Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ...

  • ୪ରେ ସବୁଠୁ ମହତ୍ୱାକାଂକ୍ଷୀ ଆର୍ଥ ...

  • ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ ...

  • ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ...

  • ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ

  • ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ

  • ହିମାଳୟରେ ଗ୍ଲେସିୟର କ୍ରମାଗତ ତରଳୁଛି

  • ଯୁଦ୍ଧର ପ୍ରଭାବ : CNG ପୁଣି ମହଙ୍ଗା ହେଲା

  • ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ...

  • ପିଲାମାନଙ୍କ ହାତରୁ ରାଖି ବାନ୍ଧି ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ସଞ୍ଚିତାଙ୍କ ମାନସିକ ସ୍ଥିତି ଭଲ ନଥିଲା

ସଞ୍ଚିତାଙ୍କ ମାନସିକ ସ୍ଥିତି ଭଲ ନଥିଲା

2026-06-18 07:46:54
16361
Share:
Facebook
Twitter
E-Mail
WhatsApp
Telegram
ସଞ୍ଚିତାଙ୍କ ମାନସିକ ସ୍ଥିତି ଭଲ ନଥିଲା

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି। ଅଭିନେତ୍ରୀ ଏହି ପଦକ୍ଷେପ ନେବାର ସଠିକ୍ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ସଂଚିତା ଉଗଲେଙ୍କ ଆତ୍ମହତ୍ୟା ପରେ କଳାକାରଙ୍କ ମାନସିକ ସ୍ଥିତିକୁ ନେଇ ଚର୍ଚ୍ଚା ଜୋର ଧରିଛି । ପୁଲିସ ସଂଚିତାଙ୍କ ମୋବାଇଲ ଫୋନ୍‌ର ହ୍ୱାଟ୍ସଆପ୍ ଚାଟ୍ ଓ କଲ୍ ରେକର୍ଡ ଯାଞ୍ଚ କରୁଛି। ସଂଚିତା ଓ ଅନେକ ମନସ୍ତତ୍ତ୍ୱବିତ୍‌ଙ୍କ ମଧ୍ୟରେ ହ୍ୱାଟ୍ସଆପ୍ ଆଲୋଚନା ସାମ୍ନାକୁ ଆସିଛି । ଏଥିରୁ ଜଣାପଡୁଛି, ସଂଚିତା ନିଜ ଭବିଷ୍ୟତକୁ ନେଇ ଖୁବ୍ ଭୟଭୀତ ଥିଲେ । କିଛି ମାସ ହେଲା ଜଣେ ମନୋଚିକିତ୍ସକଙ୍କ ପାଖରେ ସେ ଚିକିତ୍ସା କରାଉଥିଲେ ।

ସଂଚିତାଙ୍କ ହ୍ୱାଟ୍ସଆପ୍ ଚାଟ୍‌ରୁ ଅଭିନୟ କ୍ୟାରିଅର୍‌ରେ ସେ ସମ୍ମୁଖୀନ ହେଉଥିବା ସମସ୍ୟା ସାମ୍ନାକୁ ଆସିଛି । ସେ ଡାକ୍ତରଙ୍କୁ କହିଥିଲେ ଯେ ଡାଇଲଗ୍ ଭୁଲିଯାଉଛନ୍ତି । ପୂର୍ବ ଭଳି ଠିକ୍‌ରେ କାମ କରିପାରୁନାହାନ୍ତି । ନିଜକୁ ପୂରାପୂରି ହଜାଇ ଦେଇଥିବା କହିଥିଲେ । ଅନେକ ମାସ ଧରି ଚିକିତ୍ସା ସତ୍ତେ୍ୱ ସ୍ଥିତିରେ କୌଣସି ସୁଧାର ହେଉନଥିଲା, ଯେଉଁଥିପାଇଁ ସେ ଖୁବ୍ ଚିନ୍ତିତ ଥିଲେ । ମନସ୍ତତ୍ତ୍ୱବିତ୍ ତାଙ୍କୁ ଅନ୍‌ଲାଇନ୍ କାଉନସିଲ ଆରମ୍ଭ କରିବାକୁ ପରାମର୍ଶ ଦେଇଥିଲେ ।

