Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ...

  • ପଦ୍ମ ବିଭୂଷଣ ପାଣ୍ଡବାଣୀ ଗାୟିକା ତୀଜନ ...

  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ...

  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ...

  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ...

  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ...

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ...

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

Home ›› ››ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

2026-07-05 07:50:02
14178
Share:
Facebook
Twitter
E-Mail
WhatsApp
Telegram
ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

ପଶ୍ଚିମବଙ୍ଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା ଲାଗିଛି । ତାଙ୍କର ଘନିଷ୍ଠ ସହଯୋଗୀ ଭାବେ ପରିଚିତ ଟିଏମ୍‌ସିର ରାଜ୍ୟ ସଭାପତି ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ସମସ୍ତ ଦଳୀୟ ପଦରୁ ଇସ୍ତଫା ଦେଇଛନ୍ତି । ଚନ୍ଦ୍ରିମା ଦର୍ଶାଇଛନ୍ତି ଯେ, ମମତାଜୀଙ୍କର ଯେଉଁ ବିଶ୍ୱାସ ତାଙ୍କ ଉପରେ ଥିଲା ତାହା ଦୁର୍ବଳ ହୋଇଥିବା ଭଳି ଲାଗୁଛି । ଯେତେବେଳେ ବିଶ୍ୱାସ ଏବଂ ଭରସା ନଥାଏ ସେତେବେଳେ ଦଳୀୟ କର୍ମୀ ଭାବେ କାମ କରିବା କଷ୍ଟକର ହୋଇଥାଏ ।  ଏ ସଂପର୍କରେ ସେ ମମତାଙ୍କୁ ଏକ ଚିଠି ଲେଖି ଅବଗତ କରିଛନ୍ତି ।

ତାଙ୍କ ଇସ୍ତଫା ପତ୍ରରେ, ଭଟ୍ଟାଚାର୍ଯ୍ୟ କହିଛନ୍ତି ଯେ ସେ ଅଖିଳ ଭାରତ ତୃଣମୂଳ କଂଗ୍ରେସର ରାଜ୍ୟ ସଭାପତି ପଦରୁ ଇସ୍ତଫା ଦେଉଛନ୍ତି, ଯାହା ତାଙ୍କୁ ଜୁନ ୩, ୨୦୨୬ରେ କାଲିଘାଟରେ ଏକ ବୈଠକ ସମୟରେ ଦିଆଯାଇଥିଲା। ସେ ବର୍ତ୍ତମାନ ଦଳ ମଧ୍ୟରେ ଥିବା ଅନ୍ୟ ସମସ୍ତ ପଦବୀରୁ ମଧ୍ୟ ଇସ୍ତଫା ଘୋଷଣା କରିଛନ୍ତି।

ଇସ୍ତଫା ପରେ ଚନ୍ଦ୍ରିମା ରାଜ୍ୟ ବିଧାନସଭାରେ ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ବିଦ୍ରୋହୀ ଗୋଷ୍ଠୀକୁ ଭେଟିଥିଲେ । ଏହାକୁ ନେଇ ମମତାଙ୍କ କ୍ୟାମ୍ପର ବିଧାୟକ କୁନାଲ ଘୋଷ ତାଙ୍କୁ ଜୋରଦାର୍‌ ଟାର୍ଗେଟ କରିଛନ୍ତି । ଚନ୍ଦ୍ରିମାଙ୍କ ଇସ୍ତଫାକୁ ସେ ଯୋଜନାବଦ୍ଧ ବୋଲି ଦର୍ଶାଇଛନ୍ତି । ଇତିମଧ୍ୟରେ ମମତା ବିଦ୍ରୋହୀ ନେତାଙ୍କୁ ‘ଧୋକ୍କାବାଜ’ ଆଖ୍ୟା ଦେଇଛନ୍ତି । ଦଳୀୟ କର୍ମୀଙ୍କୁ ସମ୍ବୋଧନ କରି ସେ କହିଛନ୍ତି ଯେ, ୨୦୨୬ ବିଧାନସଭା ନିର୍ବାଚନରେ ବିଦ୍ରୋହୀ ବିଧାୟକମାନେ ଟିଏମ୍‌ସି ଟିକଟରେ ଲଢ଼ିଥିଲେ । କିଛି ମାସ ମଧ୍ୟରେ ସେମାନେ କିଭଳି ଦଳରେ ସବୁ କିଛି ଠିକ୍‌ ନଥିବା ଅଭିଯୋଗ ଆଣୁଛନ୍ତି । 

ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତାଙ୍କ ଇସ୍ତଫାର କୌଣସି ନିର୍ଦ୍ଦିଷ୍ଟ କାରଣ ଉଲ୍ଲେଖ କରି ନାହାଁନ୍ତି। ସମସ୍ତ ପଦବୀରୁ ଇସ୍ତଫା ଦେବାର ତାଙ୍କର ହଠାତ ନିଷ୍ପତ୍ତି ପଶ୍ଚିମବଙ୍ଗ ରାଜନୀତିକୁ ହଇଚଇ କରି ଦେଇଛି। 

ବିଧାନସଭା ନିର୍ବାଚନରେ ପରାଜିତ ହେବା ପରଠାରୁ ତୃଣମୂଳ କଂଗ୍ରେସରେ ସଙ୍କଟ ଜାରି ରହିଛି । ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱରେ ୮୦ ଜଣ ବିଧାୟକ ମମତାଙ୍କ ବିରୋଧରେ ବିଦ୍ରୋହ କରି ନିଜର ଅଲଗା ଗୋଷ୍ଠୀ ଗଠନ କରିଛନ୍ତି । ଦଳର ୨୦ ଜଣ ସାଂସଦ ମଧ୍ୟ ବିଦ୍ରୋହ କରି ଏନ୍‌ଡିଏକୁ ସମର୍ଥନ ଘୋଷଣା କରିଛନ୍ତି । 

Powered by Froala Editor

Tags chandrama

Related articles Odisha News Lens 4.1

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15686
    Jul 04, 2026
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...

    14879
    Jul 04, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13712
    Jul 03, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13791
    Jul 04, 2026
  • ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ
    ରାଜନୀତି

    ସମସ୍ତ ଦଳୀୟ ପଦ ଛାଡ଼ିଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

    14178
    Jul 05, 2026
  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ
    ଦେଶ-ଦେଶାନ୍ତର

    ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ

    14703
    Jul 05, 2026
  • ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି
    ଦେଶ-ଦେଶାନ୍ତର

    ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି

    13432
    Jul 05, 2026
  •     ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?
    ବିଶେଷ

    ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    14894
    Jul 05, 2026
  • ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ
    ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

    13485
    Jul 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ

    13485
    Jul 05, 2026
  • ବିଶେଷ

    ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    14894
    Jul 05, 2026
  • ଦେଶ-ଦେଶାନ୍ତର

    ରାମ ମନ୍ଦିର ପରେ ବଦ୍ରିନାଥ ଓ କେଦାରନାଥରୁ ଦାନ ଟଙ୍କା ଚୋରି

    13432
    Jul 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16964
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17575
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17627
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18024
    Sep 06, 2023

ବିଶେଷ

  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    14894
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14967
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14561
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14327
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15945
    Jun 26, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15828
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15697
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13801
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14909
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୫୧ କିଲୋ ଓଜନର ସୁନାଖଚିତ ରାମଚରିତ ମାନସ ଗାଏବ

    14703
    Jul 05, 2026
  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15686
    Jul 04, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13712
    Jul 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In