Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ...

  • ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ ...

  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

  • ଅନୁମତି ନଥିବା କହି ଇରାନ ଫେରାଇ ଦେଲା ...

  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

  • ଏଲପିଜି ବୁକିଂ ନିୟମକୁ ନେଇ ସରକାରଙ୍କ ...

  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ...

  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ ...

  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

ଖେଳ ଖବର
Home ›› ଖେଳ ଖବର ››ବ୍ରୋଞ୍ଜ ଜିତିଲେ ସିନ୍ଧୁ, ଭାରତର ଗର୍ବ କହି ପ୍ରଶଂସା କଲେ ମୋଦି

ବ୍ରୋଞ୍ଜ ଜିତିଲେ ସିନ୍ଧୁ, ଭାରତର ଗର୍ବ କହି ପ୍ରଶଂସା କଲେ ମୋଦି

2021-08-01 18:33:43
21900
Share:
Facebook
Twitter
E-Mail
WhatsApp
Telegram
ବ୍ରୋଞ୍ଜ ଜିତିଲେ ସିନ୍ଧୁ, ଭାରତର ଗର୍ବ କହି ପ୍ରଶଂସା କଲେ ମୋଦି

ଭାରତୀୟ ଶଟଲର୍ ପିଭି ସିନ୍ଧୁ ମହିଳା ବ୍ୟାଡମିଣ୍ଟନ ସିଙ୍ଗଲ୍ସ ଇଭେଲ୍ଟରେ ବ୍ରୋଞ୍ଜ ପଦକ ଜିତିଛନ୍ତି। କ୍ରମାଗତ ଦ୍ୱିତୀୟ ଅଲିମ୍ପିକ୍ସରେ ପଦକ ଜିତିବାରେ ସିନ୍ଧୁ ଦେଶର ପ୍ରଥମ ମହିଳା ହୋଇଛନ୍ତି। ରିଓ ଅଲିମ୍ପିକ୍ସରେ ସିନ୍ଧୁ ରୌପ୍ୟ ପଦକ ଜିତି ଇତିହାସ ରଚିଥିଲେ। ଏଥିସହ ଚଳିତ ଅଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୨ରେ ପହଞ୍ଚିଛି । ଏହା ପୂର୍ବରୁ ମହିଳା ଭାରୋତ୍ତୋଳନରେ ମୀରାବାଈ ଚାନୁ ରୌପ୍ୟ ପଦକ ଜିତିଥିଲେ। 

ସେମି ଫାଇନାଲରେ ହାରିବା ପରେ ସିନ୍ଧୁ ବ୍ରୋଞ୍ଚ ପଦକ ପାଇଁ ଆଶାୟୀ ଥିଲେ । ଆଜି ପ୍ରତିପକ୍ଷ ଚୀନ୍‌ର ବିଙ୍ଗଜିୟାଓଙ୍କୁ ହରାଇ ବ୍ରୋଞ୍ଜ ପଦକ ହାତେଇଛନ୍ତି ସିନ୍ଧୁ । ରବିବାର ଖେଳାଯାଇଥିବା ବ୍ରୋଞ୍ଜ ପଦକ ମୁକାବିଲାରେ ସିନ୍ଧୁ ଚାଇନାର ହି ବିଙ୍ଗ୍ ଜିଆଓଙ୍କୁ ସିଧାସଳଖ ୨୧-୧୩, ୨୧-୧୫ ଗେମରେ ହରାଇ ଏହି ସଫଳତା ଅର୍ଜନ କରିଛନ୍ତି । ଏହା ପୂର୍ବରୁ ସିନ୍ଧୁ ସେମିଫାଇନାଲରେ ବିଶ୍ୱର ଦୁଇ ନମ୍ବର ଖେଳାଳି ଚାଇନିଜ୍ ତାଇପେଇର ତାଇ ଜୁ ୟିଙ୍ଗ'ଙ୍କୁ ନିକଟରୁ ହାରି ଫାଇନାଲରୁ ବଞ୍ଚିତ ହୋଇଥିଲେ। କିନ୍ତୁ ବ୍ରୋଞ୍ଜ ପଦକ ମୁକାବିଲାରେ ସିନ୍ଧୁ ଦମଦାର ଖେଳ ଦେଖାଇଛନ୍ତି। 

ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପିଭି ସିନ୍ଧୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବିଶ୍ୱ ଚାମ୍ପିଅନ ଷଷ୍ଠ ସିଡ୍‌ ପିଭି ସିନ୍ଧୁ ବ୍ୟାଡମିଣ୍ଟନ ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ଟୋସିନ୍ଧୁଙ୍କ ବିଜୟ ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ପିଭି ସିନ୍ଧୁଙ୍କ ଚମତ୍କାର ପ୍ରଦର୍ଶନ ଦ୍ୱାରା ଆମେ ସମସ୍ତେ ଉତ୍ସାହିତ। ସେ ହେଉଛନ୍ତି ଭାରତର ଗର୍ବ ଏବଂ ସେ ଉତ୍କୃଷ୍ଟ ଅଲିମ୍ପିଆନଙ୍କ ମଧ୍ୟରୁ ଅନ୍ୟତମ। 

Powered by Froala Editor

Tags sindu

Related articles Odisha News Lens 4.1

  • ଅନୁମତି ନଥିବା କହି ଇରାନ ଫେରାଇ ଦେଲା ପାକିସ୍ତାନ ଜାହଜ
    ଦେଶ-ଦେଶାନ୍ତର

    ଅନୁମତି ନଥିବା କହି ଇରାନ ଫେରାଇ ଦେଲା ପାକିସ୍ତାନ ଜାହଜ

    13741
    Mar 25, 2026
  • ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍
    ଦେଶ-ଦେଶାନ୍ତର

    ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

    14233
    Mar 25, 2026
  • ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ
    ମନୋରଞ୍ଜନ

    ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ

    14068
    Mar 24, 2026
  • ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ
    ଦେଶ-ଦେଶାନ୍ତର

    ହାଇକୋର୍ଟରେ ଖାରଜ ହେଲା ଲାଲୁଙ୍କ ପିଟିସନ

    14333
    Mar 25, 2026
  • ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା
    ମନୋରଞ୍ଜନ

    ସିଗାରେଟ ଧୂଆଁ ନୁହେଁ, ଭୁଲ ବୁଝାମଣା

    14060
    Mar 24, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....
    ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14865
    Mar 25, 2026
  • ୟୁଏଇ ନଷ୍ଟ କଲା  ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ
    ଦେଶ-ଦେଶାନ୍ତର

    ୟୁଏଇ ନଷ୍ଟ କଲା ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ଓ ୧୭ଟି ଡ୍ରୋନ

    14513
    Mar 25, 2026
  • ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବ : ବଢ଼ିବ ମଦ, ବିୟର ମୂଲ୍ୟ

    15171
    Mar 25, 2026
  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
    ଦେଶ-ଦେଶାନ୍ତର

    ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

    14766
    Mar 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପଞ୍ଜାବୀ ଅଭିନେତ୍ରୀଙ୍କୁ ଦ୍ୱିତୀୟ ବିବାହ କଲେ ବାଦଶାହ

    14068
    Mar 24, 2026
  • ଦେଶ-ଦେଶାନ୍ତର

    ‘ମେଟା’ ଉପରେ ୩୫,୨୦୦ କୋଟିର ଫାଇନ୍

    14233
    Mar 25, 2026
  • ବିଶେଷ

    କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14865
    Mar 25, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17384
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17449
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17797
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16268
    Apr 03, 2021

ବିଶେଷ

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14865
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14928
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13946
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15097
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15644
    Mar 19, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15016
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15526
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13823
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14266
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    14865
    Mar 25, 2026
  • ଅନୁମତି ନଥିବା କହି ଇରାନ ଫେରାଇ ଦେଲା ପାକିସ୍ତାନ ଜାହଜ

    13741
    Mar 25, 2026
  • ସୋନିଆ ଗାନ୍ଧି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

    14766
    Mar 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In