Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାଜ୍ୟସଭା ଉପନିର୍ବାଚନ: ହରଦୀପ ସିଂହ ...

  • ବଡ଼ ଖବର: ୩% ବଢିଲା DA

  • ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

  • ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ...

  • ଛାତରୁ ଡେଇଁ ବୈଜ୍ଞାନିକଙ୍କ ଆତ୍ମହତ୍ୟା

  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

  • ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ...

  • ମନ୍ଦିରରୁ ନବବଧୂକୁ ଉଠାଇନେଲେ

  • ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର

  • ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ...

ରାଜ୍ୟ
Home ›› ରାଜ୍ୟ ››ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ: ମୁଖ୍ୟମନ୍ତ୍ରୀ

ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ: ମୁଖ୍ୟମନ୍ତ୍ରୀ

2026-07-08 06:02:51
14439
Share:
Facebook
Twitter
E-Mail
WhatsApp
Telegram
ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର ବିରୋଧୀ ନୁହନ୍ତି ବରଂ ପରିପୂରକ। ଏହି ଦୂରଦର୍ଶୀ ଆଭିମୁଖ୍ୟ ସହ ବନ ସୁରକ୍ଷା ଓ ସବୁଜବଳୟ ସୃଷ୍ଟିରେ ଓଡ଼ିଶା ବର୍ତ୍ତମାନ ସାରା ଦେଶରେ ଏକ ଅଗ୍ରଣୀ ରାଜ୍ୟ ଭାବେ ନିଜକୁ ପ୍ରତିଷ୍ଠିତ କରିପାରିଛି। ଗତ ୨ ବର୍ଷ ମଧ୍ୟରେ ରାଜ୍ୟରେ ୫୫୮ ବର୍ଗ କିଲୋମିଟର ବନ ଓ ବୃକ୍ଷ ଆବରଣ ବୃଦ୍ଧି ପାଇଛି, ଯାହାଦ୍ୱାରା ସମଗ୍ର ଭାରତବର୍ଷରେ ଓଡ଼ିଶା ବର୍ତ୍ତମାନ ଗୌରବଜନକ ୩ୟ ସ୍ଥାନ ଅଧିକାର କରିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
ସ୍ଥାନୀୟ କପିଳେଶ୍ୱରପୁରଠାରେ ମଙ୍ଗଳବାର ଆୟୋଜିତ ରାଜ୍ୟସ୍ତରୀୟ ୭୭ ତମ ବନ ମହୋତ୍ସବ ଅବସରରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ପ୍ରବାହିତ ନଦୀଗୁଡ଼ିକୁ ଚିରସ୍ରୋତା କରିବା ପାଇଁ ‘ସବୁଜ ମହାନଦୀ ମିଶନ’ ଅଧୀନରେ ମହାଦନୀ, ତେଲ୍‌, ଇବ୍‌, ବ୍ରାହ୍ମଣୀ, ଋଷିକୁଲ୍ୟା, ବୈତରଣୀ ଓ ବଂଶଧାରା ନଦୀ ପାର୍ଶ୍ୱରେ ୧.୫ କିମି ପ୍ରଶସ୍ତ ସବୁଜ ବଳୟ ସୃଷ୍ଟି କରାଯାଉଛି। ୨୦୨୫-୨୬ ଆର୍ଥିକ ବର୍ଷରେ ୭୭୪ ହେକ୍ଟର ଅଞ୍ଚଳରେ ୫.୬୫ ଲକ୍ଷ ଚାରା ରୋପଣ କରାଯାଇଥିବାବେଳେ ୨୦୨୬-୨୭ ବର୍ଷରେ ୨୭୦୨ ହେକ୍ଟର ଅଞ୍ଚଳରେ ପ୍ରାୟ ୯ ଲକ୍ଷ ଚାରା ରୋପଣର ଲକ୍ଷ୍ୟ ରଖାଯାଇଛି।
 ଚଳିତ ଜୁଲାଇ ଆରମ୍ଭରୁ କେନ୍ଦ୍ର ଓ ରାଜ୍ୟର ମିଳିତ ସହଯୋଗରେ ଏକ ନୂତନ ଯୋଜନା ‘ବିକଶିତ ଭାରତ- ରୋଜଗାର ଗ୍ୟାରେଣ୍ଟି ଓ ଆଜୀବନ ମିଶନ(ଗ୍ରାମୀଣ)’ କାର୍ଯ୍ୟକାରୀ ହୋଇଛି, ଯାହା ବୃକ୍ଷରୋପଣ ସହ ଲୋକଙ୍କୁ ରୋଜଗାରକ୍ଷମ କରିବ। ଗତବର୍ଷ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଓଡ଼ିଶାରେ ଗୋଟିଏ ଦିନରେ ୧ କୋଟି ୪୯ ଲକ୍ଷ ଚାରା ରୋପଣ କରାଯାଇଥିଲା। ଚଳିତ ବର୍ଷ ଭାରତ ସରକାରଙ୍କ ପକ୍ଷରୁ ରାଜ୍ୟ ପାଇଁ ୩ କୋଟି ୭୬ ଲକ୍ଷ ବୃକ୍ଷଚାରା ରୋପଣର ଲକ୍ଷ୍ୟ ରଖାଯାଇଛି। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ବନୀକରଣ କ୍ଷେତ୍ରରେ ଜନଭାଗୀଦାରି ଉପରେ ବିଶେଷ ଗୁରୁତ୍ୱ ଆରୋପ କରିଛନ୍ତି। ଏହି ଅବସରରେ ଅନୁଗୋଳର ‘ଜେରେଙ୍ଗ ବୁଧପାହାଡ଼ ବନ ସୁରକ୍ଷା ସମିତି’ ଏବଂ ମୟୂରଭଞ୍ଜର ‘ଗଡଗୁଡିଆ ପରିବେଶ ବିକାଶ ସମିତି’କୁ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ପୁରସ୍କାର ସ୍ବରୂପ ୨ ଲକ୍ଷ ଟଙ୍କା ଲେଖା ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଛି।

