, 2026
  • ଦେଶ-ଦେଶାନ୍ତର

    ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା

    13759
    Jul 06, 2026
  • ବିଶେଷ

    ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15219
    Jul 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16965
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17576
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17630
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18028
    Sep 06, 2023

ବିଶେଷ

  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15219
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15231
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15173
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14598
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14362
    Jun 28, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15831
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15700
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13803
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14914
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ

    14063
    Jul 06, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15219
    Jul 06, 2026
  • ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ନେବେ ନିଷ୍ପତ୍ତି

    15097
    Jul 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In