Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ଅନିଲ ମେନନ

୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ଅନିଲ ମେନନ

2026-07-10 12:54:00
15059
Share:
Facebook
Twitter
E-Mail
WhatsApp
Telegram
 ୧୪ ରେ ପ୍ରଥମ ଥର ସ୍ପେଶ୍‌ ‌ଷ୍ଟେସନ ଯିବେ ଅନିଲ ମେନନ

ୱାସିଂଟନ:ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସାର ମହାକାଶଚାରୀ ଭାରତୀୟ ବଂଶୋଦ୍ଭବ ଅନିଲ ମେନନ୍‌ ଇତିହାସ ରଚିବାକୁ ଯାଉଛନ୍ତି। ଅନିଲ ମେନନ ଜୁଲାଇ ୧୪ ତାରିଖରେ ପ୍ରଥମ ଥର ପାଇଁ ଆର୍ନ୍ତଜାତିକ ସ୍ପେଶ୍‌ ‌ଷ୍ଟେସନ (ଆଇଏସ୍‌ଏସ୍‌) ଯିବେ। ୪୯ ବର୍ଷୀୟ ମେନନ୍‌ ରୁଷୀୟ ମହାକାଶଚାରୀ ପ୍ୟୋତ୍ର ଡୁବ୍ରୋଭ ଓ ଆନ୍ନା କିକିନାଙ୍କ ସହ କାଜାଖସ୍ତାନର ବୈକୋନୁର କସମୋଡ୍ରୋମରୁ ରୋସକସମସ୍ ସୋୟୁଜ୍ ଏମ୍‌ଏସ୍‌-୨୯ ମହାକାଶଯାନରୁ ଉଡ଼ାଣ କରିବେ। ଏହି ମିଶନ ପ୍ରାୟ ଆଠ ମାସ ପର୍ଯ୍ୟନ୍ତ ଚାଲିବ।
ମିନିଆପୋଲିସରେ ଭାରତୀୟ ଓ ୟୁକ୍ରେନୀୟ ପ୍ରବାସୀ ପିତାମାତାଙ୍କଠାରୁ ଜନ୍ମିତ ମେନନ ଚିକିତ୍ସା, ସାମରିକ ଓ ମାନବ ମହାକାଶ ଉଡ଼ାଣ କ୍ଷେତ୍ରରେ କ୍ୟାରିଅର ଗଢ଼ିଛନ୍ତି। ଆମେରିକା ବାୟୁସେନାରେ କାର୍ଯ୍ୟ କରୁଥିବା ସମୟରେ ମେନନଙ୍କୁ ‘ଅପରେସନ ଏଣ୍ଡ୍ୟୁରିଂ ଫ୍ରିଡମ’ ଆଫଗାନିସ୍ତାନରେ ନିୟୋଜିତ କରାଯାଇଥିଲା। ୨୦୧୮ରେ ସ୍ପେଶ୍‌ଏକ୍ସରେ ଯୋଗ ଦେବା ପୂର୍ବରୁ ମେନନ୍‌ ଫ୍ଲାଇଟ ସର୍ଜନ ଭାବେ ୨୦୧୪ରେ ନାସାରେ ଯୋଗଦେଇଥିଲେ। ଡିସେମ୍ବର ୨୦୨୧ରେ ନାସା ମହାକାଶଚାରୀ ଭାବରେ ମନୋନୀତ ହେବା ପରେ ମେନନ ତାଙ୍କର ପ୍ରଥମ ମହାକାଶ ଉଡ଼ାଣରେ ନିଯୁକ୍ତ ହେବା ପୂର୍ବରୁ ଦୁଇ ବର୍ଷର ମହାକାଶଚାରୀ ତାଲିମ କାର୍ଯ୍ୟକ୍ରମ ସମାପ୍ତ କରିଥିଲେ। ମେନନ୍‌ଙ୍କ ପତ୍ନୀ ଆନ୍ନା ମେନନ (ୱେଲହେମ୍‌) ମଧ୍ୟ ଜଣେ ମହାକାଶଚାରୀ।
ମେନନ୍‌ ଏହି ୮ ମାସର ମିଶନରେ ମାନବ ଶରୀର ଉପରେ ଦୀର୍ଘକାଳୀନ ମହାକାଶଯାତ୍ରାର ପ୍ରଭାବ, ରକ୍ତ ସଞ୍ଚାଳୟ, ଧମନୀର ସରଂଚନା ଓ ସୂକ୍ଷ୍ମ ଗୁରୁତ୍ୱାକର୍ଷଣ ଅଧୀନରେ ରକ୍ତ ଗଠନରେ ପରିବର୍ତ୍ତନ ଉପରେ ଅଧ୍ୟୟନ କରିବେ। ତାଙ୍କର ଗବେଷଣା ଉଚ୍ଚ-କ୍ଷମତା ସମ୍ପନ୍ନ କମ୍ପ୍ୟୁଟିଂ, କୃତ୍ରିମ ବୁଦ୍ଧିମତ୍ତା ଓ ଚିକିତ୍ସା ଉପକରଣ ପାଇଁ ଉନ୍ନତ ଉପାଦାନଗୁଡ଼ିକର ନିର୍ମାଣକୁ ସମର୍ଥନ କରିବା ପାଇଁ ମହାକାଶରେ ସେମିକଣ୍ଡକ୍ଟର କ୍ରିଷ୍ଟାଲର ଉତ୍ପାଦନ ସମ୍ପର୍କରେ ଗବେଷଣା କରିବେ। ମେନନ୍ ଭବିଷ୍ୟତର ଦୀର୍ଘକାଳୀନ ମିଶନ ସମୟରେ ପୃଥିବୀରୁ ଚିକିତ୍ସା ସହାୟତା ଉପରେ ନିର୍ଭରଶୀଳତା ହ୍ରାସ କରିବା ଲକ୍ଷ୍ୟରେ ବର୍ଦ୍ଧିତ ବାସ୍ତବତା ଓ କୃତ୍ରିମ ବୁଦ୍ଧିମତ୍ତା ବ୍ୟବହାର କରି ଅଲଟ୍ରାସାଉଣ୍ଡ ତଦନ୍ତ କରିବେ।

Powered by Froala Editor

Tags Anil menon

Related articles Odisha News Lens 4.1

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13794
    Sep 12, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14107
    Sep 12, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14156
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13835
    Sep 12, 2026
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14749
    Sep 13, 2026
  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13328
    Sep 13, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    14059
    Sep 11, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    15000
    Sep 12, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14086
    Sep 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14086
    Sep 12, 2026
  • ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    14059
    Sep 11, 2026
  • ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14938
    Sep 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17090
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17764
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17758
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18162
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14135
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16082
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14618
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13926
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14734
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14171
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14073
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14697
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15035
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13794
    Sep 12, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    14059
    Sep 11, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14156
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In