Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, November 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଦୀଙ୍କ ୩ ଦିନିଆ ଫିଲିପାଇନ୍ସ ଗସ୍ତ

  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ...

  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ...

  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ...

  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ ...

  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ...

  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

2026-07-01 07:39:44
15854
Share:
Facebook
Twitter
E-Mail
WhatsApp
Telegram
କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

ପୁନେର ପ୍ରସିଦ୍ଧ ଲୋହାଗଡ଼ ଦୁର୍ଗରେ କିଛି ଦିନ ହେଲା ପର୍ଯ୍ୟଟକଙ୍କ ସଂଖ୍ୟା ପ୍ରାୟ ୫୦ ପ୍ରତିଶତ ବଢ଼ିଯାଇଛି। ଯୁବ ବ୍ୟବସାୟୀ କେତନ ଅଗ୍ରୱାଲ(୨୬)ଙ୍କ ହତ୍ୟାକାଣ୍ଡ ପରେ ସେଠାକୁ ଆସୁଥିବା ପର୍ଯ୍ୟଟକଙ୍କ ସଂଖ୍ୟା ଏଭଳି ଅପ୍ରତ୍ୟାଶିତ ବଢ଼ିଥିବା ଚର୍ଚ୍ଚା ଚାଲିଛି । ଲୋକେ ସୁରକ୍ଷାକର୍ମୀ, ଗାଇଡ୍‌ ଏବଂ ଅନ୍ୟ ଟ୍ରେକରମାନଙ୍କୁ ସେହି ସ୍ଥାନ ସଂପର୍କରେ ପଚାରି ଯାଉଛନ୍ତି । ସେହି ସ୍ଥାନକୁ ‘ସିୟା ପଏଣ୍ଟ’ ବୋଲି ମଧ୍ୟ କୁହାଯାଉଛି। 

ପୁଲିସ ସନ୍ଦେହ କରୁଛି ଯେ, ଘଟଣାଦିନ ଚେତନଙ୍କୁ ଲୋହାଗଡ଼ ଦୁର୍ଗ ଗେଟ୍‌ ନିକଟରେ ଦେଖାଯାଇଥିଲା । ସେତେବେଳେ ସେ ଏକ ହୁଡି ଜ୍ୟାକେଟ୍‌ ପିନ୍ଧିଥିଲେ । ଏଭଳିସ୍ଥଳରେ ସିସିଟିଭି ଏବଂ ଭିଡିଓ ଫୁଟେଜ୍‌ ସହ ତାଙ୍କର ଚାଲିବା ଶୈଳୀ, ଶାରିରୀକ ଗତିବିଧିକୁ ମ୍ୟାଚ୍‌ କରି ତାଙ୍କର ଉପସ୍ଥିତି ନେଇ ସ୍ପଷ୍ଟ ହେବାକୁ ଉଦ୍ୟମ କରାଯିବ । ପୁଲିସ ମଧ୍ୟ ଚେତନଙ୍କୁ ନେଇ ପୁଣି ଥରେ କ୍ରାଇମ ସିନ୍‌ ରିକ୍ରିଏସନ୍‌ କରିବ । ସେହି ସମୟରେ ଘଟଣାଦିନ ଚେତନ ପିନ୍ଧିଥିବା ପୋଷାକକୁ ଉଦ୍ଧାର କରିବାକୁ ଉଦ୍ୟମ କରାଯିବ। 

ଇତିମଧ୍ୟରେ ହତ୍ୟାକାଣ୍ଡର ତଦନ୍ତ ଲାଗି ଲୋନାୱାଲା ଗ୍ରାମୀଣ ପୁଲିସ ଲୋହାଗଡ଼ ଦୁର୍ଗକୁ ପର୍ଯ୍ୟଟକଙ୍କ ଲାଗି ସାମୟିକ ଭାବେ ବନ୍ଦ ଘୋଷଣା କରିଛି। ପୂର୍ବରୁ ଅଭିଯୁକ୍ତ ସିୟାଙ୍କ ସହ କ୍ରାଇମ ସିନ୍‌ ରିକ୍ରିଏସନ୍‌ ସମୟରେ ଦୁର୍ଗକୁ ସାମୟିକ ଭାବେ ବନ୍ଦ କରାଯାଇଥିଲା। ଏବେ ତଦନ୍ତକାରୀମାନେ ଅନ୍ୟତମ ଅଭିଯୁକ୍ତ ଚେତନ ଚୌଧୁରୀଙ୍କ ଫରେନସିକ୍‌ ‘ଗେଟ୍‌ ଆନାଲିସିସ୍‌’ ଲାଗି ପ୍ରସ୍ତୁତ ହେଉଥିବାବେଳେ ପୁଣି ସେଭଳି ପଦକ୍ଷେପ ନିଆଯାଇଛି । ‘ଗେଟ୍‌ ଆନାଲିସିସ୍‌’ ହେଉଛି ଏଭଳି ଏକ ଫରେନସିକ୍‌ କୌଶଳ ଯାହାଦ୍ୱାରା ଭିଜୁଆଲ୍‌ ସାକ୍ଷ୍ୟରେ କଏଦ ହୋଇଥିବା ନିଆରା ଚାଲିବା ଶୈଳୀ, ଶାରିରୀକ ଗତିବିଧିରୁ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଏ । 


