Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

Home ›› ››ତୁହାକୁ ତୁହା ବର୍ଷା: ୨ ଦିନରେ ଆହୁରି ଘନୀଭୂତ ହେବା ସମ୍ଭାବନା

ତୁହାକୁ ତୁହା ବର୍ଷା: ୨ ଦିନରେ ଆହୁରି ଘନୀଭୂତ ହେବା ସମ୍ଭାବନା

2026-07-03 07:43:47
14815
Share:
Facebook
Twitter
E-Mail
WhatsApp
Telegram
ତୁହାକୁ  ତୁହା ବର୍ଷା: ୨ ଦିନରେ ଆହୁରି ଘନୀଭୂତ ହେବା ସମ୍ଭାବନା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଜାରି ରହିଛି ତୁହାକୁ  ତୁହା ବର୍ଷା । ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା  ଢାଳିଛି । ପାଣିପାଗ ପୂର୍ବାନୁମାନ ଯାହା, ଲଘୁଚାପ ଆହୁରି ଘନୀଭୂତ ହେବ । ଏହା  ପ୍ରଭାବରେ ଆସନ୍ତା ୫/୬  ତାରିଖ ପର୍ଯ୍ୟନ୍ତ ରାଜ୍ୟର  ଲଗାଣ ବର୍ଷା ସମ୍ଭାବନା ଅଛି ।  ଏହା ପରେ ବର୍ଷା ପ୍ରକୋପ  କମିବ । କିଛି କିଛି ସ୍ଥାନରେ ବର୍ଷା ରହିବ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ  ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
ଆଗାମୀ ୨ ଦିନ ଭିତରେ ଏହା ଆହୁରି ଘନୀଭୂତ ହେବା ସମ୍ଭାବନା ଅଛି । ଏପଟେ  ଓଡ଼ିଶାରେ ମୌସୁମୀ ପୂରା ସକ୍ରିୟ ରହିଛି । ଗତ ୨୪ ଘଣ୍ଟା ଭିତରେ  ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇଥିବାବେଳେ  ବରଗଡ଼, ସମ୍ବଲପୁର, ସୋନପୁର, କନ୍ଧମାଳ, ବଲାଙ୍ଗୀର,  ମାଲକାନଗିରି, କେନ୍ଦୁଝର, ଝାରସୁଗୁଡ଼ା ଓ କଟକର ଗୋଟିଏ ଦୁଇଟି  ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ଲଗାଣ ବର୍ଷା ଯୋଗୁ  ମାଲକାନଗିରି କାଲିମେଳାର ପିତାପଲ୍ଲୀଘାଟୀରେ ପାହାଡ଼ରୁ ମାଟି ଅତଡ଼ା  ଧସିଛି । ରାସ୍ତାରେ ଗଛ, ମାଟି, ପଥର ପଡ଼ି ରହିବାରୁ ୫ଟି ଗାଁକୁ ସନ୍ଧ୍ୟା  ପର୍ଯ୍ୟନ୍ତ ସଡ଼କ ଯୋଗାଯୋଗ ବିଚ୍ଛିନ୍ନ ଥିଲା ।

ପାଣିପାଗ ବିଭାଗ ଆକଳନ କରିଛି, ୬ ତାରିଖ ପର୍ଯ୍ୟନ୍ତ  ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ । ଆସନ୍ତା ଦୁଇଦିନ  ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ଶୁକ୍ରବାର କୋରାପୁଟ,  ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ  ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି । କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା,  ଗଜପତିରେ ପ୍ରବଳରୁ ପ୍ରବଳତର ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଏବଂ  ବ ପ୍ରବଳ ବର୍ଷା ସମ୍ଭାବନା ଯୋଗୁ ବାଲେଶ୍ୱର, କଟକ, ମୟୂରଭଞ୍ଜ,  ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ,  ପୁରୀ, ଖୋର୍ଦ୍ଧା, ନୟାଗଡ଼ରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ୪ ତାରିଖରେ କୋରାପୁଟ ଓ ମାଲକାନଗିରିରେ ରେଡ୍‌ ୱାର୍ଣ୍ଣିଂ  ଏବଂ ଉପକୂଳ ଓଡ଼ିଶା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।  ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।    
୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ୪୦ରୁ ୬୦ କିମି  ପବନ ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ  କରାଯାଇଛି ।

Powered by Froala Editor

Tags Low pressure

Related articles Odisha News Lens 4.1

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14522
    Jul 03, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15130
    Jul 03, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14836
    Jul 01, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13736
    Jul 01, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15618
    Jul 02, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15286
    Jul 01, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15201
    Jul 01, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14183
    Jul 02, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14418
    Jul 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14183
    Jul 02, 2026
  • ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15286
    Jul 01, 2026
  • ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15201
    Jul 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16961
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17572
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17623
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18020
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14522
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14508
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14275
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15895
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15768
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15475
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13799
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14901
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14522
    Jul 03, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14418
    Jul 03, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14722
    Jul 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In