Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

  • YouTube ଦେଖି ଘରେ ପ୍ରସବ, ଚାଲିଗଲା ମହିଳାଙ୍କ ...

  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ...

  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

  • ମାସକରେ ୧୫ ହଜାର ଖସିଲାଣି ସୁନା

  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ...

ରାଜନୀତି
Home ›› ରାଜନୀତି ››ପ୍ରଦେଶ କଂଗ୍ରେସ ସୋସିଆଲ ମିଡିଆର ନୂତନ କମିଟି ଘୋଷିତ

ପ୍ରଦେଶ କଂଗ୍ରେସ ସୋସିଆଲ ମିଡିଆର ନୂତନ କମିଟି ଘୋଷିତ

2021-08-02 03:54:32
14757
Share:
Facebook
Twitter
E-Mail
WhatsApp
Telegram
ପ୍ରଦେଶ କଂଗ୍ରେସ ସୋସିଆଲ ମିଡିଆର ନୂତନ କମିଟି ଘୋଷିତ

ଭୁବନେଶ୍ୱର - ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ ସୋସିଆଲ ମିଡ଼ିଆ ଅଧ୍ୟକ୍ଷ ଶ୍ରୀ ଅଭିଷେକ ମହାନନ୍ଦ ନୂତନ କମିଟି ଘୋଷଣା କରିଛନ୍ତି । ଏହି କମିଟିରେ ବରିଷ୍ଠ କଂଗ୍ରେ ନେତା ତଥା ମୁଖପାତ୍ର ସର୍ବଶ୍ରୀ ସୁଦର୍ଶନ ଦାସ, ବିସ୍ମୟ ମହାପାତ୍ର, ଅମୀୟ ପାଣ୍ଡବ, ରଜନୀ ମହାନ୍ତି, ମମତା କୁଣ୍ଡୁ ପ୍ରମୁଖ କାର୍ଯ୍ୟକାରୀ ସଦସ୍ୟ ଭାବେ ରହିଥିବା ବେଳେ ସାଧାରଣ ସମ୍ପାଦକ ଭାବେ କୁମାରୀ ସମସିଦା ତାୟବ, ଜୋଏତା ରାୟ, ମାହେପର ନିଖତ ଙ୍କ ସମେତ ବିନୋଦ ବିହାରୀ ନାୟକ, ପିତବାସ ପଣ୍ଡା, ପୱନ ଶର୍ମା, ଚେତନ ମିଶ୍ର, ସୀମାଂଚଳ ଉଲ୍ଲାକା, ଦୀପକ ମହାପାତ୍ର, ଚନ୍ଦନ ରାୟ, ସୁବାଶ ନାୟକ, ଜଗତ ଜୀବନ ମହାନ୍ତି, ମୁରଲୀଧର ନାୟକ, ମୁକେଶ ଅଗ୍ରୱାଲ ପ୍ରମୁଖ ରହିଛନ୍ତି । ସେହିପରି 

ମିଦାସ ସାହୁ, ମାନସ ଆଚାର୍ଯ୍ୟ, ରାଜ ଶେଖର କାଳିନ୍ଦି, ଆଦିତ୍ୟ କିରଣ ନାଗ, ସତ୍ୟବ୍ରତ ଗୁରୁ, ପ୍ରିୟବ୍ରତ ତ୍ରିପାଠୀ, ରଞ୍ଜନ ପାଣି, ଆଶାଲାମ ଖାନ, ତୁଷାର ମହାପାତ୍ର, ସନ୍ତୋଷ ପ୍ରଧାନ, ସିମାଂଚଳ ରଣଜିତ, ମନିଷା ନନ୍ଦ, ଦୁର୍ଗା ପ୍ରସାଦା ମାହାଲ, ଚନ୍ଦନ ପଟ୍ଟନାୟକ, ଅରୁଣ ପ୍ରସାଦ ସିହ୍ନା, ଗଣେଶ ସାହୁ, ହରପ୍ରସାଦ ବେହେରା, ଝରିଆ ନାୟକ, ଗୁରୁପ୍ରସାଦ ସାହୁ, ସିବନ ମୁସାରଫ ପ୍ରମୁଖ ସଂପାଦକ ରହିଥିବା ବେଳେ ଯୁଗ୍ମସଂପାଦକ ଭାବେ

