Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ...

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ...

  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ...

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ...

  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ...

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ...

ରାଜ୍ୟ
Home ›› ରାଜ୍ୟ ››ସେପ୍ଟେମ୍ବର ପହିଲା ଯାଏଁ ଲାଗୁ ରହିବ ଅଗଷ୍ଟ ଗାଇଡଲାଇନ

ସେପ୍ଟେମ୍ବର ପହିଲା ଯାଏଁ ଲାଗୁ ରହିବ ଅଗଷ୍ଟ ଗାଇଡଲାଇନ

2021-07-31 10:58:49
13676
Share:
Facebook
Twitter
E-Mail
WhatsApp
Telegram
ସେପ୍ଟେମ୍ବର ପହିଲା ଯାଏଁ ଲାଗୁ ରହିବ ଅଗଷ୍ଟ ଗାଇଡଲାଇନ


ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀକୁ ସମ୍ପୂର୍ଣ୍ଣଭାବେ ନିୟନ୍ତ୍ରଣକୁ ଆଣିବା ପାଇଁ ସରକାରଙ୍କ ପକ୍ଷରୁ ଗତ ଜୁଲାଇ ୧୫ ତାରିଖ ଦିନ ଘୋଷିତ ତାଲାବନ୍ଦର ଷଷ୍ଠ ପର୍ଯ୍ୟାୟ ଅବଧି ଆସନ୍ତାକାଲି ଅର୍ଥାତ ରବିବାର ଶେଷ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ  ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ ଜେନା ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ।  ଆଂଶିକ ଲକଡାଉନ ସରୁଥିବାରୁ ଶ୍ରୀ ଜେନା ଅଗଷ୍ଟ ମାସ ପାଇଁ ନୂଆ ଗାଇଡଲାଇନ ଘୋଷଣା କରିଛନ୍ତି । କୋଭିଡ ପରିଚାଳନାନେଇ ସେ ସବିଶେଷ ତଥ୍ୟ ରଖିଛନ୍ତି । ଜୀବନ ଜୀବିକାକୁ ଦୃଷ୍ଟିରେ ରଖି  ସରକାର ଅଗଷ୍ଟ ମାସ ପାଇଁ ଗାଇଡଲାଇନ ଜାରି କରିଛନ୍ତି । ଯାହା ସେପ୍ଟେମ୍ବର ପହିଲା ଯାଏଁ ଲାଗୁ ରହିବ ।

ଏହି ପରିପ୍ରେକ୍ଷୀରେ ଏସଆରସି ଶ୍ରୀ ଜେନା କହିଛନ୍ତି ଯେ,  ପ୍ରତିଦିନ ରାତି ୮ଟାରୁ ସକାଳ ୬ଟା ଯାଏ ନାଇଟ କର୍ଫୁ୍ୟ ଲାଗୁ ରହିବ ।  ଭୁବନେଶ୍ୱର, କଟକ ଓ ପୁରୀରେ ସପ୍ତାହାନ୍ତ ସଟଡାଉନ ଲାଗୁ ରହିବ ।  ସାରା ରାଜ୍ୟରେ ଦୋକାନ ବଜାରରାତି ୮ଟା ଯାଏଁ ଖୋଲା ରହିବ ।  ସମସ୍ତ ଧର୍ମେିକ, ରାଜନୈତିକ ଓ ସାମାଜିକ ସମାବେଶକୁ ମନା କରାଯାଇଛି ।  ପ୍ରଦର୍ଶନୀ, ବାଣିଜ୍ୟିକ ମେଳା ମହୋତ୍ସବକୁ ମଧ୍ୟ ବାରଣ କରାଯାଇଛି ।

