Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ...

  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ...

  • ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ...

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

  • ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ...

  • ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

  • ବଜେଟରେ Gen Z ଙ୍କ ପାଇଁ ବଡ଼ ଘୋଷଣା

  • ‘ତେହେଲକା’ ସମ୍ପାଦକ ଦୋଷୀ ସାବ୍ୟସ୍ତ

  • ଫେବ୍ରୁଆରି ପରଠୁ ମହଙ୍ଗା ଦୁଗ୍ଧ-ଚିନି-ତେଲ ...

ରାଜ୍ୟ
Home ›› ରାଜ୍ୟ ››ଧରାପଡ଼ିଲା ନକଲି ପୋଲିସ ବାବୁଙ୍କ କାରନାମା, ହେଲେ ଗିରଫ

ଧରାପଡ଼ିଲା ନକଲି ପୋଲିସ ବାବୁଙ୍କ କାରନାମା, ହେଲେ ଗିରଫ

2026-07-11 07:38:32
14863
Share:
Facebook
Twitter
E-Mail
WhatsApp
Telegram
ଧରାପଡ଼ିଲା ନକଲି ପୋଲିସ ବାବୁଙ୍କ କାରନାମା, ହେଲେ ଗିରଫ

ଭୁବନେଶ୍ୱର: ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ ମାମଲାରେ ପୋଲିସ ଖୋଳତାଡ଼ କରିବା ପରେ ନକଲି ପୋଲିସ ବାବୁଙ୍କ କାରନାମା ଧରାପଡ଼ିଥିଲା। ଏନେଇ ଖାରବେଳନଗର ଥାନା ପୋଲିସ କେସ୍‌ ନଂ.୨୯୮/୨୬ରେ ଏକ ମାମଲା ରୁଜୁକରି ନକଲି ପୋଲିସ ଅଧିକାରୀ ରଜନୀକାନ୍ତ ମହାନ୍ତିଙ୍କୁ ଗିରଫ କରିଛି। ତାଙ୍କ ଘର କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଅଞ୍ଚଳରେ। ତାଙ୍କ କଥାବାର୍ତ୍ତା ଠିକ୍‌ ରହୁ ନ ଥିବାରୁ ପୋଲିସ ତାଙ୍କର ଅସଲ ପରିଚୟ ଖୋଜୁଛି। ଜବତ ହୋଇଥିବା ନକଲି ଆଇକାର୍ଡ ଏବଂ ଆଧାର, ପ୍ୟାନ୍‌ କାର୍ଡ ଆଧାରରେ ତାଙ୍କର ଠିକଣା ଖୋଜୁଛି।
ପୋଲିସ ସୂଚନା ଅନୁସାରେ, ଅଭିଯୁକ୍ତ ରଜନୀକାନ୍ତ ଖାରବେଳନଗର ଥାନା ୟୁନିଟ୍‌-୩ ଅଞ୍ଚଳରେ ପରିବାର ସହ ଭଡ଼ାରେ ରହୁଥିଲେ। ଉକ୍ତ ଅଞ୍ଚଳରେ ସେ ନିଜକୁ ଆଡିଶନାଲ ଏସ୍‌ପି(ଅତିରିକ୍ତ) କହି ଦୋକାନୀଙ୍କୁ ଧମକାଇ ମାଗଣା ମଟନ, ଚିକେନ୍‌, ଚିଙ୍ଗୁଡ଼ି ଆଣୁଥିଲେ। ଗତ ମେ’ ୧୧ରେ ରଜନୀକାନ୍ତ ରହୁଥିବା ଘର ନିକଟରେ ଡ୍ରେନ୍‌ କାମ କରାଯାଉଥିଲା। ଫଳରେ ଅଭିଯୋଗକାରୀ ସୁଜିତ କୁମାର ନାୟକ ତାଙ୍କ ଘର ନିକଟକୁ ଯାଇ ନ ପାରି ରଜନୀକାନ୍ତଙ୍କ ଘର କାନ୍ଥ କଡ଼କୁ ତାଙ୍କ କାର ପାର୍କିଂ କରିଥିଲେ। ଅଭିଯୁକ୍ତ ରଜନୀକାନ୍ତ ଆସିବା ପରେ ଘର କାନ୍ଥ କଡ଼ରେ ଗାଡ଼ି ପାର୍କିଂ ହୋଇଥିବା ଦେଖି ରାଗିଯାଇଥିଲେ। ଏକ ଲୁହାରଡ଼ ଆଣି କାରର କାଚ ଭାଙ୍ଗି ଦେଇଥିଲେ। ଏପରିକି ନିଜକୁ ଆଡିଶନାଲ ଏସ୍‌ପି କହି ଧମକାଇଥିଲେ। ସୁଜିତ କିଛି ବାଟ ନ ପାଇ ଖାରବେଳନଗର ଥାନାରେ ଅଭିଯୋଗ କରିଥିଲେ। ପୋଲିସ କେସ୍‌ ନଂ.୨୯୮/୨୬ରେ ମାମଲା ରୁଜୁକରି ତଦନ୍ତ କରିଥିଲା। ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଏହାକୁ ପୋଲିସ ଡିଜି ଗୁରୁତ୍ୱର ସହ ନେଇ ଖାରବେଳନଗର ଥାନା ଅଧିକାରୀଙ୍କୁ ଉକ୍ତ ଅତିରିକ୍ତ ଏସ୍‌ପି କିଏ ଚିହ୍ନଟ କରି କହିବାକୁ ନିର୍ଦ୍ଦେଶ ଦେଇଥିଲେ। ଥାନା ଅଧିକାରୀ ରଜନୀକାନ୍ତଙ୍କୁ ଫୋନ୍‌ କରିଥିଲେ ମଧ୍ୟ ସେ ଡିଜିପି ଅଫିସ୍‌ରେ ଥିବା କହି ଯାଇପାରିବେ ନାହିଁ ବୋଲି କହିଥିଲେ। ଏପରିକି ପୋଲିସକୁ ଭୁଆଁ ବୁଲାଇଥିଲେ। ପୋଲିସ ରଜନୀକାନ୍ତଙ୍କ ଘରକୁ ଯାଇ ରେଡ୍‌ କରିଥିଲେ ମଧ୍ୟ ପରିବାର ଲୋକ ମଧ୍ୟ ସେ ଆଡିଶନାଲ ଏସ୍‌ପି ଥିବା କହିଥିଲେ। ଶେଷରେ ଗୁରୁବାର ବିଳମ୍ବିତ ରାତିରେ ପାତ୍ରପଡ଼ା ଅଞ୍ଚଳରେ ବୁଲୁଥିବା ବେଳେ ପୋଲିସ ତାଙ୍କୁ କାବୁ କରିଥିଲା। ତାଙ୍କୁ ଯାଞ୍ଚ କରିବା ପରେ ତାଙ୍କ ନିକଟରେ ଥିବା ନକଲି ଆଇକାର୍ଡକୁ ସେ ତୁରନ୍ତ ପାଟିରେ ପୂରାଇ ଗିଳିଦେବାକୁ ଚେଷ୍ଟା କରିଥିଲେ। ପୋଲିସ ଟିମ୍‌ ତାଙ୍କ ଆଇକାର୍ଡ ଜବତ କରିବା ସହ ଯାଞ୍ଚ ପରେ ତାହା ନକଲି ଥିବା ଜଣାପଡ଼ିଥିଲା।

