Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ...

  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ...

  • ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ...

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

  • ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ...

  • ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

  • ବଜେଟରେ Gen Z ଙ୍କ ପାଇଁ ବଡ଼ ଘୋଷଣା

  • ‘ତେହେଲକା’ ସମ୍ପାଦକ ଦୋଷୀ ସାବ୍ୟସ୍ତ

  • ଫେବ୍ରୁଆରି ପରଠୁ ମହଙ୍ଗା ଦୁଗ୍ଧ-ଚିନି-ତେଲ ...

ରାଜ୍ୟ
Home ›› ରାଜ୍ୟ ››ଶ୍ରୀମନ୍ଦିରରେ ଘଣାଲାଗି ଓ ବନକଲାଗି ନୀତି ଆଜି

ଶ୍ରୀମନ୍ଦିରରେ ଘଣାଲାଗି ଓ ବନକଲାଗି ନୀତି ଆଜି

2026-07-13 11:52:20
14557
Share:
Facebook
Twitter
E-Mail
WhatsApp
Telegram
ଶ୍ରୀମନ୍ଦିରରେ ଘଣାଲାଗି  ଓ ବନକଲାଗି ନୀତି ଆଜି

ପୁରୀ: ଓଷ ଓ ଦଶମୂଳ ଲାଗି ପରେ  ଶ୍ରୀଜିଉ ସମ୍ପୂର୍ଣ୍ଣ ସୁସ୍ଥ ହୋଇଥିବା ଖବର ଗଜପତି  ମହାରାଜା ପାଇବା ପରେ ଏଣିକି ରଥଯାତ୍ରା ପାଇଁ  ପ୍ରସ୍ତୁତି ଜୋରଦାର । ମାତ୍ର ଦିନକ ପରେ ଠାକୁରେ ନବଯୌବନ ରୂପରେ ଭକ୍ତଙ୍କୁ ଦର୍ଶନ ଦେବେ । ଏହି  କ୍ରମରେ ଚତୁର୍ଦ୍ଦଶୀ ତିଥିରେ ଶ୍ରୀମନ୍ଦିରରେ ଘଣାଲାଗି  ଓ ବନକଲାଗି ନୀତି ହେବ । କର୍ପୂର, କେଶର ଓ  କସ୍ତୁରୀ ମିଶ୍ରିତ ଦିବ୍ୟ ଖଳି ଠାକୁରଙ୍କୁ ଲାଗି କରାଯିବ । ମନୁଷ୍ୟ ଶରୀରରେ ଶିରା, ପ୍ରଶିରା ଓ ଅନ୍ତନାଡ଼ୀ ପରି  ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗରେ ଅକ୍ଷାଂଶ ଓ ଦ୍ରାଘିମା ରେଖା  ପରି ବିଭିନ୍ନ ଛାନ୍ଦ ପଡ଼ି ପାଟ ଡୋର ଲାଗି କରାଯିବ ।  ଶୁଦ୍ଧ ସୁଆରଙ୍କ ଘରୁ ଘଣ୍ଟ, ଘଣ୍ଟା, ମୃଦଙ୍ଗ, କାହାଳୀର ପଟୁଆରରେ ଖଳିପ୍ରସାଦ ଶ୍ରୀମନ୍ଦିରକୁ ଆସିଥିବ । ଖଳି ପ୍ରସାଦକୁ ଶ୍ରୀଅଙ୍ଗରେ ଲାଗି କରାଯିବ । ଶୁଦ୍ଧ ସୁଆରଙ୍କ ଖଳିପ୍ରସାଦ ଲାଗି ହେଲାପରେ ଖଡ଼ିପ୍ରସାଦ ଲାଗି କରାଯାଏ । ଭୋଗମଣ୍ଡପ ସରିଲେ ଦତ୍ତମହାପାତ୍ର ସେବକଙ୍କ ଘରୁ ଖଡ଼ିପ୍ରସାଦ ଶ୍ରୀମନ୍ଦିରକୁ ବିଜେ ହେବାର  ବିଧି ହେବ । ଏହାପରେ ଶ୍ରୀଜିଉ ପୂର୍ବାବସ୍ଥାକୁ ଫେରିବେ  ବୋଲି କୁହାଯାଏ । ଅଣସର ଗୁପ୍ତ ସେବାରେ ବିଶ୍ୱାବସୁଙ୍କ  ଭଳି ଦଇତାପତି ମହାପ୍ରଭୁଙ୍କର ସେବା ଜାରି ରଖିଛନ୍ତି।

