Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ...

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • କାବେରୀରେ ଭାସିଗଲେ ୫ ଜଣ

  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ...

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ଆଦାୟ କରିବ ନାହିଁ

ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ଆଦାୟ କରିବ ନାହିଁ

2026-06-25 12:23:33
13506
Share:
Facebook
Twitter
E-Mail
WhatsApp
Telegram
ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ଆଦାୟ କରିବ ନାହିଁ

ୱାଶିଂଟନ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ କିମ୍ବା ଅନ୍ୟାନ୍ୟ ଦେୟ ଆଦାୟ କରିବ ନାହିଁ। ଏହି ଗୁରୁତ୍ୱପୂର୍ଣ୍ଣ ଆନ୍ତର୍ଜାତିକ ଜଳପଥରେ ଜାହାଜ ଚଳାଚଳକୁ ନେଇ ଚାଲିଥିବା ବିବାଦ ଓ ଆଶଙ୍କା ମଧ୍ୟରେ ଟ୍ରମ୍ପଙ୍କର ଏହି ମନ୍ତବ୍ୟ ଆଶ୍ବସ୍ତିକର ହୋଇଛି।
ଟ୍ରମ୍ପ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଟ୍ରୁଥ୍ ସୋସିଆଲ’ରେ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ଟ୍ରମ୍ପ କହିଛନ୍ତି ଯେ ହର୍ମୁଜ ପ୍ରଣାଳୀରେ ଇରାନ ଟିକସ ଆଦାୟ କରୁଥିବା ନେଇ କେତେକ ଗଣମାଧ୍ୟମରେ ଭୁଲ୍‌ ଖବର ପ୍ରସାରିତ ହେଉଛି। କାରଣ ଇରାନ ଆମକୁ ପ୍ରତିଶ୍ରୁତି ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀରେ କୌଣସି ପ୍ରକାର ଟିକସ ଆଦାୟ କରିବ ନାହିଁ। ଆମେରିକା ରାଷ୍ଟ୍ରପତି ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ଯଦି ଇରାନ ପକ୍ଷରୁ ମିଳିଥିବା ଏହି ସୂଚନା ଭୁଲ୍ ବୋଲି ପ୍ରମାଣିତ ହୁଏ, ତେବେ ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା ଆଲୋଚନା ତୁରନ୍ତ ବନ୍ଦ କରିଦିଆଯିବ। ଆମେରିକା ବୈଦେଶିକ ମନ୍ତ୍ରଣାଳୟର କହିବା ଅନୁଯାୟୀ, ଆନ୍ତର୍ଜାତିକ ନିୟମ ଅନୁସାରେ ହର୍ମୁଜ ଏକ ମୁକ୍ତ ଅନ୍ତର୍ଜାତୀୟ ଜଳପଥ। ଏଠାରେ କୌଣସି ଦେଶ ଜାହାଜଗୁଡ଼ିକ ଉପରେ ଜବରଦସ୍ତି ଟୋଲ୍ କିମ୍ବା ଟିକସ ଲଗାଇ ପାରିବେ ନାହିଁ। ଇରାନ ଆମେରିକାକୁ ଜଣାଇଛି ଯେ କେତେକ ମିଥ୍ୟା ଖବର ପ୍ରସାରଣ ସତ୍ତ୍ୱେ ହର୍ମୁଜ ପ୍ରଣାଳୀ ଦେଇ ଯାତ୍ରା କରୁଥିବା ଜାହାଜଗୁଡ଼ିକ ଉପରୁ କୌଣସି ଟିକସ, ବୀମା ଖର୍ଚ୍ଚ କିମ୍ବା ଅନ୍ୟ କୌଣସି ପ୍ରକାରର ଶୁଳ୍କ ଆଦାୟ କରାଯାଉ ନାହିଁ।

Powered by Froala Editor

Tags Trump

Related articles Odisha News Lens 4.1

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14768
    Jun 24, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15456
    Jun 25, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15050
    Jun 24, 2026
  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...
    ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...

    13506
    Jun 25, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    14881
    Jun 25, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15384
    Jun 24, 2026
  • କାବେରୀରେ ଭାସିଗଲେ ୫ ଜଣ
    ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    15026
    Jun 25, 2026
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର
    ଦେଶ-ଦେଶାନ୍ତର

    ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14103
    Jun 25, 2026
  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ
    ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15119
    Jun 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ଆଦାୟ କରିବ ନାହିଁ

    13506
    Jun 25, 2026
  • ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ

    15456
    Jun 25, 2026
  • ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15050
    Jun 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16943
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17562
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17611
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18007
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15050
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15201
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15030
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15641
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14507
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13785
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14876
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15491
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15243
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14768
    Jun 24, 2026
  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ଆଦାୟ କରିବ ନାହିଁ

    13506
    Jun 25, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15050
    Jun 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In