Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ...

  • ଅଲଗା ହେବେ ଗୌରବ-ଆକାଂକ୍ଷା

  • ରାଜୀବ କୁମାର ହେବେ HDFCର ନୂଆ ଚେୟାରମ୍ୟାନ୍

  • ଦ୍ୱିତୀୟ ବିବାହ କଲେ ତ୍ରିପୁରା ପୂର୍ବତନ ...

  • ଅମରନାଥ ଯାତ୍ରା ପୂର୍ବରୁ ଆତଙ୍କବାଦୀ ଗିରଫ

  • ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ...

  • ପ୍ରଥମେ ପୂଜା କରି ଅମରନାଥ ଯାତ୍ରାର ...

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ...

  • ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ...

  • ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ...

Home ›› ››ଜୁଲାଇ ୧ରୁ ନୂତନ କମିଟି ଗଠନ ପାଇଁ ପ୍ରକ୍ରିୟା ଆରମ୍ଭ

ଜୁଲାଇ ୧ରୁ ନୂତନ କମିଟି ଗଠନ ପାଇଁ ପ୍ରକ୍ରିୟା ଆରମ୍ଭ

2026-06-29 06:13:40
15419
Share:
Facebook
Twitter
E-Mail
WhatsApp
Telegram
ଜୁଲାଇ ୧ରୁ ନୂତନ କମିଟି ଗଠନ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର : ରାଜ୍ୟର ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ନୂତନ ବିଦ୍ୟାଳୟ ପରିଚାଳନା କମିଟି (ଏସ୍‌ଏମ୍‌ସି) ଗଠନ ହେବ। ଏନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ ୩୦ରେ ବର୍ତ୍ତମାନର କମିଟିଗୁଡ଼ିକର କାର୍ଯ୍ୟକାଳ ଶେଷ ହେଉଥିବାରୁ ଜୁଲାଇ ୧ରୁ ନୂତନ କମିଟି ଗଠନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ। ଏନେଇ ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦେଶିକା ଅନନ୍ୟା ଦାସ ସମସ୍ତ ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ନିର୍ଦେଶନାମା ଜାରି କରିଛନ୍ତି।
ଏହି ନୂତନ ନିୟମ ଅନୁଯାୟୀ, ପ୍ରତ୍ୟେକ ବିଦ୍ୟାଳୟରେ କେବଳ ଗୋଟିଏ ଏସ୍‌ଏମ୍‌ସି ରହିବ। ପୂର୍ବରୁ ରହୁଥିବା ପୃଥକ ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟି (ଏସ୍‌ଏମ୍‌ଡିସି) ବ୍ୟବସ୍ଥାକୁ ଉଚ୍ଛେଦ କରାଯାଇଛି। ଏଥିସହ ଏସ୍‌ଏମ୍‌ସିକୁ ସହାୟତା କରିବା ପାଇଁ ପ୍ରତ୍ୟେକ ବିଦ୍ୟାଳୟରେ ଦୁଇଟି ଉପକମିଟି ଯଥା- ସ୍କୁଲ ବିଲ୍ଡିଂ କମିଟି (ବିଦ୍ୟାଳୟ ଗୃହ ନିର୍ମାଣ କମିଟି) ଏବଂ ଏକାଡେମିକ କମିଟି ଗଠନ କରାଯିବ। ଓସେପା