Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ...

  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ...

  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ...

  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ...

  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ...

  • ୫ଦିନ ବନ୍ଦ ରହିବ ବ୍ୟାଙ୍କ

ରାଜ୍ୟ
Home ›› ରାଜ୍ୟ ››ଓଡ଼ିଶାର ଖଣିଜ ସମ୍ପଦକୁ ଉନ୍ନତ ଉତ୍ପାଦନ ଓ ଗୁଣବତ୍ତାପୂର୍ଣ୍ଣ ନିଯୁକ୍ତିରେ ରୂପାନ୍ତରିତ କରିବା ଆମର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଓଡ଼ିଶାର ଖଣିଜ ସମ୍ପଦକୁ ଉନ୍ନତ ଉତ୍ପାଦନ ଓ ଗୁଣବତ୍ତାପୂର୍ଣ୍ଣ ନିଯୁକ୍ତିରେ ରୂପାନ୍ତରିତ କରିବା ଆମର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

2026-07-12 07:11:30
15295
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାର ଖଣିଜ ସମ୍ପଦକୁ ଉନ୍ନତ ଉତ୍ପାଦନ ଓ ଗୁଣବତ୍ତାପୂର୍ଣ୍ଣ ନିଯୁକ୍ତିରେ ରୂପାନ୍ତରିତ କରିବା ଆମର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଦିତ୍ୟ ବିର୍ଲା ଗ୍ରୁପର ଅଧ୍ୟକ୍ଷ କୁମାର ମଙ୍ଗଳମ୍ ବିର୍ଲା ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି । ବୈଠକରେ ଓଡ଼ିଶାରେ ଗ୍ରୁପ୍ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ବୃହତ୍ ପ୍ରକଳ୍ପର ସମୀକ୍ଷା ସହ ସେ ଗୁଡ଼ିକର ଶୀଘ୍ର କାର୍ଯ୍ୟାନ୍ୱୟନ ପାଇଁ ଆବଶ୍ୟକ ପଦକ୍ଷେପ ଉପରେ ଆଲୋଚନା ହୋଇଥିଲା । ବୈଠକର ଏକ ପ୍ରମୁଖ ନିଷ୍ପତ୍ତି ଭାବେ ରାୟଗଡ଼ା ଜିଲ୍ଲାର କାଶୀପୁର ତହସିଲ ଅନ୍ତର୍ଗତ କଂସାରୀଗୁଡ଼ାରେ ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ ପକ୍ଷରୁ ନିର୍ମାଣାଧୀନ ଗ୍ରୀନଫିଲ୍ଡ ଆଲୁମିନା ରିଫାଇନାରୀର ସମ୍ପ୍ରସାରଣ ପ୍ରସ୍ତାବ ରଖାଯାଇଥିଲା। ପ୍ରାରମ୍ଭରେ ଏହି ପ୍ରକଳ୍ପ ୧ ମିଲିୟନ ଟନ ବାର୍ଷିକ କ୍ଷମତା ଏବଂ ପ୍ରାୟ ୮,୦୦୦ କୋଟି ଟଙ୍କା ବିନିଯୋଗ ସହ ଯୋଜନା କରାଯାଇଥିଲା। ବର୍ତ୍ତମାନ ପ୍ରକଳ୍ପର ଦୀର୍ଘ ମିଆଦି ସମ୍ଭାବନା ଏବଂ ରାଜ୍ୟ ସରକାରଙ୍କ ସକ୍ରିୟ ସହଯୋଗକୁ ଦୃଷ୍ଟିରେ ରଖି ଗ୍ରୁପ୍ ପକ୍ଷରୁ ଅତିରିକ୍ତ ପ୍ରାୟ ୧୨,୦୦୦କୋଟି ଟଙ୍କା ବିନିଯୋଗ କରି ଆଉ ୨ ମିଲିୟନ ଟନ କ୍ଷମତା ବୃଦ୍ଧି କରିବାର ପ୍ରସ୍ତାବ ଦିଆଯାଇଛି। ଏହି ସମ୍ପ୍ରସାରଣ ପରେ କଂସାରୀଗୁଡ଼ା ରିଫାଇନାରୀର ମୋଟ କ୍ଷମତା ୩ ମିଲିୟନ ଟନ ପ୍ରତି ବର୍ଷକୁ ବୃଦ୍ଧି ପାଇବ ଏବଂ ମୋଟ ପୁଞ୍ଜିନିବେଶ ପ୍ରାୟ ୨୦,୦୦୦ କୋଟି ଟଙ୍କାରେ ପହଞ୍ଚିବ। ଏହି ପ୍ରକଳ୍ପ ମାଧ୍ୟମରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ବହୁ ସଂଖ୍ୟକ ରୋଜଗାର ସୃଷ୍ଟି ହେବା ସହ ସ୍ଥାନୀୟ ଉଦ୍ୟୋଗୀ, ସେବା ପ୍ରଦାନକାରୀ ଏବଂ ଡାଉନଷ୍ଟ୍ରିମ୍ ଶିଳ୍ପ ପାଇଁ ନୂଆ ସୁଯୋଗ ଦେବ ।
ଏହି ପ୍ରସ୍ତାବକୁ ସ୍ୱାଗତ କରି ମୁଖ୍ୟମନ୍ତ୍ରୀ ମାଝୀ କହିଛନ୍ତି, ଓଡ଼ିଶାର ଖଣିଜ ସମ୍ପଦକୁ ଅଧିକ ମୂଲ୍ୟ ସଂଯୋଜନ, ଉନ୍ନତ ଉତ୍ପାଦନ ଓ ଗୁଣବତ୍ତାପୂର୍ଣ୍ଣ ନିଯୁକ୍ତିରେ ରୂପାନ୍ତରିତ କରିବା ଆମର ଲକ୍ଷ୍ୟ । ଏହି ଲକ୍ଷ୍ୟ ପୂରଣରେ ଆଲୁମିନିୟମ୍ ଶିଳ୍ପ ଏକ ମୁଖ୍ୟ ଭୂମିକା ନିଭାଇବ । କଂସାରିଗୁଡ଼ା ରିଫାଇନାରୀ ବିସ୍ତାର ଏହି ଗତିକୁ ଆହୁରି ଶକ୍ତିଶାଳୀ କରିବ ଏବଂ ଓଡ଼ିଶାକୁ ଦେଶର ପ୍ରମୁଖ ଧାତୁ ଓ ଧାତୁ ପ୍ରକ୍ରିୟାକରଣ ହବ୍ ଭାବେ ସ୍ଥାପିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।