 ସମୁଦ୍ରକୂଳ ଓ ପାର୍କ ଖୋଲା ରହିବ ।  ପର୍ଯ୍ୟଟକ ଗାଇଡଲାଇନ ମାନିବେ ।  ରାଜ୍ୟରେ ସମସ୍ତ ମଲ ଖୋଲିବ ।  ସୀମିତ ସଂଖ୍ୟକ ଗ୍ରାହକଙ୍କୁ ନେଇ ମଲ ଖୋଲି ପାରିବ ।  ରେଷ୍ଟୁରାଣ୍ଟ, ବାର ୫୦% କ୍ଷମତାକୁ ନେଇ ଖୋଲିପାରିବ ।  ସିନେମା ହଲ ୫୦% ଦର୍ଶଶକ କ୍ଷମତାକୁ ନେଇ ଖୋଲିପାରିବ ।   ହଲ ଓ ମଲ ଯାଉଥିବା ପ୍ରାପ୍ତବୟସ୍କ ଲୋକଙ୍କ ଟିକା ପ୍ରମାଣପତ୍ର ଜରୁରୀ ।  ରାଜ୍ୟରେ ଭିତରେ ବସ ଚାଲୁ ରହିବ । ସିଟିଂ କାପାସିଟିରେ ଯାତ୍ରୀ ନେବେ  ।  ଧାର୍ମିକ ପୀଠ ଖୋଲିବା ପାଇଁ ଜିଲ୍ଲାପାଳମାନେ ନିଷ୍ପତ୍ତି ନେଇପାରିବେ ।  ଶ୍ରୀମନ୍ଦିର ଓ ଶ୍ରୀଲିଙ୍ଗରାଜ ପ୍ରଶାସନ ନିଜେ ଏନେଇ ନିଷ୍ପତ୍ତି ନେବେ ।  ବିବାହ ଓ ଶୁଦ୍ଧିକ୍ରିୟା ନେଇ ଥିବା କଟକଣା ଜାରି ରହିବ ।  ନନ୍ଦନକାନନ, ଇଣ୍ଡୋର ଓ ୱାଟର ପାର୍କ ଆଦି ଖୋଲା ଯାଇ ପାରିବ ।

ଏହାଛଡ଼ା ଆଉ କ’ଣ ଖୋଲା ଓ ବନ୍ଦ ରହିବ ଜାଣନ୍ତୁ:
ସାରା ରାଜ୍ୟରେ ଦୋକାନ ବଜାର ସକାଳ ୬ଟାରୁ ରାତି ୮ଟା ଯାଏଁ ଖୋଲା ରହିବ ।
ରାଜ୍ୟର ସମସ୍ତ ଆହର କେନ୍ଦ୍ର ଖୋଲା ରହିବ
କଟକ, ପୁରୀ ଓ ଭୁବନେଶ୍ୱର ସିନେମା ହଲ ଓ ମଲ ପାଇଁ ସ୍ୱତନ୍ତ୍ର ନିୟମ ରହିବ
ହଲ ଓ ମଲ ଯାଉଥିବା ପ୍ରାପ୍ତ ବୟସ୍କ ଲୋକଙ୍କ ଟିକା ପ୍ରମାଣପତ୍ର ଜରୁରି
ଏଣିକି ରାସ୍ତାକଡ଼ରେ ଦୋକାନରେ ଲୋକେ ଖାଇପାରିବେ
ରାଜ୍ୟରେ ସାପ୍ତାହିକ ହାଟ ଖୋଲିବାକୁ ମଧ୍ୟ ଅନୁମର୍ତି
ଧାର୍ମିକ ପୀଠକୁ ଭୋଗ ବା ପ୍ରସାଦ ନେଇ ପାରିବେନି ଶ୍ରଦ୍ଧାଳୁ
ଯାତ୍ରା, ଅପେରା ୫୦ ପ୍ରତିଶତ ଦର୍ଶକଙ୍କୁ ନେଇ ଚାଲିପାରିବ
ବିବାହ ଓ ଶୁଦ୍ଧି କାର୍ଯ୍ୟରେ ଭୋଜି ମନା, ଖାଦ୍ୟ ପାର୍ସଲ ଦେଇପାରିବେ
ଅଫିସିଆଲ ମିଟିଂରେ ଶହେ ଏବଂ ଉଦଘାଟନ ଓ ଶିଳାନ୍ୟାସରେ ୩୦ଜଣଙ୍କୁ ଅନୁମତି
ତାଲିମ ଓ ପରୀକ୍ଷାକାର୍ଯ୍ୟ କରିବାକୁ ଅନୁମତି

Powered by Froala Editor

Tags August guidelines

Related articles Odisha News Lens 4.1

  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର
    ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15691
    Feb 12, 2026
  •  ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    13971
    Feb 13, 2026
  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା
    ଅପରାଧ

    ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    14221
    Feb 12, 2026
  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ
    ଦେଶ-ଦେଶାନ୍ତର

    ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

    13638
    Feb 13, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14818
    Feb 13, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    14984
    Feb 14, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15097
    Feb 14, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15159
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ
    ବିଶେଷ

    ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15556
    Feb 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15159
    Feb 14, 2026
  • ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15691
    Feb 12, 2026
  • ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    13971
    Feb 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17336
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17404
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17749
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16224
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15097
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15556
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16041
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13978
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14680
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14948
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14458
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16066
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15348
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    14221
    Feb 12, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14818
    Feb 13, 2026
  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    13971
    Feb 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In