Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ...

  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ...

  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ...

  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ...

  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ...

  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ...

  • ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ...

  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ...

  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ...

ରାଜ୍ୟ
Home ›› ରାଜ୍ୟ ››ଦିନକୁ ସାଢ଼େ ୩ଲକ୍ଷ ଟିକାକରଣ କର: ଏସିଏସ୍‌

ଦିନକୁ ସାଢ଼େ ୩ଲକ୍ଷ ଟିକାକରଣ କର: ଏସିଏସ୍‌

2021-08-01 06:50:22
13666
Share:
Facebook
Twitter
E-Mail
WhatsApp
Telegram
ଦିନକୁ ସାଢ଼େ ୩ଲକ୍ଷ ଟିକାକରଣ କର: ଏସିଏସ୍‌

ଭୁବନେଶ୍ବର: ଆସନ୍ତା ଅଗଷ୍ଟ ମାସରେ ଭାରତ ସରକାରଙ୍କ ପକ୍ଷରୁ ୪୩ ଲକ୍ଷ ୪୮ହଜାର ୫୭୦ ପାନ ଟିକା ଆସିବ। ଏଥିରେ ରାଜ୍ୟ ସରକାରଙ୍କୁ ୩୩ ଲକ୍ଷ ୭୨ହଜାର ୨୮୦ ପାନ ମାଗଣା ଟିକା ରହିଥିବାବେଳେ ୯ଲକ୍ଷ ୭୬ହଜାର ୨୯୦ ପାନ ବିଭିନ୍ନ ଘରୋଇ ଚିକିତ୍ସାଳୟର ଟିକା ରହିଛି। ଏହି ଟିକାକୁ କିଭଳି ଠିକଣା ଭାବେ ପ୍ରତିଦିନ ଦିଆଯିବ ଏବଂ ଅତି କମରେ ଦିନକୁ ସାଢ଼େ ୩ ଲକ୍ଷ ଲେଖାଏଁ ପାନ ଟିକାକରଣ କରାଯିବ ସେ ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସବୁ ଜିଲାପାଳ, ମହାନଗର ନିଗମ ଆୟୁକ୍ତ ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି।

ଶ୍ରୀ ମହାପାତ୍ର ବ୍ୟକ୍ତିଗତ ଭାବେ ଦେଇଥିବା ନିର୍ଦେଶନାମାରେ ଦର୍ଶାଇଛନ୍ତି ଯେ ଭାରତ ସରକାରଙ୍କ ପକ୍ଷରୁ ଅଗଷ୍ଟ ମାସରେ ୨୯ଲକ୍ଷ ୫୬ହଜାର ୯୯୦ ପାନ ‘କୋଭିସିଲ୍ଡ’ ପାନ ଏବଂ ୪ଲକ୍ଷ ୧୫ହଜାର ୨୮୦ ପାନ ‘କୋଭାକ୍ସିନ୍’ ଟିକା ରାଜ୍ୟ ସରକାରଙ୍କୁ ମାଗଣା ବାବଦକୁ ମିଳିବ। ଅବଶିଷ୍ଟ ୯ଲକ୍ଷ ୭୬ହଜାର ୨୯୦ ପାନ ଘରୋଇ ଚିକିତ୍ସାଳୟ ଟିକା ମଧ୍ୟରୁ ୮ଲକ୍ଷ ୪୪ହଜାର ୭୮୦ ପାନ ‘କୋଭିସିଲ୍ଡ’ ଏବଂ ୧ ଲକ୍ଷ ୩୧ହଜାର ୫୧୦ ପାନ ‘କୋଭାକ୍ସିନ’ ଟିକା ଆସିବ। ରାଜ୍ୟ ସରକାରଙ୍କ ପକ୍ଷରୁ ଜାନୁଆରୀ ୧୬ରୁ ଆରମ୍ଭ ହୋଇଥିବା ଟିକାକରଣ କାର୍ଯ୍ୟକ୍ରମରେ ଇତିମଧ୍ୟରେ ୧କୋଟି ୬୪ଲକ୍ଷ ଟିକାକରଣ ହୋଇସାରିଲାଣି। ଜୁଲାଇରେ ଦୈନିକ ଟିକାକରଣ ହାର ୧.୯୪ଲକ୍ଷ ରହିଛି। ଅଗଷ୍ଟରେ ଅଧିକ ଟିକା ଆସିବ। ତେଣୁ ପ୍ରତିଦିନ ଜିଲାଗୁଡିକୁ ଯେଉଁ ଲକ୍ଷ୍ୟ ଧାର୍ଯ୍ୟ ଦିଆଯାଇଛି ତାକୁ ପୂରଣ କରିବାକୁ ପଡ଼ିବ। ଟିକାକରଣ ବେଳେ ଦ୍ବିତୀୟପାନ ଟିକା ନେବାକୁ ଥିବା ହିତାଧିକାରୀଙ୍କୁ ପ୍ରାଥମିକତା ଦିଆଯିବ। ଟିକାକରଣ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବାପାଇଁ ଅଙ୍ଗନବାଡି କର୍ମୀ, ଆଶାକର୍ମୀଙ୍କୁ ନେଇ ଜନସାଧାରଣଙ୍କୁ ସଚେତନ କରାଯାଇପାରିବ।

Powered by Froala Editor

Tags Vaccine

Related articles Odisha News Lens 4.1

  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ
    ଦେଶ-ଦେଶାନ୍ତର

    କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ

    15459
    Aug 23, 2026
  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି
    ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    13995
    Aug 23, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ
    ବିଶେଷ

    ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14718
    Aug 24, 2026
  •  ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍
    ଦେଶ-ଦେଶାନ୍ତର

    ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15712
    Aug 22, 2026
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା
    ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15348
    Aug 23, 2026
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...
    ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...

    15784
    Aug 22, 2026
  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା
    ଦେଶ-ଦେଶାନ୍ତର

    ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା

    15103
    Aug 23, 2026
  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ
    ଦେଶ-ଦେଶାନ୍ତର

    ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

    13837
    Aug 23, 2026
  • ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର

    15592
    Aug 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା

    15103
    Aug 23, 2026
  • ଦେଶ-ଦେଶାନ୍ତର

    ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ

    14167
    Aug 23, 2026
  • ଦେଶ-ଦେଶାନ୍ତର

    ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର

    15592
    Aug 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17049
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17678
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17720
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18117
    Sep 06, 2023

ବିଶେଷ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14718
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15515
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16046
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13967
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14992
    Aug 13, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15970
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14006
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14270
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14393
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ

    15459
    Aug 23, 2026
  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା

    15103
    Aug 23, 2026
  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

    13837
    Aug 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In