ସମ୍ପଦ ପୋଡ, ରାକେଶ ସ୍ୱାଇଁ, ମୂର୍ଚ୍ଛନା ଖୁଂଟିଆ, ସୁଶାନ୍ତ ମହାରଣା, ତତ୍‌ସତ ସୁବୁଦ୍ଧି, ନାଫିସ ଖାନ, ଅଞ୍ଜନ କୁମାର ସିଂଘା, ନିଳମାଧବ ସାହୁ, ସତ୍ୟ ରଞ୍ଜନ ବିଥ ପ୍ରମୁଖ ରହିଛନ୍ତି । ଆଗାମୀ ଦିନରେ ସାମାଜିକ ଗଣମାଧ୍ୟମରେ କଂଗ୍ରେସକୁ ସୁଦୃଢ଼ କରିବାପାଇଁ ରାଜ୍ୟର ପ୍ରତି ବ୍ଲକରେ ସଂଯୋଜକ ନିଯୁକ୍ତ କରାଯିବ ବୋଲି ଶ୍ରୀ ଅଭିଷେକ ମହାନନ୍ଦ କହିବା ସହ ବିଜେଡ଼ି ବିଜେପିର ଦୁର୍ନୀତିର ପର୍ଦାଫାସ ସହିତ ଦୁଇ ଦଳ ମଧ୍ୟରେ ଥିବା ଭିତିରି ସଂପର୍କର ଖୁଲାସା କରିବାପାଇଁ ରାଜ୍ୟ କଂଗ୍ରେସ ସାମାଜିକ ଗଣମାଧ୍ୟମ ଏକ ବଳିଷ୍ଠ ଭୂମିକା ନିର୍ବାହ କରିବାକୁ ଯାଉଛି ବୋଲି ଆଜି ଏକ ପ୍ରେସ ବିବୃତିରେ ପ୍ରକାଶ କରିଛନ୍ତି । ଏହି ଅବସରରେ ରାଜ୍ୟ ସମେତ ଦେଶରେ ଘଟୁଥିବା ଦୁର୍ନୀତିକୁ ସାମାଜିକ ଗଣମାଧ୍ୟମରେ ଲୋକଲୋଚନକୁ ଆଣି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କ ହାତମୁଠାକୁ ଟାଣ କରି କଂଗ୍ରେସ ଦଳକୁ ତୃଣମୂଳସ୍ତରରୁ ସୁଦୃଢ଼ କରିବାକୁ ପିସିସି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ ସାମାଜିକ ଗଣମାଧ୍ୟମ ନୂତନ ସଦସ୍ୟଙ୍କୁ ପରାମର୍ଶ ଦେବା ସହ ଅଭିନନ୍ଦନ ଜଣାଇଛନ୍ତି ।

Powered by Froala Editor

Tags Inc congress, Congress ,

Related articles Odisha News Lens 4.1

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14794
    Jul 01, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା
    ବାଣିଜ୍ୟ

    ମାସକରେ ୧୫ ହଜାର ଖସିଲାଣି ସୁନା

    14237
    Jul 01, 2026
  • ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି
    ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15582
    Jul 01, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14143
    Jul 02, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14681
    Jul 02, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ
    ଦେଶ-ଦେଶାନ୍ତର

    କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15246
    Jul 01, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14476
    Jul 03, 2026
  • ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା
    ଦେଶ-ଦେଶାନ୍ତର

    ଜମ୍ମୁ-କଶ୍ମୀରରେ ୧୪ ଦିନ ସ୍କୁଲ୍ ବନ୍ଦ ଘୋଷଣା

    15160
    Jul 01, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15578
    Jul 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗିରଫ ହେଲେ ତୃଣମୂଳ କଂଗ୍ରେସର କାଉନସିଲର ଶାକିର ଅଲି

    15582
    Jul 01, 2026
  • ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14476
    Jul 03, 2026
  • ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14681
    Jul 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16960
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17572
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17623
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18020
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14476
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14503
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14271
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15891
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15764
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15439
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15696
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13799
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14901
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା : ୭ ଜଣଙ୍କ ମୃତ୍ୟୁ

    14794
    Jul 01, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    14681
    Jul 02, 2026
  • କେତନ ହତ୍ୟା ମାମଲା : ଲୋହାଗଡ଼ ଦୁର୍ଗ ସାମୟିକ ଭାବେ ବନ୍ଦ

    15246
    Jul 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In