Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ...

  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ...

  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!

କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!

2026-06-17 12:02:03
14466
Share:
Facebook
Twitter
E-Mail
WhatsApp
Telegram
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ହେବ ଅଦଳବଦଳ!

ନୂଆଦିଲ୍ଲୀ : କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଅଦଳବଦଳ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଜନା କରୁଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। କିଛିଦିନ ହେବ ବିଜେପି ସାଂଗଠନିକ ସ୍ତରରେ ପରିବର୍ତ୍ତନ ଓ ରାଜ୍ୟସଭା ଆସନ ନିମନ୍ତେ ନାମାଙ୍କନପତ୍ର ଦାଖଲ ଏହି ଚର୍ଚ୍ଚାକୁ ଖୋରାକ୍‌ ଯୋଗାଉଛି।ବର୍ତ୍ତମାନ କେନ୍ଦ୍ର ମନ୍ତ୍ରୀ ଥିବା ଦୁଇ ଜଣଙ୍କୁ ପୁନର୍ବାର ରାଜ୍ୟସଭା ନିର୍ବାଚନ ନିମନ୍ତେ ପ୍ରାର୍ଥୀ କରାଯାଇନାହିଁ। ଫଳରେ ସେମାନଙ୍କ ଭବିଷ୍ୟତକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।  ଗତ ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଜେପି ନେତୃତ୍ବାଧୀନ ୩ ପାଳିର ଏନ୍‌ଡିଏ ସରକାର ନିଜର ୨ବର୍ଷର କାର୍ଯ୍ୟକାଳ ଶେଷ କରିଥିବାରୁ ଖୁବ୍‌ ଶୀଘ୍ର ମନ୍ତ୍ରିମଣ୍ଡଳରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ଗତ ୨୦୨୪ ଜୁନ୍‌ ୯ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ବରେ ୩୦ଜଣ କ୍ୟାବିନେଟ୍‌ ମନ୍ତ୍ରୀ, ୫ଜଣ ରାଜ୍ୟ (ସ୍ବାଧୀନ ପାହ୍ୟା) ମନ୍ତ୍ରୀ, ୩୬ଜଣ ରାଜ୍ୟମନ୍ତ୍ରୀ ଶପଥ ନେଇଥିଲେ। ୨୦୦୩ର ସମ୍ବିଧାନ ସଂଶୋଧନ ଅନୁଯାୟୀ ଲୋକସଭା ଓ ବିଭିନ୍ନ ରାଜ୍ୟର ବିଧାନସଭାର ମୋଟ୍‌ ସଦସ୍ୟ ସଂଖ୍ୟାର ୧୫%ମନ୍ତ୍ରୀ ଭାବେ ଦାୟିତ୍ବ ନିର୍ବାହ କରିପାରିବେ। କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ଏହା ୧୦% ରଖାଯାଇଛି।
ସୂଚନାଥାଉ କି ୨୦୧୪ ନିର୍ବାଚନରେ ବିଜୟୀ ହୋଇ ସରକାର ଗଢ଼ିବା ପରେ ତତ୍‌କାଳୀନ ମୋଦୀ ସରକାର ୨୦୧୬ରେ ମନ୍ତ୍ରିମଣ୍ଡଳ ଅଦଳବଦଳ/ବିସ୍ତାର କରିଥିଲେ। ସେହିପରି ୨୦୧୯ରେ ମୋଦୀ ସରକାର ପୁନର୍ବାର ସରକାର ଗଢ଼ି ଥିବାବେଳେ ୨୦୨୧ ଜୁଲାଇ ୭ରେ ମନ୍ତ୍ରିମଣ୍ଡଳରେ ଅଦଳବଦଳ/ବିସ୍ତାର କରିଥିଲେ। ଆଗାମୀ ରାଜ୍ୟସଭା ନିର୍ବାଚନ ନିମନ୍ତେ ବିଜେପି ତରଫରୁ ୧୧ଜଣଙ୍କୁ ପ୍ରାର୍ଥୀ କରାଯାଇଛି। ତେବେ ଏହି ତାଲିକାରେ କେନ୍ଦ୍ରମନ୍ତ୍ରୀ ରବନୀତ ସିଂହ ବିଟ୍ଟୁ ଓ ଜର୍ଜ କୁରିଆନ୍‌ଙ୍କ ନାମ ନାହିଁ। ସେମାନଙ୍କ କାର୍ଯ୍ୟକାଳ ଆସନ୍ତା ୨୧ରେ ଶେଷ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଖୁବ୍‌ଶୀଘ୍ର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଅଦଳବଦଳ ହେବା ନେଇ ଚର୍ଚ୍ଚା ହେଉଛି। ୨୦୨୭ ଫେବୃଆରୀ-ମାର୍ଚ୍ଚରେ ପଞ୍ଜାବରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ତେଣୁ ବିଟ୍ଟୁଙ୍କୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଅବ୍ୟାହତି ପ୍ରଦାନ ପୂର୍ବକ ପଞ୍ଜାବ ବିଧାନସଭା ନିର୍ବାଚନ ନିମନ୍ତେ ଏକ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ପ୍ରଦାନ କରାଯାଇପାରେ ବୋଲି ଚର୍ଚ୍ଚା ହେଉଛି। ଗତ ମେ’ ୨୮ରେ ବିଜେପି ରାଷ୍ଟ୍ରୀୟ ସଭାପତି ନିତିନ ନବୀନ କେନ୍ଦ୍ରମନ୍ତ୍ରୀ ହର୍ଷ ମାଲହୋତ୍ରାଙ୍କୁ ଦିଲ୍ଲୀ ବିଜେପି ସଭାପତି ଭାବେ ନିଯୁକ୍ତ କରିଥିଲେ। ଅନ୍ୟପକ୍ଷରେ ୨୦୨୫ ଡିସେମ୍ବରରେ କେନ୍ଦ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ଉତ୍ତରପ୍ରଦେଶ ବିଜେପି ସଭାପତି ଭାବେ ନିଯୁକ୍ତ ହୋଇଥିଲେ।
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଅଦଳବଦଳ ହେବା ନେଇ ଚର୍ଚ୍ଚା ଜୋର୍‌ ଧରିଥିବା ବେଳେ ଏଥିରେ ମହିଳା, ଓବିସି, ଅନୁସୂଚିତ ଜାତି, ନିର୍ବାଚନ ହେବାକୁ ରାଜ୍ୟର ସାଂସଦଙ୍କୁ ଅଗ୍ରାଧିକାର ମିଳିବ ବୋଲି ଆଲୋଚନା ହେଉଛି। ସେହିପରି ଦଳର ବରିଷ୍ଠ ନେତାଙ୍କୁ ସାଂଗଠିନକ ଦାୟିତ୍ବ ମିଳିବ ବୋଲି ଜଣାପଡ଼ିଛି। ବର୍ତ୍ତମାନ କେନ୍ଦ୍ରରେ ୭୨ଜଣ ମନ୍ତ୍ରୀ ଥିବାବେଳେ ସେମାନଙ୍କ ମଧ୍ୟରୁ ମାତ୍ର ୭ଜଣ ହେଉଛନ୍ତି ମହିଳା। ତେଣୁ ମନ୍ତ୍ରିମଣ୍ଡଳରେ ସେମାନଙ୍କ ସଂଖ୍ୟାବୃଦ୍ଧି ହେବା ଏକପ୍ରକାର ନିଶ୍ଚିତ। ୨୦୨୭ ଫେବୃଆରୀ-ମାର୍ଚ୍ଚରେ ଉତ୍ତରପ୍ରଦେଶ, ପଞ୍ଜାବ, ମଣିପୁର, ଗୋଆ ଓ ଉତ୍ତରାଖଣ୍ଡରେ ନିର୍ବାଚନ ହେବାକୁ ଥିବାବେଳେ ୨୦୨୭ ଶେଷ ଭାଗରେ ହିମାଚଳ ପ୍ରଦେଶ ଓ ଗୁଜରାଟରେ ନିର୍ବାଚନ ହେବ। ଆସନ୍ତା ନଭେମ୍ବରରେ କେନ୍ଦ୍ରମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ ପରବର୍ତ୍ତୀ ସମୟରେ ଉତ୍ତରପ୍ରଦେଶର ୧୦ ଓ ଉତ୍ତରାଖଣ୍ଡର ଜଣେ ରାଜ୍ୟସଭା ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି।

