Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 11, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ...

ରାଜ୍ୟ
Home ›› ରାଜ୍ୟ ››ଖୋଲିଲା ସୂର୍ୟ୍ୟମନ୍ଦିର

ଖୋଲିଲା ସୂର୍ୟ୍ୟମନ୍ଦିର

2021-08-02 07:43:36
14339
Share:
Facebook
Twitter
E-Mail
WhatsApp
Telegram
ଖୋଲିଲା ସୂର୍ୟ୍ୟମନ୍ଦିର

କୋଣାର୍କ:  ଆଜିଠୁ  ଖୋଲିଛି ବିଶ୍ୱ ଐତିହ୍ୟ  ସୂର୍ୟ୍ୟମନ୍ଦିର।  କରୋନାର ଦ୍ଵିତୀୟ ଲହର କଟକଣା ଯୋଗୁଁ ପ୍ରାୟ ସାଢ଼େ ୩ ମାସ ବନ୍ଦ ରହିବା ପରେ  ସ୍ୱତନ୍ତ୍ର ଗାଇଡଲାଇନ୍‌ ମଧ୍ୟରେ ଆଜିଠୁ କୋଣାର୍କ ଖୋଲିଥିବା ବେଳେ ବାର୍‌ କୋଡ ସ୍କାନ କରି ଭିତରେ ପ୍ରବେଶ କରୁଛନ୍ତି ପର୍ୟ୍ୟଟକ ।

କେନ୍ଦ୍ର ସରକାରଙ୍କ କୋଭିଡ ମାର୍ଗଦର୍ଶିକା ଅନୁଯାୟୀ, ପର୍ୟ୍ୟଟକଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ କରାଯାଇଛି । ସାନିଟାଇଜିଙ୍ଗ, ଥର୍ମାଲ ସ୍କାନିଂ ବ୍ୟବସ୍ଥା କରାଯାଇଥିବା ବେଳେ ଦିନକୁ ଦୁଇବେଳା ଦୁଇ ହଜାର ପର୍ୟ୍ୟଟକଙ୍କୁ ପ୍ରବେଶ ଅନୁମତି ମିଳିଛି । ସୂର୍ୟ୍ୟ ମନ୍ଦିର ଦର୍ଶନ ପାଇଁ ଅନଲାଇନ ଟିକେଟ ବ୍ୟବସ୍ଥା କରାଯାଇଛି। ଏଥିସହ ମନ୍ଦିର ସମ୍ମୁଖରେ ଥିବା ବାର କୋଡକୁ ନିଜ ମୋବାଇଲରେ ସ୍କାନ କରି ଟିକେଟ କରିବା ବ୍ୟବସ୍ଥା କରାଯାଇଛି ।

ଆଜି ସକାଳ ୬ଟାରେ ମନ୍ଦିର ଗେଟ ଖୋଲିବା ପରେ ପର୍ୟ୍ୟଟକମାନେ ଲାଇନ୍‌ରେ ଭିତରକୁ ପ୍ରବେଶ କରିଛନ୍ତି । ତେବେ ମନ୍ଦିରକୁ ଯିବାପାଇଁ ପର୍ୟ୍ୟଟକଙ୍କୁ ଅନୁମତି ମିଳିଥିବା ବେଳେ ସ୍ଥାନୀୟ ଗାଇଡ଼ ,ଫଟୋଗ୍ରାଫର , ହସ୍ତଶିଳ୍ପ ବ୍ୟବସାୟୀମାନଙ୍କୁ ବ୍ୟବସାୟ କରିବାକୁ ଅନୁମତି ମିଳିନଥିବାରୁ ସେମାନେ ନିରାଶ ହୋଇଛନ୍ତି ।

