Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ...

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ...

  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ...

  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ...

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ...

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

ରାଜ୍ୟ
Home ›› ରାଜ୍ୟ ››ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର, କାର୍ଯ୍ୟାନୁଷ୍ଠାନ ହେବ

ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର, କାର୍ଯ୍ୟାନୁଷ୍ଠାନ ହେବ

2026-06-26 07:51:00
13839
Share:
Facebook
Twitter
E-Mail
WhatsApp
Telegram
ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର, କାର୍ଯ୍ୟାନୁଷ୍ଠାନ ହେବ

ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ଉନ୍ନୟନ କମିସନରଙ୍କ ନେତୃତ୍ବରେ ଗଠିତ କମିଟି ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଇଛନ୍ତି। ଏଥିସହିତ କାହାକୁ ଦାୟୀ କରାଯାଇଛି, କାହା ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ସେ ନେଇ ଚର୍ଚ୍ଚା ଜୋର ଧରିଛି। ଏଥିସହିତ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ଉପରେ ନଜର ରହିଛି। ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ଓଡ଼ିଶାବାସୀଙ୍କୁ ସ୍ପଷ୍ଟ ଚିତ୍ର ମିଳିପାରୁ ନାହିଁ। 

ଓଡ଼ିଆ ପାଠ୍ୟ ପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି, ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର ଥିବା ଲାଗୁଛି। ସରକାର ଏହାକୁ ଗମ୍ଭୀରତାର ସହ ନେଇଛନ୍ତି। ସରକାରକୁ ବଦନାମ କରିବାକୁ ଷଡ଼ଯନ୍ତ୍ର ହୋଇଥିବା ଲାଗୁଛି। ତଦନ୍ତ ପାଇଁ କମିଟି ଗଠନ ହୋଇଛି, ୭ ଦିନ ଭିତରେ ରିପୋର୍ଟ ଆସିବ। ଷଡ଼ଯନ୍ତ୍ର ଥିଲେ ରିପୋର୍ଟ ଆଧାରରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ।

୨୦୨୬-୨୭ ଶିକ୍ଷାବର୍ଷକୁ ୩ ମାସ ବିତିଯାଇଥିଲେ ମଧ୍ୟ ପିଲାଙ୍କ ପାଠପଢ଼ା କିଭଳି ହେବ ତାହା ବୁଝାପଡ଼ୁନି। ଅନ୍ୟପକ୍ଷରେ କାହାର ଭୁଲ୍‌ ପାଇଁ ୨ କୋଟି ୭୨ ଲକ୍ଷ ବହିରେ ତ୍ରୁଟି ହେଲା ସେ ବିବାଦ ବଢ଼ୁଛି। ପାଠ୍ୟପୁସ୍ତକ ଶୀଘ୍ର ପ୍ରସ୍ତୁତ କରିବାକୁ ତତ୍କାଳୀନ ଏସ୍‌ସିଇଆର୍‌ଟି ନିର୍ଦ୍ଦେଶକ କହିଥିବା ସମ୍ପର୍କରେ ସମ୍ପାଦନା ଓ ସମୀକ୍ଷକ ମଣ୍ଡଳୀର ସଦସ୍ୟମାନେ ଅଭିଯୋଗ ଆଣୁଛନ୍ତି। ଡିଟିପି ଓ ଡିଜାଇନ୍‌ ପ୍ରସ୍ତୁତ କରିଥିବା ସଂସ୍ଥା ପକ୍ଷରୁ ସମୀକ୍ଷକଙ୍କୁ ଦାୟୀ କରାଯାଇଛି। ପାଠ୍ୟପୁସ୍ତକଗୁଡ଼ିକୁ ସମୀକ୍ଷା ପାଇଁ ୫ ଥର ପଠାଯାଇଥିଲା ବୋଲି ସଂସ୍ଥାର ଜଣେ ଅଧିକାରୀ କହିଛନ୍ତି। ଏତେ ଥର ସଂଶୋଧନ ପାଇଁ ପଠାଯିବା ପରେ କାହିଁକି ତ୍ରୁଟି ରହିଲା ତାହାକୁ ନେଇ ଡିଟିପି ଅପରେଟରମାନେ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି।

Powered by Froala Editor

Tags book

Related articles Odisha News Lens 4.1

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    15072
    Jun 25, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ
    ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15131
    Jun 26, 2026
  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା
    ଦେଶ-ଦେଶାନ୍ତର

    କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା

    14922
    Jun 26, 2026
  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ
    ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15301
    Jun 25, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି
    ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    14920
    Jun 25, 2026
  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ
    ଦେଶ-ଦେଶାନ୍ତର

    ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ

    14763
    Jun 26, 2026
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର
    ଦେଶ-ଦେଶାନ୍ତର

    ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14287
    Jun 25, 2026
  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ
    ଅପରାଧ

    ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15340
    Jun 26, 2026
  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...
    ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...

    13697
    Jun 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    14920
    Jun 25, 2026
  • ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    15072
    Jun 25, 2026
  • ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15301
    Jun 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16946
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17563
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17614
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18010
    Sep 06, 2023

ବିଶେଷ

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15131
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15229
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15224
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15053
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15664
    Jun 20, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13788
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14882
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15494
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15247
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ଆଦାୟ କରିବ ନାହିଁ

    13697
    Jun 25, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    14920
    Jun 25, 2026
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14287
    Jun 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In