Powered by Froala Editor

Tags ketan

Related articles Odisha News Lens 4.1

  • ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବରରେ ସଂସଦ ଶୀତକାଳୀନ ଅଧିବେଶନ

    15054
    Nov 16, 2026
  • ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ
    ଦେଶ-ଦେଶାନ୍ତର

    ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

    14993
    Nov 16, 2026
  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ
    ମନୋରଞ୍ଜନ

    ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13852
    Nov 15, 2026
  • ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ
    ଖେଳ ଖବର

    ଅଣ୍ଡର-୧୯ ଏସିଆ କପ ; ପାକିସ୍ତାନକୁ ପରାସ୍ତ କରି ଭାରତ ଚାମ୍ପିୟନ

    14578
    Nov 15, 2026
  • ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା
    ବାଣିଜ୍ୟ

    ୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

    13692
    Nov 16, 2026
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି
    ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15183
    Nov 16, 2026
  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ
    ମନୋରଞ୍ଜନ

    ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

    14460
    Nov 16, 2026
  • ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ
    ଦେଶ-ଦେଶାନ୍ତର

    ଯମୁନା ଅପରିଷ୍କାର ପାଣିରେ ଛଟ୍ ପାଳିଲେ ଶ୍ରଦ୍ଧାଳୁ

    15062
    Nov 16, 2026
  • ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ
    ଦେଶ-ଦେଶାନ୍ତର

    ଆଇନଗତ କାର୍ଯ୍ୟାନୁଷ୍ଠାନ ଭୟ ବିନା ଫର୍ମ-୬ ଜରିଆରେ ସାନି ଆବେଦନ କରିପାରିବେ

    14969
    Nov 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

    14460
    Nov 16, 2026
  • ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15183
    Nov 16, 2026
  • ମନୋରଞ୍ଜନ

    ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13852
    Nov 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17285
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17988
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17943
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18358
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14685
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14318
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15658
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14444
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14521
    Nov 05, 2026

ବାଣିଜ୍ୟ

୧୦ ଗ୍ରାମ ପିଛା ୧,୨୫,୪୦୦ ଟଙ୍କା ହେଲା ୨୨ କ୍ୟାରେଟ୍ ସୁନା

ବିବାହ ଋତୁ ଆରମ୍ଭ ହେବାକୁ ଥିବା ବେଳେ ପୁଣି ସୁନା ଓ ରୁପା ଦରରେ ହ୍ରାସ ଦେଖିବାକୁ ମିଳିଛି।  ବିଶେଷ କରି ରୁପା ଦରରେ ଅଧିକ ହ୍ରାସ ରେକର୍ଡ କରାଯାଇଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ସୋମବାର ସକାଳ ପ୍ରାୟ ୯ଟା ୧୩ ସୁଦ୍ଧା ସୁନା ଦର ୧୦ ଗ୍ରାମ ପିଛା ୧,୩୬,୨୨୦ ଟଙ୍କାରେ କାରବାର କରୁଥିଲା। 

୨୪ କ୍ୟାରେଟ ...

  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍

    13942
    Nov 14, 2026
  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15420
    Nov 12, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14373
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15593
    Nov 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫୁଲବାଣୀରେ ‘ଡାକମୁନ୍‌ସୀ’ ସୁଟିଂ

    13852
    Nov 15, 2026
  • ବଞ୍ଚିଗଲି ପୋଷ୍ଟ କରି ଚର୍ଚ୍ଚାରେ ଅମିତାଭ

    14460
    Nov 16, 2026
  • ବକ୍ସ ଅଫିସ୍‌ରେ ଜବରଦସ୍ତ ‘ରାମାୟଣ’: ୧୨ ଦିନରେ ବିଶ୍ୱବ୍ୟାପୀ ଆୟ ୧୩୮୪.୫୦ କୋଟି

    15183
    Nov 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In