Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, August 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ...

  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

2026-07-11 10:47:34
15740
Share:
Facebook
Twitter
E-Mail
WhatsApp
Telegram
ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ଏକ ଅପ୍ରୀତିକର ଘଟଣା ଘଟିଛି। ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ଆଦେଶକୁ ଚ୍ୟାଲେଞ୍ଜ କରି ଦାଖଲ ହୋଇଥିବା ଆବେଦନର ଶୁଣାଣି ବେଳେ ଆବେଦନକାରୀ ନିଜେ କୋର୍ଟରେ ହାଜର ହୋଇ ବିଚାରପତିଙ୍କ ପ୍ରତି ଅସମ୍ମାନଜନକ ଆଚରଣ କରିଥିଲେ। ସେ ବିଚାରପତିଙ୍କୁ ନିର୍ଦ୍ଦେଶ ଦେବା ଭଳି ଭାଷା ବ୍ୟବହାର କରିବା ସହ ସେମାନଙ୍କ ଆଡ଼କୁ ମାମଲା ସମ୍ବନ୍ଧୀୟ କାଗଜପତ୍ର ଫିଙ୍ଗି ଦେଇଥିଲେ ଏବଂ ଉଚ୍ଚ ସ୍ୱରରେ ଗାଳିଗୁଲଜ କରିଥିଲେ। ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହେବା ପରେ ସୁରକ୍ଷା କର୍ମୀମାନେ ତୁରନ୍ତ ତାଙ୍କୁ କୋର୍ଟ କକ୍ଷରୁ ବାହାରକୁ ନେଇଯାଇଥିଲେ।ଏହି ଘଟଣା ଜଷ୍ଟିସ କେ.ଭି. ବିଶ୍ୱନାଥନ ଓ ଜଷ୍ଟିସ ଆଲୋକ ଆରାଧେଙ୍କୁ ନେଇ ଗଠିତ ଖଣ୍ଡପୀଠଙ୍କ ସମ୍ମୁଖରେ ଘଟିଥିଲା। ନିଜ ପକ୍ଷ ଉପସ୍ଥାପନ କରିବା ସମୟରେ ଆବେଦନକାରୀ କହିଥିଲେ, “ହେ ନ୍ୟାୟିକ ସେବକ (Mr Judicial Servant), ଲକ୍ଷ୍ନୌ ଏସିପିଙ୍କ ବିରୋଧରେ ଏଫ୍‌ଆଇଆର୍‌ ରୁଜୁ କରିବାକୁ ମୁଁ ଆପଣଙ୍କୁ ଆଦେଶ ଦେଉଛି।”
ଆବେଦନକାରୀଙ୍କ ଏହି ମନ୍ତବ୍ୟରେ ଆଶ୍ଚର୍ଯ୍ୟ ପ୍ରକାଶ କରି ଜଷ୍ଟିସ ବିଶ୍ୱନାଥନ ପଚାରିଥିଲେ, “ଆପଣ ମୋତେ ଆଦେଶ ଦେଉଛନ୍ତି? ଆପଣ ଆମକୁ ଆଦେଶ ଦେଉଛନ୍ତି?” ଏହାର ଉତ୍ତରରେ ଆବେଦନକାରୀ କହିଥିଲେ, “ମୋ ପକ୍ଷରୁ ଏତିକି ହିଁ କହିବାର ଅଛି। ସବୁ କିଛି ରେକର୍ଡରେ ଅଛି।”

ଏହା ପରେ ପରିସ୍ଥିତି ଆହୁରି ବିଗିଡ଼ି ଯାଇଥିଲା। ଆବେଦନକାରୀ ମାମଲା ସମ୍ପର୍କିତ କାଗଜପତ୍ର ବିଚାରପତିଙ୍କ ଆଡ଼କୁ ଫିଙ୍ଗି ଦେବା ସହ ପ୍ରଧାନ ବିଚାରପତିଙ୍କୁ ନେଇ ଅଶ୍ଳୀଳ ଭାଷା ପ୍ରୟୋଗ କରିଥିବା ସୂଚନା ମିଳିଛି। ଉଲ୍ଲେଖଯୋଗ୍ୟ ଯେ, ସେହି ସମୟରେ ପ୍ରଧାନ ବିଚାରପତି ଏହି ଖଣ୍ଡପୀଠର ସଦସ୍ୟ ନଥିଲେ।ଘଟଣା ପରେ ସୁରକ୍ଷା କର୍ମୀମାନେ ତୁରନ୍ତ ଆବେଦନକାରୀଙ୍କୁ କୋର୍ଟ କକ୍ଷରୁ ବାହାର କରିଦେଇଥିଲେ। ଏହା ପରେ କୋର୍ଟ କକ୍ଷରେ ପୁଣି ଶାନ୍ତ ପରିବେଶ ଫେରିଥିଲା।

Powered by Froala Editor

Tags Supreme court

Related articles Odisha News Lens 4.1

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ
    ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13443
    Aug 18, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    15038
    Aug 16, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14796
    Aug 16, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14341
    Aug 17, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15542
    Aug 17, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    15083
    Aug 16, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    15083
    Aug 16, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14292
    Aug 17, 2026
  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA
    ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15053
    Aug 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14292
    Aug 17, 2026
  • ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    15083
    Aug 16, 2026
  • ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    15083
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17034
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17655
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17704
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18102
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15542
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13632
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14840
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14614
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14451
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14244
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14372
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15269
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14642
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13443
    Aug 18, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14341
    Aug 17, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    15542
    Aug 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In