Powered by Froala Editor

Tags Modi

Related articles Odisha News Lens 4.1

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13826
    Jul 07, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15432
    Jul 08, 2026
  • ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ

    15334
    Jul 09, 2026
  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ
    ଦେଶ-ଦେଶାନ୍ତର

    ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ଓ ଡ୍ରୋନ୍ ଆକ୍ରମଣ, ୨୩ମୃତ

    13991
    Jul 07, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    14296
    Jul 08, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14645
    Jul 08, 2026
  • ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ  ‘ଚୋର, ଚୋର’ ...
    ଦେଶ-ଦେଶାନ୍ତର

    ମମତାଙ୍କ ଶୋଭାଯାତ୍ରା ସମୟରେ ପ୍ରବଳ ଉତ୍ତେଜନା: ଅଣ୍ଡାମାଡ଼ ସହ ଦେଲେ ‘ଚୋର, ଚୋର’ ...

    15558
    Jul 09, 2026
  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13677
    Jul 08, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15730
    Jul 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଣ୍ଡୋନେସିଆର ପ୍ରମ୍ବାନନ ହିନ୍ଦୁ ମନ୍ଦିରରେ ପୂଜାର୍ଚ୍ଚନା କଲେ ମୋଦୀ

    15334
    Jul 09, 2026
  • ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15432
    Jul 08, 2026
  • ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

    14296
    Jul 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18035
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15407
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15587
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15392
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15259
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14681
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15838
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15708
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13814
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14926
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13826
    Jul 07, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15432
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବଙ୍କୁ କାରଣ ଦର୍ଶାଅ ନୋଟିସ

    14296
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In