Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ...

  • ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ...

  • ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ...

  • ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ...

  • ସିଜରିଆନ୍ ପରେ ମହିଳାଙ୍କ ପେଟରେ ...

  • ଏହି ଆପ୍ ଦେବ ସବୁଠୁ ଶସ୍ତା, ଉତ୍ତମ ...

  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ...

  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ

ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ

2026-07-15 08:02:31
14903
Share:
Facebook
Twitter
E-Mail
WhatsApp
Telegram
ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ

ଦିଲ୍ଲୀର ଜନ୍ତର-ମନ୍ତରଠାରେ ବିଶିଷ୍ଟ ଶିକ୍ଷାବିତ୍‌ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ଅର୍ନିଦ୍ଦିଷ୍ଟ କାଳୀନ ଅନଶନ ଏବେ ୧୭ ଦିନରେ ପହଞ୍ଚିଛି। ଦେଶର ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଏବଂ ବିଭିନ୍ନ ଦାବିକୁ ନେଇ ସେ ଏହି ପ୍ରଦର୍ଶନ କରୁଛନ୍ତି। ଯଦି ଏହିଭଳି ଅନଶନ ଜାରି ରହେ, ତେବେ ଆସନ୍ତା ଦୁଇ ଦିନ ମଧ୍ୟରେ ସେ ପ୍ରାଣ ହରାଇପାରନ୍ତି ବୋଲି ଆକ୍ଟିଭିଷ୍ଟ ତଥା ଆଇନଜୀବୀ ରାକେଶ କୁମାର ସୈନୀଙ୍କ ଦ୍ୱାରା ଦାୟର ଏକ ଆବେଦନରେ ଦର୍ଶାଯାଇଛି। ତାଙ୍କ ଜୀବନ ରକ୍ଷା ପାଇଁ ଡାକ୍ତରଖାନା ନେଇ ଲିକ୍ୱିଡ୍ ଡାଏଟ୍ ଜରିଆରେ ଖାଇବାକୁ ଦେବା ପାଇଁ ଦିଲ୍ଲୀ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା (ପିଆଇଏଲ) ଦାୟର କରାଯାଇଛି। ନିକଟତମ ସ୍ୱାସ୍ଥ୍ୟ ରିପୋର୍ଟ ଅନୁଯାୟୀ ତାଙ୍କ ଓଜନ ୮.୫ କିଲୋଗ୍ରାମ ହ୍ରାସ ପାଇବା ସହ ରକ୍ତଚାପ ୧୦୯/୭୦ କୁ ଖସିଆସିଛି।

ଏହି ଆବେଦନରେ ଦର୍ଶାଯାଇଛି ଯେ, ଯଦି ସୋନମ ୱାଙ୍ଗଚୁକଙ୍କ ଏହି ଅନଶନ ଜାରି ରହେ, ତେବେ ଆସନ୍ତା ଦୁଇ ଦିନ ମଧ୍ୟରେ ତାଙ୍କ ଜୀବନ ଚାଲିଯାଇପାରେ। ତେଣୁ କୋର୍ଟ ତୁରନ୍ତ କେନ୍ଦ୍ର ସରକାର ଏବଂ ଦିଲ୍ଲୀ ସରକାରଙ୍କୁ ନିର୍ଦ୍ଦେଶ ଦେଇ ୱାଙ୍ଗଚୁକଙ୍କୁ ମେଡିକାଲରେ ଭର୍ତ୍ତି କରାନ୍ତୁ ଏବଂ ଜବରଦସ୍ତ ତରଳ ଖାଦ୍ୟ (Force-feeding) ଦେଇ ତାଙ୍କ ଜୀବନ ରକ୍ଷା କରନ୍ତୁ।

ଆନ୍ଦୋଳନକାରୀଙ୍କ ସୂଚନା ମୁତାବକ, ଅନଶନ ଯୋଗୁ ସୋନମ ୱାଙ୍ଗଚୁକଙ୍କ ଓଜନ ପ୍ରାୟ ୮.୫ କିଲୋଗ୍ରାମ ହ୍ରାସ ପାଇଛି। ତାଙ୍କ ରକ୍ତଚାପ (Blood Pressure) ହ୍ରାସ ପାଇ ୧୦୭/୭୦ mmHg ଏବଂ ରକ୍ତରେ ଶର୍କରା ପରିମାଣ (Blood Sugar) ମାତ୍ର ୬୭ ମିଲିଗ୍ରାମ ପ୍ରତି ଡେସିଲିଟରକୁ ଖସି ଆସିଛି। ଏହି ପରିସ୍ଥିତିରେ ଯଦି ତାଙ୍କର କିଛି ଅଘଟଣ ଘଟେ, ତେବେ ତାହା ସାରା ଦେଶ ଏବଂ ବିଶ୍ୱ ପାଇଁ ଅତି ଲଜ୍ଜାଜନକ ବିଷୟ ହେବ ବୋଲି ଆବେଦନରେ ଉଲ୍ଲେଖ କରାଯାଇଛି।

