Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

ରାଜ୍ୟ
Home ›› ରାଜ୍ୟ ››ମହୁଲଡ଼ିହାସ୍ଥିତ ବାସଭବନରେ ରାଷ୍ଟ୍ରପତିଙ୍କ ରାତ୍ରିଯାପନ, ଆଜି ଆସିବେ ମୋଦି

ମହୁଲଡ଼ିହାସ୍ଥିତ ବାସଭବନରେ ରାଷ୍ଟ୍ରପତିଙ୍କ ରାତ୍ରିଯାପନ, ଆଜି ଆସିବେ ମୋଦି

2026-06-20 03:58:41
14017
Share:
Facebook
Twitter
E-Mail
WhatsApp
Telegram
ମହୁଲଡ଼ିହାସ୍ଥିତ ବାସଭବନରେ ରାଷ୍ଟ୍ରପତିଙ୍କ ରାତ୍ରିଯାପନ, ଆଜି ଆସିବେ ମୋଦି

ରାଇରଙ୍ଗପୁର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଶୁକ୍ରବାର ଅପରାହ୍ନ ୫ଟାରେ ରାଇରଙ୍ଗପୁରରେ ପହଁଞ୍ଚିଛନ୍ତି। ପ୍ରତିକୂଳ ପାଗ ଯୋଗୁ ହେଲିକପ୍ଟରରେ ନ ଆସି ପଶ୍ଚିମବଙ୍ଗର କୋଲେଇକୁଣ୍ଡା ଏୟାରଷ୍ଟ୍ରିପ୍‌ରୁ ସେ ସଡ଼କ ପଥରେ ଆସିଛନ୍ତି। ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ରାଇରଙ୍ଗପୁରେ ଉପସ୍ଥିତ ରହି ରାଷ୍ଟ୍ରପତିଙ୍କୁ ସ୍ବାଗତ ଜଣାଇଛନ୍ତି।
ରାଇରଙ୍ଗପୁର ଉପଖଣ୍ଡ ଡାକ୍ତରଖାନା ପରିସରରେ ଏମ୍‌ସ୍‌ ସାଟେଲାଇଟ୍‌ ସେଣ୍ଟରକୁ ରାଷ୍ଟ୍ରପତି ଉଦ୍‌ଘାଟନକରି ରୋଗୀଙ୍କ ସହ ଭାବ ବିନିମୟ କରିଛନ୍ତି। ରାଷ୍ଟ୍ରପତି ମେଗା ହେଲ୍‌ଥ କ୍ୟାମ୍ପରେ ରୋଗୀମାନଙ୍କୁ ଠିକ୍‌ ଚିକିତ୍ସା ପ୍ରଦାନରେ ବିଭାଗୀୟ ଅଧିକାରୀ, ଡାକ୍ତର ଓ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ଏହା ପରେ କୁସୁମୀ ବ୍ଳକ୍‌ ଅଧୀନ ଖଣି ପ୍ରଭାବିତ ଗ୍ରାମଗୁଡିକ ପାଇଁ ମେଗା ସମନ୍ବିତ ଗ୍ରାମୀଣ ପାଇପ ଜଳ ଯୋଗାଣ ପ୍ରକଳ୍ପ, ବ୍ରହ୍ମାକୁମାରୀଙ୍କ ମାତୃଶକ୍ତି ଭବନ, ସ୍ବତନ୍ତ୍ର ସର୍କିଟ ହାଉସ ଏବଂ ରାଇରଙ୍ଗପୁରରେ ନୂତନ ପୋଲିସ ଜିଲାକୁ ରାଷ୍ଟ୍ରପତି ଉଦ୍‌ଘାଟନ କରିଛନ୍ତି। ପରେ ରାଇରଙ୍ଗପୁର ମହୁଲଡ଼ିହାସ୍ଥିତ ବାସଭବନରେ ରାଷ୍ଟ୍ରପତି ରାତ୍ରିଯାପନ କରିଥିବା ସୂଚନା ମିଳିଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାଇରଙ୍ଗପୁର ଗସ୍ତରେ ଆସିବେ। ଏହି ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଉପସ୍ଥିତ ରହିବେ। ପୂର୍ବାହ୍ନ ୧୧ଟା୧୫ ସମୟରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ପାହାଡ଼ପୁର ଗ୍ରାମ ପରିଦର୍ଶନ କରିବେ। ଏହା ପରେ ଉଭୟ ପବିତ୍ର ସାନ୍ତାଳୀ ଜାହେରା ଏବଂ ହୋ ଜାହେରା, ଦକ୍ଷତା କେନ୍ଦ୍ର ଏବଂ ପାହାଡ଼ପୁର ସ୍କୁଲରେ ପ୍ରାର୍ଥନା କରିବେ। ଅପରାହ୍ନ ୧ଟାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ରାଇରଙ୍ଗପୁରରେ ଓଡ଼ିଶା ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ରହିଛି ‘ବିକାଶର ଧାରା, ଓଡ଼ିଶା ସାରା’। କାର୍ଯ୍ୟକ୍ରମ ସମୟରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ହେବ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଜନସାଧାରଣଙ୍କୁ ସମ୍ବୋଧନ ମଧ୍ୟ କରିବେ। ଏହି କାର୍ଯ୍ୟକ୍ରମ ସମୟରେ, ଶକ୍ତି, ଶିଳ୍ପ ଭିତ୍ତିଭୂମି, ସଡ଼କ ସଂଯୋଗୀକରଣ, ପାନୀୟ ଜଳ, ସ୍ବାସ୍ଥ୍ୟ, ଶିକ୍ଷା, ପର୍ଯ୍ୟଟନ ଏବଂ ଜଳସେଚନ ସମେତ ପ୍ରମୁଖ କ୍ଷେତ୍ରର ପ୍ରକଳ୍ପଗୁଡ଼ିକର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ପ୍ରଥମ ଥର ପାଇଁ ଓଡ଼ିଶା ଇତିହାସରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଗୋଟିଏ ମଞ୍ଚରେ ଉପସ୍ଥିତ ରହିବା ସହ ଜନସାଧାରଣଙ୍କୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି।

Powered by Froala Editor

Tags Modi

Related articles Odisha News Lens 4.1

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13717
    Aug 14, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14267
    Aug 15, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    14049
    Aug 13, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13911
    Aug 15, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15495
    Aug 14, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14194
    Aug 13, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14452
    Aug 14, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14301
    Aug 14, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15890
    Aug 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13911
    Aug 15, 2026
  • ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14267
    Aug 15, 2026
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

    14452
    Aug 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17031
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17647
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17697
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18097
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14680
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14550
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14388
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15967
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16380
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14179
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14361
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15265
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14637
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13717
    Aug 14, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15890
    Aug 13, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

    15330
    Aug 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In