Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

ରାଜ୍ୟ
Home ›› ରାଜ୍ୟ ››କ୍ୟାବିନେଟ: ସବୁଦିନିଆ ସଡକ ସୁବିଧା ଯୋଗାଇବା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାର ମୂଳ ଲକ୍ଷ୍ୟ

କ୍ୟାବିନେଟ: ସବୁଦିନିଆ ସଡକ ସୁବିଧା ଯୋଗାଇବା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାର ମୂଳ ଲକ୍ଷ୍ୟ

2026-07-15 06:40:04
13692
Share:
Facebook
Twitter
E-Mail
WhatsApp
Telegram
କ୍ୟାବିନେଟ: ସବୁଦିନିଆ ସଡକ ସୁବିଧା ଯୋଗାଇବା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାର ମୂଳ ଲକ୍ଷ୍ୟ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୭ଟି ବିଭାଗର ୧୩ଟି ପ୍ରସ୍ତାବ ଅନୁମୋଦନ ହୋଇଛି । ଆସନ୍ତା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି କ୍ୟାବିନେଟ କେତେକ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛି । ସେଥିରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସର୍ବାଧିକ ୭ଟି ପ୍ରସ୍ତାବ ପାରିତ ହୋଇଛି । ସେହିପରି ଜଳ ସମ୍ପଦ ବିଭାଗର ୧ଟି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧ଟି, ସମବାୟ ୧ଟି, କୃଷି ଓ କୃଷକ ସଶକ୍ତି କରଣ ୧, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ୧, ରାଜସ୍ବ ୧ ପ୍ରସ୍ତାବ କ୍ୟାବିନେଟରେ ଅନୁମୋଦିତ ହୋଇଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କ୍ୟାବିନେଟର ନିଷ୍ପତ୍ତି ବାବଦରେ ସୂଚନା ଦେଇଛନ୍ତି ।

ଆନ୍ତଃରାଜ୍ୟ, ଆନ୍ତଃଜିଲ୍ଲା ଏବଂ ଆନ୍ତଃବ୍ଲକ ମଧ୍ଯରେ ଥ‌ିବା ଅସଂଯୋଜିତ ରାସ୍ତାଗୁଡିକୁ ମୁଖ୍ୟରାସ୍ତା ସହିତ ସଂଯୋଗୀକରଣ କରାଯାଉଛି । ଅପହଞ୍ଚ ଅଞ୍ଚଳରେ ଯୋଗାଯୋଗର ବ୍ୟବସ୍ଥା ପାଇଁ ରାଜ୍ୟ ସରକାରଙ୍କ ଦ୍ଵାରା 'ମୁଖ୍ୟମନ୍ତ୍ରୀ ସଡକ ଯୋଜନା' କାର୍ଯ୍ୟକାରୀ ହେଉଛି । ଯୋଜନା ମାଧ୍ୟମରେ ସଂପୃକ୍ତ ଅଞ୍ଚଳଗୁଡିକରେ ଗମାନାଗମନର ଉନ୍ନତିକରଣ ତଥା ବିଭିନ୍ନ ବ୍ଲକ, ଜିଲ୍ଲା ତଥା ପଡୋଶୀ ରାଜ୍ୟଗୁଡିକ ମଧ୍ୟରେ ଥ‌ିବା ଦୂରତାକୁ ହ୍ରାସ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି । ଏହି ଯୋଜନାରେ ପାଞ୍ଚ ଆର୍ଥିକ ବର୍ଷ ୨୦୨୫-୨୬ ରୁ ୨୦୨୯-୩୦ ବର୍ଷରେ କାର୍ଯ୍ୟକାରୀ କରିବା ପାଇଁ ୧୯୧୭ କୋଟି ଟଙ୍କାର ବ୍ୟୟ ବରାଦକୁ କ୍ୟାବିନେଟର ଅନୁମୋଦନ ମିଳିଛି । ଆନୁମାନିକ ୩୮୫୦ କି.ମି. ନୂତନ ରାସ୍ତା ତଥା ସେତୁ ନିର୍ମାଣ ଓ ଚାଲୁ ରହିଥ‌ିବା ପ୍ରକଳ୍ପର କାର୍ଯ୍ୟ ସଂପୂର୍ଣ୍ଣ ହେବ ।

