Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ...

  • ପିଲାମାନଙ୍କ ହାତରୁ ରାଖି ବାନ୍ଧି ...

  • ମୁସ୍କାନ ହତ୍ୟାକାଣ୍ଡରେ ମୁଖ୍ୟ ଅଭିଯୁକ୍ତ ...

  • ମହାପ୍ରଳୟରେ ଖିନଭିନ୍ ନେପାଳ, ...

  • ଗ୍ରାଣ୍ଡ ଚେସ୍ ଟୁର୍ ଟାଇଟଲ୍ ଜିତିଲେ ଆର୍. ...

  • ଚୋର ନେଇଗଲେ ୩୦ କେଜି ଚିନି

  • ନେପାଳରେ ତାଣ୍ଡବ ରଚିଛି ପ୍ରଳୟଙ୍କରୀ ...

  • ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ ...

  • ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook

  • ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର

ରାଜ୍ୟ
Home ›› ରାଜ୍ୟ ››"ଓଡ଼ିଶା ମତ୍ସ୍ୟ ସେବା ନିୟମାବଳୀ, ୨୦୨୬" ସମ୍ପର୍କିତ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

"ଓଡ଼ିଶା ମତ୍ସ୍ୟ ସେବା ନିୟମାବଳୀ, ୨୦୨୬" ସମ୍ପର୍କିତ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

2026-07-15 08:06:14
14346
Share:
Facebook
Twitter
E-Mail
WhatsApp
Telegram

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୭ଟି ବିଭାଗର ୧୩ଟି ପ୍ରସ୍ତାବ ଅନୁମୋଦନ ହୋଇଛି । ଆସନ୍ତା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି କ୍ୟାବିନେଟ କେତେକ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛି । ସେଥିରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସର୍ବାଧିକ ୭ଟି ପ୍ରସ୍ତାବ ପାରିତ ହୋଇଛି । ସେହିପରି ଜଳ ସମ୍ପଦ ବିଭାଗର ୧ଟି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧ଟି, ସମବାୟ ୧ଟି, କୃଷି ଓ କୃଷକ ସଶକ୍ତି କରଣ ୧, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ୧, ରାଜସ୍ବ ୧ ପ୍ରସ୍ତାବ କ୍ୟାବିନେଟରେ ଅନୁମୋଦିତ ହୋଇଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କ୍ୟାବିନେଟର ନିଷ୍ପତ୍ତି ବାବଦରେ ସୂଚନା ଦେଇଛନ୍ତି ।
ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ପ୍ରସ୍ତୁତ "ଓଡ଼ିଶା ମତ୍ସ୍ୟ ସେବା (ନିଯୁକ୍ତି ଏବଂ ସେବା ସର୍ଭାବଳୀ) ନିୟମାବଳୀ, ୨୦୨୬" ସମ୍ପର୍କିତ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ଦେଇଛି । ବିଭାଗର କାର୍ଯ୍ୟପରିସରରେ ଉଲ୍ଲେଖନୀୟ ବୃଦ୍ଧି ଏବଂ ଜନସାଧାରଣଙ୍କୁ ଅଧିକ ତ୍ଵରିତ ଓ ଦକ୍ଷତାର ସହିତ ସେବା ପ୍ରଦାନ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ପୂର୍ବରୁ ଓଡ଼ିଶା ମତ୍ସ୍ୟ ସେବା କ୍ୟାଡରର ପୁନର୍ଗଠନକୁ ଅନୁମୋଦନ କରିଥିଲେ । ଏହା ଫଳରେ କ୍ୟାଡରର ଅନୁମୋଦିତ ପଦ ସଂଖ୍ୟା ୬୧୭ରୁ ବୃଦ୍ଧି ପାଇ ୮୩୫ରେ ପହଞ୍ଚିଛି । ପୁନର୍ଗଠିତ କ୍ୟାଡରକୁ ଔପଚାରିକ ଭାବେ କାର୍ଯ୍ୟକାରୀ କରିବା ଓ ସଦସ୍ୟମାନଙ୍କ ନିଯୁକ୍ତି ପ୍ରକ୍ରିୟା, ସେବା ସର୍ତ୍ତାବଳୀ, ପଦୋନ୍ନତି ଏବଂ ଅନ୍ୟାନ୍ୟ ସେବାଗତ ବିଷୟଗୁଡ଼ିକୁ କାର୍ୟକାରୀ କରିବା ପାଇଁ ଏକ ସମନ୍ବିତ ଓ ବିସ୍ତୃତ ନିୟମାଦଳୀ ପ୍ରଣୟନ ଆବଶ୍ୟକ ଥିଲା । ଓଡ଼ିଶା ଭିଜନ - ୨୦୩୬ ଅନୁଯାୟୀ ରାଜ୍ୟରେ ୩୩ ଲକ୍ଷ ମେଟ୍ରିକ ଟନ ମତ୍ସ୍ୟ ଉତ୍ପାଦନ ଓ ୨୫,୦୦୦ କୋଟି ଟଙ୍କାର ସାମୁଦ୍ରିକ ଖାଦ୍ୟ ରପ୍ତାନିର ଲକ୍ଷ୍ୟ ଧାର୍ଯ୍ୟ ହୋଇଛି । ମାଛ ଚାଷ କ୍ଷେତ୍ରରେ ପ୍ରକ୍ରିୟାକରଣ, ମୂଲ୍ୟ ସଂଯୋଜନ ଏବଂ ବଜାର ସଂଯୋଗର ବିକାଶ ମାଧ୍ୟମରେ ଏହି କ୍ଷେତ୍ରରେ ବ୍ୟାପକ କର୍ମସଂସ୍ଥାନ ସୃଷ୍ଟି ସହ ରାଜ୍ୟର ଆର୍ଥିକ ବିକାଶକୁ ଅଧିକ ଗତିଶୀଳ କରାଯିବ ।