Powered by Froala Editor

Tags Puri temple

Related articles Odisha News Lens 4.1

  • ଫେବ୍ରୁଆରି ପରଠୁ ମହଙ୍ଗା ଦୁଗ୍ଧ-ଚିନି-ତେଲ ମହଙ୍ଗା
    ଦେଶ-ଦେଶାନ୍ତର

    ଫେବ୍ରୁଆରି ପରଠୁ ମହଙ୍ଗା ଦୁଗ୍ଧ-ଚିନି-ତେଲ ମହଙ୍ଗା

    13731
    Aug 06, 2026
  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ
    ଦେଶ-ଦେଶାନ୍ତର

    ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ

    13404
    Aug 07, 2026
  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍
    ମନୋରଞ୍ଜନ

    ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

    14827
    Aug 06, 2026
  • ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା
    ମନୋରଞ୍ଜନ

    ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

    14706
    Aug 06, 2026
  • ‘ତେହେଲକା’ ସମ୍ପାଦକ ଦୋଷୀ ସାବ୍ୟସ୍ତ
    ଦେଶ-ଦେଶାନ୍ତର

    ‘ତେହେଲକା’ ସମ୍ପାଦକ ଦୋଷୀ ସାବ୍ୟସ୍ତ

    15218
    Aug 06, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା
    ବିଶେଷ

    ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13613
    Aug 07, 2026
  • ବଜେଟରେ Gen Z ଙ୍କ ପାଇଁ ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବଜେଟରେ Gen Z ଙ୍କ ପାଇଁ ବଡ଼ ଘୋଷଣା

    15106
    Aug 06, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ...
    ବାଣିଜ୍ୟ

    ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ...

    14056
    Aug 07, 2026
  • ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ
    ଦେଶ-ଦେଶାନ୍ତର

    ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ

    14991
    Aug 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ

    13404
    Aug 07, 2026
  • ବାଣିଜ୍ୟ

    ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14056
    Aug 07, 2026
  • ଦେଶ-ଦେଶାନ୍ତର

    ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ

    14991
    Aug 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17017
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17628
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17679
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18079
    Sep 06, 2023

ବିଶେଷ

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13613
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15496
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16167
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15021
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14513
    Jul 28, 2026

ବାଣିଜ୍ୟ

ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

ବାଉଁଶ ବିହୀନ କଠିନ ଧୂପ ଏବଂ ମେଦିନୀ ଜୁଡୱା କପ୍‌ ସାମ୍ବ୍ରାନି ପ୍ରଦର୍ଶିତ କରୁଛି; ନବସୃଜନ, ଦୀର୍ଘସ୍ଥାୟିତା ଏବଂ ଆଧ୍ୟାତ୍ମିକ ଅନୁଭୂତି ସହିତ ଓଡ଼ିଶା ପ୍ରତି ପ୍ରତିବଦ୍ଧତା ପୁନଃ ସୁଦୃଢୀକରଣ କରୁଛି

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14145
    Aug 04, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14438
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14607
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14257
    Jul 29, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା

    14241
    Aug 07, 2026
  • ଫେବ୍ରୁଆରି ପରଠୁ ମହଙ୍ଗା ଦୁଗ୍ଧ-ଚିନି-ତେଲ ମହଙ୍ଗା

    13731
    Aug 06, 2026
  • ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

    14706
    Aug 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In