ଏବେ ସଂଚିତାଙ୍କ ସାଙ୍ଗ ଗୀତାଞ୍ଜଳି ଏକ ଗଣମାଧ୍ୟମକୁ କହିଛନ୍ତି, ଗତ ୬ ମାସ ହେଲା ସେ ଆତ୍ମହତ୍ୟା କଥା କହୁଥିଲେ । ଯଦି ଜଣେ ଦୀର୍ଘ ମାସ ଧରି କହୁଛି ଯେ ଆତ୍ମହତ୍ୟା ଦ୍ୱାରା ତା’ର ମୃତ୍ୟୁ ହେବ, ତେବେ ଏହା ହଠାତ୍ ନୁହେଁ । ସଂଚିତା ଦୀର୍ଘ ଦିନ ଧରି ଅବସାଦରେ ଥିଲେ । 


Powered by Froala Editor

Tags sanchita

Related articles Odisha News Lens 4.1

  • ହିମାଳୟରେ ଗ୍ଲେସିୟର କ୍ରମାଗତ ତରଳୁଛି
    ଦେଶ-ଦେଶାନ୍ତର

    ହିମାଳୟରେ ଗ୍ଲେସିୟର କ୍ରମାଗତ ତରଳୁଛି

    14785
    Aug 29, 2026
  • ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ଶିଶୁଙ୍କୁ କୋଳେଇ ନେଲେ ଯବାନ
    ଦେଶ-ଦେଶାନ୍ତର

    ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ଶିଶୁଙ୍କୁ କୋଳେଇ ନେଲେ ଯବାନ

    14904
    Aug 29, 2026
  • ଯୁଦ୍ଧର ପ୍ରଭାବ : CNG ପୁଣି ମହଙ୍ଗା ହେଲା
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବ : CNG ପୁଣି ମହଙ୍ଗା ହେଲା

    13948
    Aug 29, 2026
  • ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ପ୍ରତିରୋପଣ ଅପେକ୍ଷାରେ ୬୧,୬୬୮ ରୋଗୀ
    ଦେଶ-ଦେଶାନ୍ତର

    ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ପ୍ରତିରୋପଣ ଅପେକ୍ଷାରେ ୬୧,୬୬୮ ରୋଗୀ

    13826
    Aug 28, 2026
  • ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ହେଲା ମହଙ୍ଗା
    ଦେଶ-ଦେଶାନ୍ତର

    ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ହେଲା ମହଙ୍ଗା

    15315
    Aug 29, 2026
  • ପିଲାମାନଙ୍କ ହାତରୁ ରାଖି ବାନ୍ଧି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ
    ଦେଶ-ଦେଶାନ୍ତର

    ପିଲାମାନଙ୍କ ହାତରୁ ରାଖି ବାନ୍ଧି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

    15019
    Aug 28, 2026
  • ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ

    14315
    Aug 29, 2026
  •  ୪ରେ ସବୁଠୁ ମହତ୍ୱାକାଂକ୍ଷୀ ଆର୍ଥ ଅବ୍‌ଜର୍ଭେସନ୍ ସାଟେଲାଇଟ୍ ମହାକାଶକୁ ...
    ଦେଶ-ଦେଶାନ୍ତର

    ୪ରେ ସବୁଠୁ ମହତ୍ୱାକାଂକ୍ଷୀ ଆର୍ଥ ଅବ୍‌ଜର୍ଭେସନ୍ ସାଟେଲାଇଟ୍ ମହାକାଶକୁ ...

    13647
    Aug 29, 2026
  • ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ କରିବା ପାଇଁ ଧମକ ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ କରିବା ପାଇଁ ଧମକ ଦେଲେ ଟ୍ରମ୍ପ

    15501
    Aug 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବ : CNG ପୁଣି ମହଙ୍ଗା ହେଲା

    13948
    Aug 29, 2026
  • ଦେଶ-ଦେଶାନ୍ତର

    ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ହେଲା ମହଙ୍ଗା

    15315
    Aug 29, 2026
  • ଦେଶ-ଦେଶାନ୍ତର

    ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ

    14238
    Aug 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17058
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17693
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17730
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18128
    Sep 06, 2023

ବିଶେଷ

  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14588
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13928
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15312
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15667
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16196
    Aug 17, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14455
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15981
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14019
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14287
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ହେଲା ମହଙ୍ଗା

    15315
    Aug 29, 2026
  • ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ପ୍ରତିରୋପଣ ଅପେକ୍ଷାରେ ୬୧,୬୬୮ ରୋଗୀ

    13826
    Aug 28, 2026
  • ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ

    14315
    Aug 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In