Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

Home ›› ››କେନ୍ଦ୍ରାପଡ଼ା ରସାବଳିକୁ ଜି.ଆଇ ଟ୍ୟାଗ୍ ମାନ୍ୟତା ଦାବି

କେନ୍ଦ୍ରାପଡ଼ା ରସାବଳିକୁ ଜି.ଆଇ ଟ୍ୟାଗ୍ ମାନ୍ୟତା ଦାବି

2021-08-01 09:41:30
14740
Share:
Facebook
Twitter
E-Mail
WhatsApp
Telegram
କେନ୍ଦ୍ରାପଡ଼ା ରସାବଳିକୁ ଜି.ଆଇ ଟ୍ୟାଗ୍ ମାନ୍ୟତା ଦାବି

କେନ୍ଦ୍ରାପଡ଼ାର ରସାବଳିକୁ ଜି.ଆଇ ଟ୍ୟାଗ୍ ମାନ୍ୟତା ଦାବି । କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋଏଲଙ୍କ ନିକଟରେ ଦାବି ଜଣାଇଲେ ୩ ବିଜେଡି ସାସଂଦ । ବିଜେଡି ସାଂସଦ ସୁବାସ ସିଂହଙ୍କ ନେତୃତ୍ୱରେ ସାଂସଦ ମୁନ୍ନା ଖାନ୍ ଓ ସାଂସଦ ମମତା ମହନ୍ତ କେନ୍ଦ୍ରମନ୍ତ୍ରୀଙ୍କୁ ଏନେଇ ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି । ଇତିହାସ ଅନୁଯାୟୀ ଗଙ୍ଗରାଜତ୍ୱ ସମୟରୁ ଅର୍ଥାତ ୪ଶହ ବର୍ଷ ପୂର୍ବରୁ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା, ବଳଦେବଜୀଙ୍କ ମୁଖ୍ୟ ପ୍ରସାଦ ଭାବେ ଜଣାଶୁଣା  । ସୁସ୍ୱାଦୁ ମିଷ୍ଟାର୍ଣ୍ଣ ରସାବଳିକୁ କେନ୍ଦ୍ରାପଡ଼ା ବାସୀ ବିକ୍ରୟ କରି ନିଜର ଗୁଜୁରାଣ ମେଣ୍ଟାନ୍ତି । ଏପରିକି ଏହି ରସାବଳି ଦେଶ, ବିଦେଶକୁ ବ୍ୟାପିଥିଲେ ମଧ୍ୟ ଆଜି ପର୍ୟ୍ୟନ୍ତ ଏହାର ଜି.ଆଇ ଟ୍ୟାଗ୍ ହୋଇପାରିନାହିଁ । ଦେଶ ଓ ରାଜ୍ୟର  ପ୍ରମୁଖ ପ୍ରଦର୍ଶନୀ ଓ  ଓଡ଼ିଶା ପ୍ରସିଦ୍ଧ ବାଲିଯାତ୍ରାରେ ରସାବଳି ପ୍ରଦର୍ଶିତ ଆଦୃତ ହୋଇପାରିଛି ଦିଲ୍ଲୀ ଟୁ ଓଡ଼ିଶା ପୁର ପଲ୍ଳୀ ପର୍ୟ୍ୟନ୍ତ ବିଭିନ୍ନ ଜାନି ଯାତ୍ରା, ମେଳା ଓ ପ୍ରଦର୍ଶନୀମାନଙ୍କରେ ରସାବଳି ପ୍ରଦର୍ଶି ହୋଇ ଆଦୃତ ହୋଇପାରିଛି । କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ୍ ମିଳିପାରିଲେ, ଏହା ଅନ୍ତର୍ଜାତୀୟସ୍ତରରେ ସ୍ୱୀକୃତି ପାଇପାରିବା ସହ ଦେଶ ବିଦେଶରେ ମଧ୍ୟ ଆଦୃତ ହୋଇପାରିବ । ଫଳରେ ଜାତୀୟ ଓ ଅନ୍ତର୍ଜାତୀୟ ପର୍ୟ୍ୟଟକମାନେ ତୁଳସୀ କ୍ଷେତ୍ର ପ୍ରତି ଆକର୍ଷିତ ହେବେ ଓ ବିଶ୍ୱର ସବୁଠାରୁ ଆକର୍ଷିତ ସ୍ଥାନ ଭିତର କନିକା ଜୈବ ବିଭିଦତା, ୧୮୦ ବର୍ଷ ପୁରୁଣା ବ୍ରିଟିଶ ସମୟର ହୁକିଟୁଲା ବତୀଘର ଓ ବଙ୍ଗୋପସାଗର ବିସ୍ତିର୍ଣ୍ଣ ଜଳରାଶି ଆଧି ପର୍ୟ୍ୟଟକମାନଙ୍କୁ କେନ୍ଦ୍ରାପଡ଼ା ତୁଳସୀ କ୍ଷେତ୍ରକୁ ଆକର୍ଷଣ କରିବାରେ ଏକ ବଡ଼ ଭୂମିକା ନେବାରେ ସହାୟକ ହେବ  ।

Powered by Froala Editor

Tags Rasabali

Related articles Odisha News Lens 4.1

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14472
    Mar 04, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15398
    Mar 04, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15031
    Mar 05, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14549
    Mar 05, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15051
    Mar 05, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14706
    Mar 06, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13273
    Mar 06, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15725
    Mar 04, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13818
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14706
    Mar 06, 2026
  • ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13273
    Mar 06, 2026
  • ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14549
    Mar 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17774
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16246
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14549
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15019
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14228
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15054
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14676
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15667
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15125
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14977
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14491
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15051
    Mar 05, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14706
    Mar 06, 2026
  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13273
    Mar 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In