ପକ୍ଷରୁ ଜାରି ହୋଇଥିବା ସୂଚୀ ଅନୁଯାୟୀ ସମସ୍ତ ପ୍ରକ୍ରିୟା ଜୁଲାଇ ୨୨ ସୁଦ୍ଧା ଶେଷ କରିବାକୁ କୁହାଯାଇଛି। ଜୁଲାଇ ୧ରୁ ଜୁଲାଇ ୧୫ ମଧ୍ୟରେ ଅଭିଭାବକ – ଶିକ୍ଷକ ବୈଠକ (ପିଟିଏମ) ଏବଂ ସଦସ୍ୟ ମନୋନୟନ/ନିର୍ବାଚନ ହେବ। ଜୁଲାଇ ୧୭ ସୁଦ୍ଧା ବିଧିବଦ୍ଧ ଭାବେ ନୂତନ ଏସ୍‌ଏମ୍‌ସି ଗଠନ କରାଯିବ। ଜୁଲାଇ ୧୮ ସୁଦ୍ଧା ସିଆରସିସିଙ୍କ ନିକଟରେ ସଂକଳ୍ପ ଦାଖଲ ହେବ। ଜୁଲାଇ ୨୦ ସୁଦ୍ଧା ସିଆରସିସି ଜରିଆରେ ଗୋଷ୍ଠୀ ଶିକ୍ଷା ଅଧିକାରୀ (ବିଇଓ)ଙ୍କୁ ପ୍ରସ୍ତାବ ପ୍ରେରଣ କରାଯିବ। ଜୁଲାଇ ୨୧ ସୁଦ୍ଧା ବ୍ଲକରୁ ଜିଲାସ୍ତରକୁ ସ୍କୁଲୱାରୀ ସୂଚନା
ପ୍ରଦାନ କରାଯିବ।
ବିଦ୍ୟାଳୟରେ ପଢୁଥିବା ପିଲାଙ୍କ ନାମଲେଖା ସଂଖ୍ୟାକୁ ଆଧାର କରି ଏସ୍‌ଏମ୍‌ସି ସଦସ୍ୟଙ୍କ ସଂଖ୍ୟା ସ୍ଥିର କରାଯିବ। ୧୦୦ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଥିବା ସ୍କୁଲରେ ୧୨ରୁ ୧୫ ସଦସ୍ୟ, ୧୦୦ରୁ ୫୦୦ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଥିବା ସ୍କୁଲରେ ୧୫ରୁ ୨୦ ସଦସ୍ୟ ଏବଂ ୫୦୦ରୁ ଅଧିକ ଛାତ୍ରଛାତ୍ରୀ ଥିବା ସ୍କୁଲରେ ୨୦ରୁ ୨୫ ସଦସ୍ୟ ରହିବେ। କମିଟିର ମୋଟ ସଦସ୍ୟ ସଂଖ୍ୟାର ଶତକଡ଼ା ୭୫ ଭାଗ କେବଳ ବିଦ୍ୟାଳୟରେ ପଢୁଥିବା ପିଲାମାନଙ୍କ ପିତାମାତା କିମ୍ବା ଆଇନଗତ ଅଭିଭାବକ ରହିବେ। ସମଗ୍ର କମିଟିରେ ଅତିକମରେ ୫୦ ପ୍ରତିଶତ ମହିଳା ସଦସ୍ୟା ରହିବା ବାଧ୍ୟତାମୂଳକ। ବାକି ୨୫% ସଦସ୍ୟଙ୍କ ମଧ୍ୟରେ ସ୍ଥାନୀୟ ୱାର୍ଡ ମେମ୍ବର/କାଉନସିଲର, ଶିକ୍ଷକ ପ୍ରତିନିଧି, ସ୍ଥାନୀୟ ଅଙ୍ଗନବାଡ଼ି କର୍ମୀ, ଆଶା କର୍ମୀ, ପୁରାତନ ଛାତ୍ରଛାତ୍ରୀ ଏବଂ ଶିକ୍ଷାବିତ୍ ସାମିଲ ହେବେ। ନୂତନ ଭାବେ ଗଠନ ହେବାକୁ ଥିବା ପ୍ରତି ମାସରେ ଅତିକମରେ ଥରେ ଏସ୍‌ଏମ୍‌ସି ବୈଠକ ବସିବା ବାଧ୍ୟତାମୂଳକ କରାଯାଇଛି।

Powered by Froala Editor

Tags New committee

Related articles Odisha News Lens 4.1

  • ଅଲଗା ହେବେ ଗୌରବ-ଆକାଂକ୍ଷା
    ମନୋରଞ୍ଜନ

    ଅଲଗା ହେବେ ଗୌରବ-ଆକାଂକ୍ଷା

    15122
    Jun 30, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ
    ବାଣିଜ୍ୟ

    ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    14893
    Jun 30, 2026
  • ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ

