Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ...

  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

ରାଜ୍ୟ
Home ›› ରାଜ୍ୟ ›› ‘ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀ’: ୨,୮୮,୧୯୮ ଟି ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୪୭.୭୬ କୋଟି ଟଙ୍କାର ସୁଧ ଫେରସ୍ତ

‘ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀ’: ୨,୮୮,୧୯୮ ଟି ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୪୭.୭୬ କୋଟି ଟଙ୍କାର ସୁଧ ଫେରସ୍ତ

2026-06-25 06:36:14
14462
Share:
Facebook
Twitter
E-Mail
WhatsApp
Telegram
  ‘ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀ’: ୨,୮୮,୧୯୮ ଟି ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୪୭.୭୬  କୋଟି ଟଙ୍କାର ସୁଧ ଫେରସ୍ତ

ଭୁବନେଶ୍ୱର:  ମିଶନ ଶକ୍ତି ବିଭାଗ ପକ୍ଷରୁ ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନରେ ରାଜ୍ୟସ୍ତରୀୟ ‘ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀ’ ଆୟୋଜିତ ହୋଇଯାଇଛି। ଏହି ସମ୍ମିଳନୀରେ ରାଜ୍ୟର ୩୦ଟି ଜିଲ୍ଲାରୁ ପ୍ରାୟ ୩୩୦ ଜଣ ଜିଲ୍ଲାସ୍ତରୀୟ ମହାସଂଘର କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟାମାନେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମହୋଦୟାଙ୍କ କରକମଳରେ ୨,୮୮,୧୯୮ ଟି ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୪୭.୭୬  କୋଟି ଟଙ୍କାର ସୁଧ ଫେରସ୍ତ କରାଯାଇଛି।

 ଏହି ସ୍ୱତନ୍ତ୍ର ଉତ୍ସବ ଅବସରରେ ୨୬ଟି ଜିଲ୍ଲାର ୨୩,୫୩୬ଟି ସ୍ଵୟଂ ସହାୟକ ଗୋଷ୍ଠୀକୁ ୪୫.୭୧ କୋଟି ଟଙ୍କାର ଆବର୍ତ୍ତନ ପାଣ୍ଠି (Revolving Fund) ପ୍ରଦାନ କରାଯାଇଛି, ଯେଉଁଥିରେ ଖୋର୍ଦ୍ଧାର ମା ମଙ୍ଗଳା ଓ ଶ୍ରୀରାମ ସ୍ୱୟଂ ସହାୟକ ଗୋଷ୍ଠୀର ମା’ମାନେ ଯଥାକ୍ରମେ ୩୦,୦୦୦ ଟଙ୍କାର ଚେକ୍ ମାନ୍ୟବର ମନ୍ତ୍ରୀଙ୍କ କରକମଳରୁ ସାକ୍ଷାତ ଭାବେ ଗ୍ରହଣ କରିଛନ୍ତି।

  ଗ୍ରାମାଞ୍ଚଳର ମହିଳାମାନଙ୍କୁ ସଂଗଠିତ କରିବା ପାଇଁ ୨୭ଟି ଜିଲ୍ଲାର ୬୨୪ଟି ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ (GPLF) କୁ ୧୮୯.୫୭ କୋଟି ଟଙ୍କାର ଗୋଷ୍ଠୀ ବିନିଯୋଗ ପାଣ୍ଠି (Community Investment Fund) ପ୍ରଦାନ କରାଯାଇଛି, ଯେଉଁଥିରେ ପୁରୀର ଅଭୟମୁଖୀ ଓ ଗୁଆଳିପଡା ଗ୍ରାମପଞ୍ଚାୟତସ୍ତରୀୟ ସଂଘର ମା’ମାନେ ଯଥାକ୍ରମେ ୩୫ ଲକ୍ଷ ଟଙ୍କାର ଚେକ୍ ସିଧାସଳଖ ଭାବରେ ପାଇଛନ୍ତି।

