୬୧ ଅଧ୍ୟାପକଙ୍କୁ ମହାବିଦ୍ୟାଳୟରେ ପଦ ସ୍ଥାପନ
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ୬୧ ଓଡ଼ିଶା ଶିକ୍ଷା ସେବା(କଲେଜ ଶାଖା) ଅଧିକାରୀଙ୍କ ପ୍ରତ୍ୟାବର୍ତ୍ତନ କରାଯାଇଛି। ମହାବିଦ୍ୟାଳୟରୁ ବିଶ୍ୱବିଦ୍ୟାଳୟକୁ ଉନ୍ନୀତ ହୋଇଥିବା ଅଧ୍ୟାପକଙ୍କ ପ୍ରତ୍ୟାବର୍ତ୍ତନ ନିଷ୍ପତ୍ତି ନିଆଯାଇଛି। ମୋଟ ୬୧ ଅଧ୍ୟାପକଙ୍କୁ ବିଶ୍ବବିଦ୍ୟାଳୟରୁ ପ୍ରତ୍ୟାବର୍ତ୍ତନ କରାଯାଇ ସରକାରୀ ଡିଗ୍ରୀ ମହାବିଦ୍ୟାଳୟରେ ପଦ ସ୍ଥାପନ କରାଯାଇଛି।
Powered by Froala Editor