ସେହିପରି ଗ୍ରାମାଞ୍ଚଳରେ ଥିବା ଚିକିତ୍ସାଳୟ, ଶିକ୍ଷାନୁଷ୍ଠାନ, ମୁଖ୍ୟ ବଜାର, ପର୍ଯ୍ୟଟନସ୍ଥଳ, ବ୍ୟବସାୟ କେନ୍ଦ୍ର ଓ ପଞ୍ଚାୟତ କାର୍ଯ୍ୟାଳୟକୁ ଉନ୍ନତମାନର ସବୁଦିନିଆ ସଡକ ସୁବିଧା ଯୋଗାଇବା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାର ମୂଳ ଲକ୍ଷ୍ୟ । ରାଜ୍ୟ କ୍ୟାବିନେଟ ଏହି ଯୋଜନାରେ ପାଞ୍ଚ ଆର୍ଥିକ ବର୍ଷ ୨୦୨୫-୨୬ରୁ ୨୦୨୯-୩୦ ବର୍ଷରେ କାର୍ଯ୍ୟକାରୀ କରିବା ପାଇଁ ୫୭୫୦ କୋଟି ଟଙ୍କାର ବ୍ୟୟ ବରାଦକୁ ମଞ୍ଜୁରୀ ଦେଇଛି । ପ୍ରାୟ ୧୭୫୦୦ କି.ମି. ନୂତନ ରାସ୍ତା ନିର୍ମାଣ ଓ ଚାଲୁ ରହିଥ‌ିବା ପ୍ରକଳ୍ପ ଗୁଡିକର କାର୍ଯ୍ୟ ସଂପୂର୍ଣ୍ଣ କରିବା ପାଇଁ ଅନୁମୋଦିତ ହୋଇଛି ।

ଗ୍ରାମାଞ୍ଚଳର ଅସଂଯୁକ୍ତ ବସତିକୁ ସବୁଦିନିଆ ସଡ଼କ ସଂଯୋଗ ଯୋଗାଇବା ପାଇଁ ୨୦୧୪-୧୫ ବର୍ଷରେ 'ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା' ଆରମ୍ଭ ହୋଇଥିଲା ।
ବର୍ତ୍ତମାନ, ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଏହି ଯୋଜନା ଅଧୀନରେ ଚାଲୁ ରହିଥ‌ିବା ୧୧୫ କିଲୋମିଟର ସଡ଼କ ପ୍ରକଳ୍ପ ସମାପ୍ତ କରିବା ସହିତ ପ୍ରାୟ ୪୬୦୭.୨୧ କିଲୋମିଟର ଦୈର୍ଘ୍ୟର ନୂତନ ସଡ଼କ ନିର୍ମାଣ ପାଇଁ ପ୍ରସ୍ତାବ ଦିଆଯାଇଛି । ଯୋଜନାରେ ମନୋନୀତ ରାସ୍ତା ୩.୭୫ ମିଟର ପ୍ରଶସ୍ତ ବିଶିଷ୍ଟ ହେବ । ଏହା ଓ.ଡି.ଆର ମାନକ ଅନୁଯାୟୀ ନିର୍ମିତ ହେବ । ଏହି ଯୋଜନା ଆଗାମୀ ୫ ବର୍ଷ ୨୦୨୬-୨୭ ରୁ ୨୦୩୦-୩୧ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ । ଏଥିପାଇଁ ୪୪୦୦୦,୦୦ କୋଟିର ବ୍ୟୟବରାଦକୁ କ୍ୟାବିନେଟ ଅନୁମୋଦନ ଦେଇଛି ।ସେହିପରି ମୁଖ୍ୟମନ୍ତ୍ରୀ ସଡକ ଯୋଜନା ହସ୍ତାନ୍ତରିତ ରାସ୍ତାଗୁଡିକର ଉନ୍ନତିକରଣ" ଯୋଜନାକୁ ପାଞ୍ଚ ଆର୍ଥିକ ବର୍ଷ ୨୦୨୫-୨୬ରୁ ୨୦୨୯-୩୦ ବର୍ଷରେ କାର୍ଯ୍ୟକାରୀ କରିବା ପାଇଁ ୬୭୦୦ କୋଟି ଟଙ୍କାର ବ୍ୟୟ ବରାଦ ଅନୁମୋଦନ ହୋଇଛି ।

Powered by Froala Editor

Tags Cabinet meeting

Related articles Odisha News Lens 4.1

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    14027
    Oct 14, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13635
    Oct 15, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    15085
    Oct 14, 2026
  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13707
    Oct 14, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15049
    Oct 15, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15282
    Oct 15, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15325
    Oct 15, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14455
    Oct 15, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15759
    Oct 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15049
    Oct 15, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15282
    Oct 15, 2026
  • ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15325
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17183
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17876
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17826
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18246
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14600
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14706
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15709
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14384
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16118
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13844
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15100
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15806
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15040
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15282
    Oct 15, 2026
  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14455
    Oct 15, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    15085
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In