Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ...

  • ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ...

  • ଜୁଲାଇ ୫ ସୁଦ୍ଧା ଦେଶର ଅବଶିଷ୍ଟ ରାଜ୍ୟରେ ...

  • ଅରଣ୍ୟ ସୋସାଇଟିରେ ଏୟାର କଣ୍ଡିସନର ...

  • ମୋଦିଙ୍କୁ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ...

  • ମଲା ସାପକୁ କାମୁଡି ରିଲ୍ସ, ଘଟିଲା ଏମିତି...

  • ଜୁଲାଇ ୧ରୁ ବନ୍ଦ ହେବ ୧୦୦-୨୦୦ ପୁରୁଣା ...

  • ଲଞ୍ଚ ହେବ ଏଆଇ ୟୁପିଆଇ

  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

  • ଆତଙ୍କବାଦୀ ଆକ୍ରମଣରେ ୬ ମୃତ

Home ›› ››ଲୁହା ରଡ୍‌ରେ ପିଟିପିଟି ଯୁବକଙ୍କୁ ନିର୍ମମ ହତ୍ୟା

ଲୁହା ରଡ୍‌ରେ ପିଟିପିଟି ଯୁବକଙ୍କୁ ନିର୍ମମ ହତ୍ୟା

2026-06-29 10:40:09
14394
Share:
Facebook
Twitter
E-Mail
WhatsApp
Telegram
ଲୁହା ରଡ୍‌ରେ ପିଟିପିଟି ଯୁବକଙ୍କୁ ନିର୍ମମ ହତ୍ୟା

ଭୁବନେଶ୍ଵର: ଖଣ୍ଡଗିରି ଥାନା ପଛପଟ ଅଞ୍ଚଳରେ ଏକ ଅଭାବନୀୟ ତଥା ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଘରେ ଶୋଇଥିବା ବେଳେ ଜଣେ ଯୁବକଙ୍କୁ ଲୁହା ରଡ୍‌ରେ ପିଟିପିଟି ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା ସ୍ଥାନୀୟ ଅଞ୍ଚଳରେ ତୀବ୍ର ଚାଞ୍ଚଲ୍ୟ ଖେଳାଇ ଦେଇଛି।ମୃତ ଯୁବକ ଜଣକ ହେଲେ କୃଷ୍ଣ ପାଢ଼ୀ। ତାଙ୍କର ମୂଳ ଘର ଗଞ୍ଜାମ ଜିଲ୍ଲା ସୋରଡ଼ା ଅଞ୍ଚଳରେ ବୋଲି ଜଣାପଡ଼ିଛି। ସେ ଏମବିଏ (MBA) ପାଠ ପଢ଼ିଥିଲେ ଏବଂ ଭୁବନେଶ୍ୱରରେ ନିଜ ବାପା ଓ ଭଉଣୀଙ୍କ ସହ ରହୁଥିଲେ।

ସୂଚନା ଅନୁଯାୟୀ,ଗତକାଲି ରାତିରେ କୃଷ୍ଣ ପରିବାର ଲୋକଙ୍କ ସହ ଘରେ ଶୋଇଥିଲେ। ବିଳମ୍ବିତ ରାତିରେ ଦୁଇ ଜଣ ମୁଖାପିନ୍ଧା ଦୁର୍ବୃତ୍ତ କୌଣସି କାରଣରୁ ଘରେ ପଶି ଆସିଥିଲେ ଏବଂ ଅତର୍କିତ ଆକ୍ରମଣ କରିଥିଲେ। ଦୁର୍ବୃତ୍ତମାନେ ଏକ ଲୁହା ରଡ୍ ସାହାଯ୍ୟରେ କୃଷ୍ଣଙ୍କୁ ପିଟିପିଟି ହତ୍ୟା କରିଥିବା ସନ୍ଦେହ କରାଯାଉଛି। କୃଷ୍ଣଙ୍କୁ ବଞ୍ଚାଇବାକୁ ଯାଇ ତାଙ୍କ ବାପା ହିମାଂଶୁ ପାଢ଼ୀ ଏବଂ ଭଉଣୀ ତାପସୀ ପାଢ଼ୀ ମଧ୍ୟ ଦୁର୍ବୃତ୍ତଙ୍କ ଆକ୍ରମଣର ଶିକାର ହୋଇଛନ୍ତି। ଉଭୟ ଗୁରୁତର ଆହତ ହୋଇଥିବା ବେଳେ, ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। 

