Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

ରାଜ୍ୟ
Home ›› ରାଜ୍ୟ ››ସ୍ୱାଭାବିକ ବର୍ଷାଠାରୁ ୪ ପ୍ରତିଶତ ଅଧିକ ବର୍ଷା, ୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ସ୍ୱାଭାବିକ ବର୍ଷାଠାରୁ ୪ ପ୍ରତିଶତ ଅଧିକ ବର୍ଷା, ୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

2026-07-05 11:52:00
15280
Share:
Facebook
Twitter
E-Mail
WhatsApp
Telegram
ସ୍ୱାଭାବିକ ବର୍ଷାଠାରୁ ୪ ପ୍ରତିଶତ ଅଧିକ  ବର୍ଷା, ୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର:ଚଳିତ ମୌସୁମୀ ଋତୁରେ ରାଜ୍ୟରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ ଅଧିକ ରହିଛି। ଜୁନ୍‌ ୧ ତାରିଖରୁ ଏଯାବତ୍ ଓଡ଼ିଶାରେ ମୋଟ ୨୬୫.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷାଠାରୁ ୪ ପ୍ରତିଶତ ଅଧିକ। ଏ ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି।

ସୂଚନା ଅନୁଯାୟୀ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ଅତ୍ୟଧିକ ବର୍ଷା ହୋଇଥିବାବେଳେ ୧୧ଟି ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ଏବଂ ଆଉ ୧୧ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି। ସୁନ୍ଦରଗଡ଼, ଝାରସୁଗୁଡା, ଦେବଗଡ଼, ସମ୍ବଲପୁର, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ସେ କହିଛନ୍ତି।

ଏପଟେ, ଲଘୁଚାପ ପ୍ରଭାବରେ ଆସନ୍ତାକାଲି ମଧ୍ୟ ରାଜ୍ୟର କିଛି ଅଞ୍ଚଳରେ ଅତ୍ୟଧିକ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ୭ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।

Powered by Froala Editor

Tags Rain

Related articles Odisha News Lens 4.1

  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14754
    Sep 13, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13799
    Sep 12, 2026
  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13333
    Sep 13, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    15005
    Sep 12, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    14064
    Sep 11, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14944
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13840
    Sep 12, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14090
    Sep 12, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14161
    Sep 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14754
    Sep 13, 2026
  • ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14112
    Sep 12, 2026
  • ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13799
    Sep 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17090
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17764
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17758
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18162
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14140
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16083
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14619
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13927
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14735
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14175
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14073
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14697
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15035
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13799
    Sep 12, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    14064
    Sep 11, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13840
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In