 ଏହା ବ୍ୟତୀତ, ୧୫ଟି ଜିଲ୍ଲାର ୬୫୬ଟି ଆଞ୍ଚଳିକ ମହାସଂଘ (ALF) କୁ ୯.୬୪ କୋଟି ଟଙ୍କାର ନିରାପତ୍ତା ପାଣ୍ଠି (Vulnerability Reduction Fund) ମଧ୍ୟ ପ୍ରଦାନ କରାଯାଇଛି, ଯେଉଁଥିରେ ଯାଜପୁରର ରାମପୁର ଓ ଜହ୍ନା ଆଞ୍ଚଳିକ ମଞ୍ଚର ମା’ମାନେ ଯଥାକ୍ରମେ ୧.୫୦ ଲକ୍ଷ ଟଙ୍କାର ଚେକ୍ ନିରାପତ୍ତା ପାଣ୍ଠି ବାବଦକୁ ପ୍ରତ୍ୟକ୍ଷ ଭାବରେ ଗ୍ରହଣ କରିଛନ୍ତି। 

ଏହି ଅବସରରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ସମ୍ମିଳନୀର ଉଦ୍ଘାଟନ କରିଥିଲେ।

ଏହି ସମ୍ମିଳନୀରେ ଓଡ଼ିଶା ଭିଜନ–୨୦୩୬ରେ ମହିଳାଙ୍କ ଭୂମିକା, ଲକ୍ଷପତି ଦିଦି, ମହାଲକ୍ଷପତି ଦିଦି ଓ କୋଟିପତି ଦିଦି ସୃଷ୍ଟି, ମହିଳା-ନେତୃତ୍ୱାଧୀନ ଉଦ୍ୟୋଗ, ପ୍ରଡ୍ୟୁସର ଗ୍ରୁପ୍ ଓ ପ୍ରଡ୍ୟୁସର କମ୍ପାନୀର ପ୍ରୋତ୍ସାହନ, ବଜାର ସଂଯୋଗ, ଆର୍ଥିକ ସହାୟତା ଏବଂ ବିଭିନ୍ନ ଜିଲ୍ଲାର ସଫଳ ଉଦ୍ୟୋଗର ଅନୁଭୂତି ବିନିମୟ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା।

 ଏହାସହିତ ରାଜ୍ୟର ପ୍ରତ୍ୟେକ ଜିଲ୍ଲା ପାଇଁ ମହିଳା-ନେତୃତ୍ୱାଧୀନ ବିକାଶକୁ ତ୍ୱରାନ୍ୱିତ କରିବା ନିମନ୍ତେ ମିଶନ ଶକ୍ତି ବିଭାଗର ଆଗାମୀ କାର୍ଯ୍ୟଯୋଜନା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ କରାଯିବା ସହ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିବା ସମସ୍ତ ଜିଲ୍ଲାର DLF (District Level Federation)ର କାର୍ଯ୍ୟନିର୍ବାହୀ କମିଟି (Executive Committee)ର ସଦସ୍ୟାମାନଙ୍କ ସହିତ ମଧ୍ୟ ସକାରାତ୍ମକ ଆଲୋଚନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗର କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ମାନସୀ ନିମ୍ଭାଲ, ନିର୍ଦ୍ଦେଶିକା ଡଃ ମୋନିକା ପ୍ରିୟଦର୍ଶିନୀ,General Manager& Convenor,SLBC Odisha ପ୍ରଣବ କୁମାର ବିଶ୍ୱାସଙ୍କ  ସମେତ ବିଭାଗର ବରିଷ୍ଠ ଅଧିକାରୀ, ଜିଲ୍ଲାସ୍ତରୀୟ ମହାସଂଘର କାର୍ଯ୍ୟନିର୍ବାହୀ ସଦସ୍ୟା, ବ୍ୟାଙ୍କ ଓ ସହଯୋଗୀ ସଂସ୍ଥାର ପ୍ରତିନିଧିମାନେ,ଆଭାଷୀ ମାଧ୍ୟମରେ ଜିଲ୍ଲାର ସମସ୍ତ ଅଧିକାରୀ ଓ ମା ମାନେ  ଉପସ୍ଥିତ ଥିଲେ।

Powered by Froala Editor

Tags Suvadra shakti

Related articles Odisha News Lens 4.1

  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14218
    Aug 14, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14070
    Aug 14, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13482
    Aug 14, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13820
    Aug 13, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13966
    Aug 13, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15661
    Aug 13, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ
    ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15753
    Aug 13, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି
    ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13502
    Aug 13, 2026
  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ
    ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13752
    Aug 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13482
    Aug 14, 2026
  • ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13502
    Aug 13, 2026
  • ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13820
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17029
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17642
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17693
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18094
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14452
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14522
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14359
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15938
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16351
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13977
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14358
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15262
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14633
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14070
    Aug 14, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15267
    Aug 14, 2026
  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

    14218
    Aug 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In