    14995
    Jun 29, 2026
  • ଅମରନାଥ ଯାତ୍ରା ପୂର୍ବରୁ ଆତଙ୍କବାଦୀ ଗିରଫ
    ଦେଶ-ଦେଶାନ୍ତର

    ଅମରନାଥ ଯାତ୍ରା ପୂର୍ବରୁ ଆତଙ୍କବାଦୀ ଗିରଫ

    14924
    Jun 30, 2026
  • ରାଜୀବ କୁମାର ହେବେ HDFCର ନୂଆ ଚେୟାରମ୍ୟାନ୍
    ଦେଶ-ଦେଶାନ୍ତର

    ରାଜୀବ କୁମାର ହେବେ HDFCର ନୂଆ ଚେୟାରମ୍ୟାନ୍

    14463
    Jun 30, 2026
  • ଦ୍ୱିତୀୟ ବିବାହ କଲେ ତ୍ରିପୁରା ପୂର୍ବତନ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଦ୍ୱିତୀୟ ବିବାହ କଲେ ତ୍ରିପୁରା ପୂର୍ବତନ ମୁଖ୍ୟମନ୍ତ୍ରୀ

    13291
    Jun 30, 2026
  • ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ପ୍ରବଳ ବର୍ଷା
    ଦେଶ-ଦେଶାନ୍ତର

    ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ପ୍ରବଳ ବର୍ଷା

    14973
    Jun 30, 2026
  • ପ୍ରଥମେ ପୂଜା କରି ଅମରନାଥ ଯାତ୍ରାର ଶୁଭାରମ୍ଭ କଲେ ଉପଜିଲ୍ଲାପାଳ
    ଦେଶ-ଦେଶାନ୍ତର

    ପ୍ରଥମେ ପୂଜା କରି ଅମରନାଥ ଯାତ୍ରାର ଶୁଭାରମ୍ଭ କଲେ ଉପଜିଲ୍ଲାପାଳ

    15194
    Jun 30, 2026
  • ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ନାମରେ ମାମଲା
    ଦେଶ-ଦେଶାନ୍ତର

    ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ନାମରେ ମାମଲା

    14195
    Jun 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଅଲଗା ହେବେ ଗୌରବ-ଆକାଂକ୍ଷା

    15122
    Jun 30, 2026
  • ଦେଶ-ଦେଶାନ୍ତର

    ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ, ପ୍ରବଳ ବର୍ଷା

    14973
    Jun 30, 2026
  • ଦେଶ-ଦେଶାନ୍ତର

    ଦ୍ୱିତୀୟ ବିବାହ କଲେ ତ୍ରିପୁରା ପୂର୍ବତନ ମୁଖ୍ୟମନ୍ତ୍ରୀ

    13291
    Jun 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16958
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17569
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17619
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18016
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    13887
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14190
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15816
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15682
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15329
    Jun 22, 2026

ବାଣିଜ୍ୟ

ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

କଲ୍ୟାଣ ଜୁଏଲର୍ସର ଲାଇଫ୍‌ଷ୍ଟାଇଲ୍‌ ଗହଣା ବ୍ରାଣ୍ଡ୍‌ କ୍ୟାଣ୍ଡିୟର୍‌ ପକ୍ଷରୁ ମହିଳା କ୍ରିକେଟ୍‌ ତାରକାସ୍ମୃତି ମନ୍ଧାନାଙ୍କୁ ବ୍ରାଣ୍ଡ୍‌ ଆମ୍ବାସଡର୍‌ ଭାବେ ନିଯୁକ୍ତ କରାଯାଇଛି। ବଲିଉଡ୍‌ ତାରକା ଶାହରୁଖ ଖାନଙ୍କ ସହ ସେ ଯୋଗ ଦେଇଛନ୍ତି।

ଏକ ଲାଇଫଷ୍ଟାଇଲ୍&zwn ...

  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15692
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13795
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14891
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15505
    Mar 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ନାମରେ ମାମଲା

    14195
    Jun 29, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    13887
    Jun 30, 2026
  • ପ୍ରଥମେ ପୂଜା କରି ଅମରନାଥ ଯାତ୍ରାର ଶୁଭାରମ୍ଭ କଲେ ଉପଜିଲ୍ଲାପାଳ

    15194
    Jun 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In