Powered by Froala Editor

Tags Cm

Related articles Odisha News Lens 4.1

  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ
    ଦେଶ-ଦେଶାନ୍ତର

    ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

    13899
    Sep 21, 2026
  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍
    ଦେଶ-ଦେଶାନ୍ତର

    ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14664
    Sep 21, 2026
  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ
    ଦେଶ-ଦେଶାନ୍ତର

    ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

    13584
    Sep 21, 2026
  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ
    ଦେଶ-ଦେଶାନ୍ତର

    ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15480
    Sep 21, 2026
  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...
    ରାଜନୀତି

    ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...

    14806
    Sep 21, 2026
  •  ୫ଦିନ ବନ୍ଦ ରହିବ ବ୍ୟାଙ୍କ
    ଦେଶ-ଦେଶାନ୍ତର

    ୫ଦିନ ବନ୍ଦ ରହିବ ବ୍ୟାଙ୍କ

    14623
    Sep 21, 2026
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ
    ଦେଶ-ଦେଶାନ୍ତର

    ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

    15322
    Sep 22, 2026
  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା
    ଦେଶ-ଦେଶାନ୍ତର

    ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    13997
    Sep 21, 2026
  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...
    ଦେଶ-ଦେଶାନ୍ତର

    ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...

    13854
    Sep 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

    13584
    Sep 21, 2026
  • ରାଜନୀତି

    ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ଉଚିତ୍‌ – ନବୀନ ପଟ୍ଟନାୟକ

    14806
    Sep 21, 2026
  • ଦେଶ-ଦେଶାନ୍ତର

    ୫ଦିନ ବନ୍ଦ ରହିବ ବ୍ୟାଙ୍କ

    14623
    Sep 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17116
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17802
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17777
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18185
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14822
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14456
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14705
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16335
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14854
    Sep 06, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15611
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15370
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14664
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14338
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14664
    Sep 21, 2026
  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15480
    Sep 21, 2026
  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ଉଚିତ୍‌ – ନବୀନ ପଟ୍ଟନାୟକ

    14806
    Sep 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In