Powered by Froala Editor

Tags sonam

Related articles Odisha News Lens 4.1

  • ଏହି ଆପ୍ ଦେବ ସବୁଠୁ ଶସ୍ତା, ଉତ୍ତମ ଗୁଣବତ୍ତାଯୁକ୍ତ ଔଷଧ
    ଦେଶ-ଦେଶାନ୍ତର

    ଏହି ଆପ୍ ଦେବ ସବୁଠୁ ଶସ୍ତା, ଉତ୍ତମ ଗୁଣବତ୍ତାଯୁକ୍ତ ଔଷଧ

    15204
    Aug 19, 2026
  • ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ଶିଶୁଙ୍କ ସମେତ ୯ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ନ୍ୟୁ ମାର୍କେଟ୍ ରେ ଜଳିଲା ହୋଟେଲ, ଶିଶୁଙ୍କ ସମେତ ୯ ଜୀବନ୍ତ ଦଗ୍ଧ

    14899
    Aug 19, 2026
  • ସିଜରିଆନ୍ ପରେ ମହିଳାଙ୍କ ପେଟରେ ଛାଡିଦେଲେ ଗ୍ଲୋଭ୍ସ ଓ ନାପକିନ୍
    ଦେଶ-ଦେଶାନ୍ତର

    ସିଜରିଆନ୍ ପରେ ମହିଳାଙ୍କ ପେଟରେ ଛାଡିଦେଲେ ଗ୍ଲୋଭ୍ସ ଓ ନାପକିନ୍

    15108
    Aug 19, 2026
  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ
    ଦେଶ-ଦେଶାନ୍ତର

    ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14870
    Aug 18, 2026
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ
    ଦେଶ-ଦେଶାନ୍ତର

    ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14588
    Aug 18, 2026
  •  ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ...
    ଦେଶ-ଦେଶାନ୍ତର

    ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ...

    13855
    Aug 19, 2026
  • ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ଛାତ୍ରଛାତ୍ରୀ ଅସୁସ୍ଥ
    ଦେଶ-ଦେଶାନ୍ତର

    ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ଛାତ୍ରଛାତ୍ରୀ ଅସୁସ୍ଥ

    15244
    Aug 19, 2026
  • ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ...
    ଦେଶ-ଦେଶାନ୍ତର

    ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ...

    14446
    Aug 19, 2026
  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ
    ଅପରାଧ

    ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ

    14894
    Aug 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମିଡ୍-ଡେ ମିଲ୍‌ରେ ଡିଟରଜେଣ୍ଟ, ୪୦ ଛାତ୍ରଛାତ୍ରୀ ଅସୁସ୍ଥ

    15244
    Aug 19, 2026
  • ଅପରାଧ

    ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ

    14894
    Aug 18, 2026
  • ଦେଶ-ଦେଶାନ୍ତର

    ସିଜରିଆନ୍ ପରେ ମହିଳାଙ୍କ ପେଟରେ ଛାଡିଦେଲେ ଗ୍ଲୋଭ୍ସ ଓ ନାପକିନ୍

    15108
    Aug 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17039
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17658
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17708
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18108
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15760
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13836
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14867
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14639
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14478
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14249
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14376
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15274
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14648
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୋନିଆଙ୍କ ସହ ଗାନ୍ଧୀ ପରିବାର ବିରୋଧରେ ମିଥ୍ୟା ଅଭିଯୋଗ ଆଣିବା ଶାହାଙ୍କ ଅଭ୍ୟାସ: ଖଡ୍‌ଗେ

    14446
    Aug 19, 2026
  • ପ୍ରାଣୀ ଚିକିତ୍ସକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ: କର୍ଣ୍ଣାଟକ ଓ ଅହମଦାବାଦ୍‌ର ୨୧ ସ୍ଥାନରେ ଇଡି ଚଢ଼ଉ

    13855
    Aug 19, 2026
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

    14588
    Aug 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In