Powered by Froala Editor

Tags Arrested

Related articles Odisha News Lens 4.1

  • ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା
    ଦେଶ-ଦେଶାନ୍ତର

    ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା

    14249
    Aug 07, 2026
  • ‘ତେହେଲକା’ ସମ୍ପାଦକ ଦୋଷୀ ସାବ୍ୟସ୍ତ
    ଦେଶ-ଦେଶାନ୍ତର

    ‘ତେହେଲକା’ ସମ୍ପାଦକ ଦୋଷୀ ସାବ୍ୟସ୍ତ

    15226
    Aug 06, 2026
  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍
    ମନୋରଞ୍ଜନ

    ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

    14835
    Aug 06, 2026
  • ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ
    ଦେଶ-ଦେଶାନ୍ତର

    ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ

    14999
    Aug 06, 2026
  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ
    ଦେଶ-ଦେଶାନ୍ତର

    ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ

    13412
    Aug 07, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା
    ବିଶେଷ

    ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13621
    Aug 07, 2026
  • ଫେବ୍ରୁଆରି ପରଠୁ ମହଙ୍ଗା ଦୁଗ୍ଧ-ଚିନି-ତେଲ ମହଙ୍ଗା
    ଦେଶ-ଦେଶାନ୍ତର

    ଫେବ୍ରୁଆରି ପରଠୁ ମହଙ୍ଗା ଦୁଗ୍ଧ-ଚିନି-ତେଲ ମହଙ୍ଗା

    13739
    Aug 06, 2026
  • ବଜେଟରେ Gen Z ଙ୍କ ପାଇଁ ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବଜେଟରେ Gen Z ଙ୍କ ପାଇଁ ବଡ଼ ଘୋଷଣା

    15114
    Aug 06, 2026
  • ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା
    ମନୋରଞ୍ଜନ

    ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

    14714
    Aug 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବଜେଟରେ Gen Z ଙ୍କ ପାଇଁ ବଡ଼ ଘୋଷଣା

    15114
    Aug 06, 2026
  • ଦେଶ-ଦେଶାନ୍ତର

    ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ

    14999
    Aug 06, 2026
  • ମନୋରଞ୍ଜନ

    ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

    14835
    Aug 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17017
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17628
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17679
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18079
    Sep 06, 2023

ବିଶେଷ

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13621
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15504
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16168
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15022
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14514
    Jul 28, 2026

ବାଣିଜ୍ୟ

ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

ବାଉଁଶ ବିହୀନ କଠିନ ଧୂପ ଏବଂ ମେଦିନୀ ଜୁଡୱା କପ୍‌ ସାମ୍ବ୍ରାନି ପ୍ରଦର୍ଶିତ କରୁଛି; ନବସୃଜନ, ଦୀର୍ଘସ୍ଥାୟିତା ଏବଂ ଆଧ୍ୟାତ୍ମିକ ଅନୁଭୂତି ସହିତ ଓଡ଼ିଶା ପ୍ରତି ପ୍ରତିବଦ୍ଧତା ପୁନଃ ସୁଦୃଢୀକରଣ କରୁଛି

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14145
    Aug 04, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14438
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14607
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14257
    Jul 29, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ

    13412
    Aug 07, 2026
  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

    14835
    Aug 06, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14063
    Aug 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In