Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ...

  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

ରାଜ୍ୟ
Home ›› ରାଜ୍ୟ ››ରାଷ୍ଟ୍ରପତିଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ରାଷ୍ଟ୍ରପତିଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

2026-06-20 07:40:06
13986
Share:
Facebook
Twitter
E-Mail
WhatsApp
Telegram
ରାଷ୍ଟ୍ରପତିଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ଦେଶର ପ୍ରଥମ ନାଗରିକ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶୁଭ ଜନ୍ମଦିନ । ଓଡ଼ିଶା ମାଟିର ଗର୍ବ ଗୌରବ, କୋଟି କୋଟି ଦେଶବାସୀଙ୍କ ପ୍ରେରଣାର ଉତ୍ସ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାରା ଦେଶରୁ ଛୁଟୁଛି ଶୁଭେଚ୍ଛା ଏବଂ ଶୁଭକାମନା ବାର୍ତ୍ତା। ଏହି ଅବସରରେ ଦେଶର ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ଓଡ଼ିଶାର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଏଁ ସମସ୍ତେ ଶୁଭେଚ୍ଛା ଜଣାଇଛନ୍ତି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ୍ସରେ ଲେଖିଛନ୍ତି,"ଓଡ଼ିଶା ମାଟିର ଅନନ୍ୟ ଗୌରବ, ସମଗ୍ର ରାଷ୍ଟ୍ରର ପ୍ରେରଣା ଓ ଅଦମ୍ୟ ସଂକଳ୍ପର ପ୍ରତୀକ, ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ଆପଣଙ୍କର ଐତିହାସିକ ଜୀବନ ଯାତ୍ରା ଭାରତୀୟ ଗଣତନ୍ତ୍ରର ଶକ୍ତି ଏବଂ ଆମ ମାତୃଶକ୍ତିର ସର୍ବଶ୍ରେଷ୍ଠ ବିଜୟ । ସମସ୍ତ ସଂଘର୍ଷ ଓ ପ୍ରତିକୂଳତାକୁ ପରାହତ କରି ଆପଣ ଯେଉଁ ସୁଦୃଢ଼ ନେତୃତ୍ୱ ଓ ମର୍ଯ୍ୟାଦାର ସହ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀକୁ ଅଳଙ୍କୃତ କରିଛନ୍ତି, ତାହା କୋଟି କୋଟି ଭାରତୀୟଙ୍କ ମନରେ ନୂତନ ଆତ୍ମବିଶ୍ୱାସ ଜାଗ୍ରତ କରିଛି । ଆପଣଙ୍କର ସେହି ସହଜ ସରଳତା, ସ୍ନେହପୂର୍ଣ୍ଣ ବ୍ୟକ୍ତିତ୍ୱ ଏବଂ ମାଟି ପ୍ରତି ଥିବା ନିବିଡ଼ ଆତ୍ମୀୟତା ପ୍ରତିଟି ଓଡ଼ିଆଙ୍କ ପାଇଁ ସଦାସର୍ବଦା ଏକ ଶ୍ରେଷ୍ଠ ଆଦର୍ଶ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କର ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘ ଜୀବନ ଓ ମଙ୍ଗଳ କାମନା କରୁଛି ।"

Powered by Froala Editor

Tags Cm

Related articles Odisha News Lens 4.1

  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15661
    Aug 13, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13966
    Aug 13, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15267
    Aug 14, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ
    ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15753
    Aug 13, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13820
    Aug 13, 2026
  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ
    ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13752
    Aug 13, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13482
    Aug 14, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14070
    Aug 14, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14217
    Aug 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15267
    Aug 14, 2026
  • ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13502
    Aug 13, 2026
  • ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15661
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17029
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17642
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17693
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18094
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14452
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14522
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14359
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15938
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16351
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13977
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14358
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15262
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14633
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15267
    Aug 14, 2026
  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

    14217
    Aug 14, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15661
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In