Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

ରାଜ୍ୟ
Home ›› ରାଜ୍ୟ ››ସୋସିଆଲ ମିଡିଆରେ ମହାପ୍ରଭୁଙ୍କୁ ନେଇ ଆପତ୍ତିଜନକ ଏଡିଟ ଫୋଟୋ ପୋଷ୍ଟ କଲେ କାର୍ଯ୍ୟାନୁଷ୍ଠାନ

ସୋସିଆଲ ମିଡିଆରେ ମହାପ୍ରଭୁଙ୍କୁ ନେଇ ଆପତ୍ତିଜନକ ଏଡିଟ ଫୋଟୋ ପୋଷ୍ଟ କଲେ କାର୍ଯ୍ୟାନୁଷ୍ଠାନ

2026-07-04 09:34:18
14241
Share:
Facebook
Twitter
E-Mail
WhatsApp
Telegram
ସୋସିଆଲ ମିଡିଆରେ ମହାପ୍ରଭୁଙ୍କୁ ନେଇ ଆପତ୍ତିଜନକ ଏଡିଟ ଫୋଟୋ ପୋଷ୍ଟ କଲେ କାର୍ଯ୍ୟାନୁଷ୍ଠାନ

ପୁରୀ: ସୋସିଆଲ ମିଡିଆରେ ମହାପ୍ରଭୁଙ୍କୁ ନେଇ ଆପତ୍ତିଜନକ ଏଡିଟ ଫୋଟୋ ଓ ପୋଷ୍ଟ କଲେ ପୁରୀ ପୋଲିସ ନେବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ପୁରୀ ପୋଲିସ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତିରେ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ପୁରୀ ପୋଲିସ ପକ୍ଷରୁ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି ଯେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଅଣସର ସମୟ ଆରମ୍ଭ ହେବା ପରଠାରୁ ସୋସିଆଲ ମିଡିଆର ବିଭିନ୍ନ ପ୍ଲାଟଫର୍ମରେ ମହାପ୍ରଭୁଙ୍କୁ ନେଇ କିଛି ଆପତ୍ତିଜନକ ଏଡିଟ ଫଟୋ, ଭିଡିଓ ଏବଂ ପୋଷ୍ଟ ପ୍ରଚାର ହେଉଥିବା ପୁରୀ ପୋଲିସର ନଜରକୁ ଆସିଥିଲା। ଏପରି କଣ୍ଟେଣ୍ଟ ଧାର୍ମିକ ଭାବନାକୁ ଆଘାତ ପହଞ୍ଚାଇଥାଏ । ଏହାକୁ ଗୁରୁତର ସହ ନେଇ ଏସପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶକ୍ରମେ ପୁରୀ ପୋଲିସ ପକ୍ଷରୁ ଏକ ସ୍ୱତନ୍ତ୍ର ଅନଲାଇନ ମନିଟରିଂ ଓ ଡ୍ରାଇଭ ଆରମ୍ଭ କରାଯାଇଥିଲା।

ପୁରୀ ପୋଲିସର ଏକ ବିଶେଷ ଟିମ ଦ୍ୱାରା ବିଭିନ୍ନ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଉପରେ ନିରନ୍ତର ନଜର ରଖାଯାଇ ସନ୍ଦିଗ୍ଧ ଏବଂ ଆପତ୍ତିଜନକ କଣ୍ଟେଣ୍ଟ ଚିହ୍ନଟ କରାଯାଇଥିଲା। ଏହି ଡ୍ରାଇଭ ମାଧ୍ୟମରେ ଗତ ୩ ଦିନ ମଧ୍ୟରେ ବିଭିନ୍ନ ସୋସିଆଲ ମିଡ଼ିଆ ପ୍ଲାଟଫର୍ମରେ ପ୍ରଚାରିତ ମୋଟ ୯୭ଟି ଆପତ୍ତିଜନକ ପୋଷ୍ଟ ଓ ଆକାଉଣ୍ଟ ଚିହ୍ନଟ କରାଯାଇ ସଫଳତାର ସହିତ ଟେକ ଡାଉନ କରାଯାଇଛି।

ପୁରୀ ପୋଲିସ ସମସ୍ତ ନାଗରିକଙ୍କୁ ବିନମ୍ର ଅନୁରୋଧ କରିଛି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହ ଜଡିତ କୌଣସି ଫଟୋ, ଭିଡିଓ କିମ୍ବା ଅନ୍ୟାନ୍ୟ କଣ୍ଟେଣ୍ଟକୁ ଅନୁଚିତ ଭାବରେ ଏଡିଟ, ଡିଷ୍ଟର୍ଟ କିମ୍ବା ସେୟାର କରନ୍ତୁ ନାହିଁ। ସୋସିଆଲ ମିଡିଆରେ କୌଣସି କଣ୍ଟେଣ୍ଟ ପୋଷ୍ଟ କରିବା ପୂର୍ବରୁ ତାହାର ସାମାଜିକ, ସାଂସ୍କୃତିକ ଓ ଧାର୍ମିକ ପ୍ରଭାବକୁ ନିଶ୍ଚିତ ଭାବେ ବିଚାର କରନ୍ତୁ। ମହାପ୍ରଭୁ ଶ୍ରୀଜଗନ୍ନାଥ କେବଳ ଓଡ଼ିଶାର ନୁହେଁ, ସମଗ୍ର ବିଶ୍ୱର କୋଟି କୋଟି ଭକ୍ତଙ୍କର ଆସ୍ଥା ଓ ଭାବନାର କେନ୍ଦ୍ରବିନ୍ଦୁ। ଆମ ସମସ୍ତଙ୍କ ଦାୟିତ୍ୱ ହେଉଛି ଆମର ପରମ୍ପରା, ସଂସ୍କୃତି ଓ ଆଧ୍ୟାତ୍ମିକ ମୂଲ୍ୟବୋଧକୁ ସମ୍ମାନ ଜଣାଇବା ଏବଂ ସୁରକ୍ଷିତ ରଖିବା। ସମସ୍ତଙ୍କ ସହଯୋଗ ଓ ସଚେତନତା ଦ୍ୱାରା ଆମେ ଏକ ସୁସ୍ଥ, ସୁରକ୍ଷିତ ଓ ସମ୍ମାନଜନକ ଡିଜିଟାଲ ପରିବେଶ ଗଢ଼ି ତୋଳିପାରିବା। 

Powered by Froala Editor

Tags Puri temple

Related articles Odisha News Lens 4.1

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15846
    Jul 02, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14656
    Jul 03, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15422
    Jul 01, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15361
    Jul 03, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14417
    Jul 02, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ
    ଦେଶ-ଦେଶାନ୍ତର

    YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13957
    Jul 01, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14945
    Jul 02, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14758
    Jul 03, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13506
    Jul 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15361
    Jul 03, 2026
  • ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15422
    Jul 01, 2026
  • ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14656
    Jul 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16963
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17574
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17626
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18023
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14758
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14533
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14301
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15920
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15793
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15673
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13800
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14907
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14758
    Jul 03, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15505
    Jul 01, 2026
  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ଜୀବନ

    13957
    Jul 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In