Powered by Froala Editor

Tags Murder

Related articles Odisha News Lens 4.1

  • ଆତଙ୍କବାଦୀ ଆକ୍ରମଣରେ ୬ ମୃତ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ୬ ମୃତ

    14288
    Jun 28, 2026
  • ମଲା ସାପକୁ କାମୁଡି ରିଲ୍ସ, ଘଟିଲା ଏମିତି...
    ଦେଶ-ଦେଶାନ୍ତର

    ମଲା ସାପକୁ କାମୁଡି ରିଲ୍ସ, ଘଟିଲା ଏମିତି...

    13611
    Jun 29, 2026
  • ମୋଦିଙ୍କୁ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ ସମ୍ମାନ
    ଦେଶ-ଦେଶାନ୍ତର

    ମୋଦିଙ୍କୁ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ ସମ୍ମାନ

    14180
    Jun 29, 2026
  • ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ବିବାଦ: ତୁରନ୍ତ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ

    14786
    Jun 29, 2026
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

    13987
    Jun 28, 2026
  • ଜୁଲାଇ ୧ରୁ ବନ୍ଦ ହେବ ୧୦୦-୨୦୦ ପୁରୁଣା ନୋଟ୍ !
    ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ବନ୍ଦ ହେବ ୧୦୦-୨୦୦ ପୁରୁଣା ନୋଟ୍ !

    14586
    Jun 29, 2026
  • ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ନାମରେ ମାମଲା
    ଦେଶ-ଦେଶାନ୍ତର

    ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ନାମରେ ମାମଲା

    13988
    Jun 29, 2026
  • ଅରଣ୍ୟ ସୋସାଇଟିରେ ଏୟାର କଣ୍ଡିସନର ବିସ୍ଫୋରଣ
    ଦେଶ-ଦେଶାନ୍ତର

    ଅରଣ୍ୟ ସୋସାଇଟିରେ ଏୟାର କଣ୍ଡିସନର ବିସ୍ଫୋରଣ

    14070
    Jun 29, 2026
  • ଜୁଲାଇ ୫ ସୁଦ୍ଧା ଦେଶର ଅବଶିଷ୍ଟ ରାଜ୍ୟରେ ପ୍ରବେଶ କରିପାରେ ମୌସୁମୀ
    ଦେଶ-ଦେଶାନ୍ତର

    ଜୁଲାଇ ୫ ସୁଦ୍ଧା ଦେଶର ଅବଶିଷ୍ଟ ରାଜ୍ୟରେ ପ୍ରବେଶ କରିପାରେ ମୌସୁମୀ

    13954
    Jun 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏହି ଟିଏମ୍‌ସି ବିଦ୍ରୋହୀ ନେତାଙ୍କ ନାମରେ ମାମଲା

    13988
    Jun 29, 2026
  • ଦେଶ-ଦେଶାନ୍ତର

    ଜୁଲାଇ ୧ରୁ ବନ୍ଦ ହେବ ୧୦୦-୨୦୦ ପୁରୁଣା ନୋଟ୍ !

    14586
    Jun 29, 2026
  • ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ୬ ମୃତ

    14288
    Jun 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16957
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17568
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17618
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18015
    Sep 06, 2023

ବିଶେଷ

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14023
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15793
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15657
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15305
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15133
    Jun 21, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13792
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14888
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15503
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15258
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆତଙ୍କବାଦୀ ଆକ୍ରମଣରେ ୬ ମୃତ

    14288
    Jun 28, 2026
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

    13987
    Jun 28, 2026
  • ଲଞ୍ଚ ହେବ ଏଆଇ ୟୁପିଆଇ

    13737
    Jun 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In