Powered by Froala Editor

Tags sun temple

Related articles Odisha News Lens 4.1

  • ମସ୍କଙ୍କୁ ରୁଷରେ ଶରଣ ନେବାକୁ ପ୍ରସ୍ତାବ ଦେଲେ ପୁଟିନ
    ଦେଶ-ଦେଶାନ୍ତର

    ମସ୍କଙ୍କୁ ରୁଷରେ ଶରଣ ନେବାକୁ ପ୍ରସ୍ତାବ ଦେଲେ ପୁଟିନ

    14381
    Jun 10, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି
    ବିଶେଷ

    ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15112
    Jun 10, 2025
  • ଚତୁର୍ଥ ଶ୍ରେଣୀର ରାଗ ସୁଝାଇଲା ସାଙ୍ଗ, ପଥରରେ ପିଟି ଦାନ୍ତ ଭାଙ୍ଗିଦେଲା
    ଦେଶ-ଦେଶାନ୍ତର

    ଚତୁର୍ଥ ଶ୍ରେଣୀର ରାଗ ସୁଝାଇଲା ସାଙ୍ଗ, ପଥରରେ ପିଟି ଦାନ୍ତ ଭାଙ୍ଗିଦେଲା

    13681
    Jun 10, 2025
  • ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା
    ମନୋରଞ୍ଜନ

    ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା

    15439
    Jun 10, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…
    ବିଶେଷ

    ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    13690
    Jun 10, 2025
  • ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ: ୩ ମୃତ
    ଦେଶ-ଦେଶାନ୍ତର

    ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ: ୩ ମୃତ

    14625
    Jun 10, 2025
  • ଜାହାଜ ନିଆଁ ଲିଭାଇବା ପାଇଁ ଆଜି ବି ଉଦ୍ୟମ ଜାରି
    ଦେଶ-ଦେଶାନ୍ତର

    ଜାହାଜ ନିଆଁ ଲିଭାଇବା ପାଇଁ ଆଜି ବି ଉଦ୍ୟମ ଜାରି

    14540
    Jun 10, 2025
  • ରାଜା ରଘୁବଂଶୀ ହତ୍ୟା ମାମଲା: ରାଜାଙ୍କ ଭାଇ ବିପିନ ଦେଲେ ଚାଞ୍ଚଲ୍ୟକର ତଥ୍ୟ,  ଜାଣନ୍ତୁ ...
    ଦେଶ-ଦେଶାନ୍ତର

    ରାଜା ରଘୁବଂଶୀ ହତ୍ୟା ମାମଲା: ରାଜାଙ୍କ ଭାଇ ବିପିନ ଦେଲେ ଚାଞ୍ଚଲ୍ୟକର ତଥ୍ୟ, ଜାଣନ୍ତୁ ...

    14409
    Jun 10, 2025
  • ୪ ଘଣ୍ଟା  ChatGPT ଡାଉନ୍
    ଦେଶ-ଦେଶାନ୍ତର

    ୪ ଘଣ୍ଟା ChatGPT ଡାଉନ୍

    13569
    Jun 10, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଇଦ୍ ପାଳନ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ସନା

    15439
    Jun 10, 2025
  • ବିଶେଷ

    ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    13690
    Jun 10, 2025
  • ଦେଶ-ଦେଶାନ୍ତର

    ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ: ୩ ମୃତ

    14625
    Jun 10, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16654
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16954
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15483
    Apr 03, 2021

ବିଶେଷ

  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    13690
    Jun 10, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15112
    Jun 10, 2025
  • ଆଖି ପାଇଁ ସପୁରୀ ରସ

    16058
    Jun 08, 2025
  • ସ୍କିନ୍‌ଟ୍ୟାନ୍‌ରୁ ରକ୍ଷା ପାଇବେ କେମିତି ଜାଣନ୍ତୁ...

    15062
    Jun 08, 2025
  • ସବୁ ପ୍ରକାର ପେଟ ରୋଗକୁ ଭଲ କରେ ପୋଦିନା

    15145
    Jun 07, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15699
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16321
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14028
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14822
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ: ୩ ମୃତ

    14625
    Jun 10, 2025
  • ୪ ଘଣ୍ଟା ChatGPT ଡାଉନ୍

    13569
    Jun 10, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15112
    Jun 10, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In