Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ...

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ...

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

Home ›› ››୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

2026-07-04 12:04:00
13611
Share:
Facebook
Twitter
E-Mail
WhatsApp
Telegram
୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଶନିବାର ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ ଅଧୀନରେ ୨୩ ଜଣଙ୍କୁ ଆତଙ୍କବାଦୀ ଭାବେ ଘୋଷଣା କରିଛନ୍ତି। ଏହି ତାଲିକାରେ ମାସୁଦ ଇଲିଆସ କାଶ୍ମୀରୀଙ୍କ ସମେତ ମହମ୍ମଦ ମୁସାଦିକ୍, ମୁଫ୍ତି ମହମ୍ମଦ ଅସଗର ଖାନ, ହାଫିଜ୍ ଅବଦୁଲ୍ ଶକୁର, ଅବଦୁଲ୍ଲା ଜେହାଦି, ଫିରଦୌସ୍ ଅହମ୍ମଦ ଭଟ୍, ଗୁଲାମ୍ ଫରୀଦ, ବିଲାଲ୍ ଅହମ୍ମଦ ମିର୍, ଆବିଦ୍ କ୍ୟୁମ୍ ଲୋନ୍, ନାଜିର ଅହମ୍ମଦ ଗୁଜ୍ଜର, ଅବଦୁଲ୍ ରଉଫ୍, ଅସଫାକ୍ ଅହମ୍ମଦ, ହାଫିଜ୍ ଖାଲିଦ୍ ୱାଲିଦ୍, ମୌଲାନା ସୈଫୁଲ୍ଲା ଖାଲିଦ୍, ମହମ୍ମଦ ୟାକୁବ୍, ମୌଲାନା ୟୁସୁଫ୍ ତୈବି, ଓୱେସ୍ ଫାରୁଜ୍, କାରୀ ୟାକୁବ୍ ଶେଖ୍, ରାଣା ଇଫ୍ତିଖାର, ୱାସିମ୍ ନୁର ଜାଟ୍, ମହମ୍ମଦ ସହିଦ ଫୈସଲ୍, ମୌଲାନା ଇମଦାଦ୍ ଉଲ୍ଲାହ ମକ୍କି ଏବଂ ହାରୁନ୍ ରସିଦ୍ ଗଣାଇ ରହିଛନ୍ତି।

ସରକାରଙ୍କ କହିବା ଅନୁଯାୟୀ, ସେମାନେ ଜୈଶ-ଏ-ମହମ୍ମଦ,ଲସ୍କର-ଏ-ତୈବା, ଦ ରେଜିଷ୍ଟାନ୍ସ ଫ୍ରଣ୍ଟ  ଏବଂ ଜମାତ-ଉଦ-ଦାୱା ଭଳି ନିଷିଦ୍ଧ ଆତଙ୍କବାଦୀ ସଂଗଠନ ସହ ଜଡିତ ଥିବା ଅଭିଯୋଗ ରହିଛି। ଘୋଷିତ ୨୩ ଜଣଙ୍କ ମଧ୍ୟରୁ ୧୧ ଜଣ ଜମ୍ମୁ-କାଶ୍ମୀରର ମୂଳ ବାସିନ୍ଦା ହୋଇଥିବାବେଳେ ୧୨ ଜଣ ପାକିସ୍ତାନର ବାସିନ୍ଦା। ସେମାନଙ୍କ ମଧ୍ୟରୁ ୭ ଜଣ ପାକିସ୍ତାନ ଅଧିକୃତ କାଶ୍ମୀର  ଏବଂ ୪ ଜଣ ପାକିସ୍ତାନରେ ରହୁଥିବା ସରକାର ସୂଚନା ଦେଇଛନ୍ତି। ଏହି ୨୩ ଜଣଙ୍କୁ ନୂଆକରି ତାଲିକାଭୁକ୍ତ କରାଯିବା ପରେ ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ  ଅଧୀନରେ ଆତଙ୍କବାଦୀ ଭାବେ ଘୋଷିତ ବ୍ୟକ୍ତିଙ୍କ ସଂଖ୍ୟା ୮୦ରେ ପହଞ୍ଚିଛି।


ସରକାର କହିଛନ୍ତି, ତାଲିକାଭୁକ୍ତ କେତେକ ବ୍ୟକ୍ତିଙ୍କର ୨୦୧୬ ମସିହାର ନାଗ୍ରୋଟା ସେନା ଶିବିର ଆକ୍ରମଣ ଏବଂ ୨୦୨୨ ମସିହାର ସୁଞ୍ଜୱାନ ଆକ୍ରମଣ ସହ ସମ୍ପର୍କ ଥିବା ଅଭିଯୋଗ ରହିଛି।୨୯ ନଭେମ୍ବର ୨୦୧୬ରେ ସେନା ପୋଷାକ ପିନ୍ଧିଥିବା ତିନି ଜଣ ଆକ୍ରମଣକାରୀ ଜମ୍ମୁର ନାଗ୍ରୋଟା ସେନା ଶିବିର ଉପରେ ଆକ୍ରମଣ କରିଥିଲେ। ଏହି ଘଟଣାରେ ସାତ ଜଣ ସେନା ଜବାନ ପ୍ରାଣ ହରାଇଥିଲେ। ସୁରକ୍ଷା ବଳର ପାଲଟା ଅଭିଯାନରେ ତିନି ଜଣ ଆକ୍ରମଣକାରୀ ନିହତ ହୋଇଥିଲେ। ତଦନ୍ତକାରୀ ସଂସ୍ଥାମାନେ ଏହି ଆକ୍ରମଣ ପଛରେ ଜୈଶ-ଏ-ମହମ୍ମଦର ଭୂମିକା ଥିବା ଅଭିଯୋଗ କରିଥିଲେ।ସେହିପରି ୨୨ ଏପ୍ରିଲ ୨୦୨୨ରେ ଜମ୍ମୁର ସୁଞ୍ଜୱାନ ଅଞ୍ଚଳରେ ସିଆଇଏସଏଫ କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ବସ୍ ଉପରେ ଆକ୍ରମଣ ହୋଇଥିଲା। ଏଥିରେ ଜଣେ ସିଆଇଏସଏଫ କର୍ମଚାରୀ ପ୍ରାଣ ହରାଇଥିବାବେଳେ ଅନେକ ଆହତ ହୋଇଥିଲେ। ଦ ରେଜିଷ୍ଟାନ୍ସ ଫ୍ରଣ୍ଟ ଏହି ଆକ୍ରମଣର ଦାୟିତ୍ୱ ନେଇଥିଲା।

Powered by Froala Editor

Tags Atankawadi

Related articles Odisha News Lens 4.1

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14794
    Jul 03, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15880
    Jul 02, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15398
    Jul 03, 2026
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...

    14700
    Jul 04, 2026
  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15505
    Jul 04, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13541
    Jul 03, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14451
    Jul 02, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13611
    Jul 04, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14979
    Jul 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13611
    Jul 04, 2026
  • ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15880
    Jul 02, 2026
  • ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14979
    Jul 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16963
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17574
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17626
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18023
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14794
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14537
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14305
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15924
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15797
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15703
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13800
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14907
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15505
    Jul 04, 2026
  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14451
    Jul 02, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14794
    Jul 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In