Powered by Froala Editor

Tags Cm

Related articles Odisha News Lens 4.1

  • ଛାତରୁ ଡେଇଁ ବୈଜ୍ଞାନିକଙ୍କ ଆତ୍ମହତ୍ୟା
    ଦେଶ-ଦେଶାନ୍ତର

    ଛାତରୁ ଡେଇଁ ବୈଜ୍ଞାନିକଙ୍କ ଆତ୍ମହତ୍ୟା

    15385
    Oct 27, 2026
  • ମନ୍ଦିରରୁ ନବବଧୂକୁ ଉଠାଇନେଲେ
    ଦେଶ-ଦେଶାନ୍ତର

    ମନ୍ଦିରରୁ ନବବଧୂକୁ ଉଠାଇନେଲେ

    14735
    Oct 27, 2026
  • ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ହୋଟେଲ୍‌ ମାଲିକାଣୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ହୋଟେଲ୍‌ ମାଲିକାଣୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ

    13587
    Oct 27, 2026
  • ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି
    ଦେଶ-ଦେଶାନ୍ତର

    ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

    15191
    Oct 27, 2026
  • ରାଜ୍ୟସଭା ଉପନିର୍ବାଚନ: ହରଦୀପ ସିଂହ ପୁରୀଙ୍କୁ ପୁଣି ମିଳିଲା ସୁଯୋଗ, ମଧ୍ୟପ୍ରଦେଶରୁ ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ଉପନିର୍ବାଚନ: ହରଦୀପ ସିଂହ ପୁରୀଙ୍କୁ ପୁଣି ମିଳିଲା ସୁଯୋଗ, ମଧ୍ୟପ୍ରଦେଶରୁ ...

    13699
    Oct 28, 2026
  •  ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ଶିବରାଜ ସିଂହ ଚୌହାନ
    ଦେଶ-ଦେଶାନ୍ତର

    ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ଶିବରାଜ ସିଂହ ଚୌହାନ

    14413
    Oct 27, 2026
  • ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର
    ଦେଶ-ଦେଶାନ୍ତର

    ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର

    15430
    Oct 27, 2026
  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି
    ଦେଶ-ଦେଶାନ୍ତର

    ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

    15234
    Oct 27, 2026
  • ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ
    ଦେଶ-ଦେଶାନ୍ତର

    ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ

    13889
    Oct 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

    15234
    Oct 27, 2026
  • ଦେଶ-ଦେଶାନ୍ତର

    ଛାତରୁ ଡେଇଁ ବୈଜ୍ଞାନିକଙ୍କ ଆତ୍ମହତ୍ୟା

    15385
    Oct 27, 2026
  • ଦେଶ-ଦେଶାନ୍ତର

    ରାଜ୍ୟସଭା ଉପନିର୍ବାଚନ: ହରଦୀପ ସିଂହ ପୁରୀଙ୍କୁ ପୁଣି ମିଳିଲା ସୁଯୋଗ, ମଧ୍ୟପ୍ରଦେଶରୁ ହେଲେ ବିଜେପି ପ୍ରାର୍ଥୀ

    13699
    Oct 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17228
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17924
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17870
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18294
    Sep 06, 2023

ବିଶେଷ

  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14651
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15978
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14906
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15640
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15796
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    15974
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14286
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15130
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14831
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ

    13889
    Oct 27, 2026
  • ମନ୍ଦିରରୁ ନବବଧୂକୁ ଉଠାଇନେଲେ

    14735
    Oct 27, 2026
  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

    15234
    Oct 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In