Powered by Froala Editor

Tags Cabinet

Related articles Odisha News Lens 4.1

  • ପିଲାମାନଙ୍କ ହାତରୁ ରାଖି ବାନ୍ଧି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ
    ଦେଶ-ଦେଶାନ୍ତର

    ପିଲାମାନଙ୍କ ହାତରୁ ରାଖି ବାନ୍ଧି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

    14786
    Aug 28, 2026
  • ଗ୍ରାଣ୍ଡ ଚେସ୍ ଟୁର୍ ଟାଇଟଲ୍ ଜିତିଲେ ଆର୍. ପ୍ରଜ୍ଞାନନନ୍ଦ
    ଖେଳ ଖବର

    ଗ୍ରାଣ୍ଡ ଚେସ୍ ଟୁର୍ ଟାଇଟଲ୍ ଜିତିଲେ ଆର୍. ପ୍ରଜ୍ଞାନନନ୍ଦ

    13351
    Aug 28, 2026
  • ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ପ୍ରତିରୋପଣ ଅପେକ୍ଷାରେ ୬୧,୬୬୮ ରୋଗୀ
    ଦେଶ-ଦେଶାନ୍ତର

    ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ପ୍ରତିରୋପଣ ଅପେକ୍ଷାରେ ୬୧,୬୬୮ ରୋଗୀ

    13584
    Aug 28, 2026
  • ମହାପ୍ରଳୟରେ ଖିନଭିନ୍ ନେପାଳ, ମୃତ୍ୟୁସଂଖ୍ୟା ୪୬୯
    ଦେଶ-ଦେଶାନ୍ତର

    ମହାପ୍ରଳୟରେ ଖିନଭିନ୍ ନେପାଳ, ମୃତ୍ୟୁସଂଖ୍ୟା ୪୬୯

    15357
    Aug 28, 2026
  • ମୁସ୍କାନ ହତ୍ୟାକାଣ୍ଡରେ ମୁଖ୍ୟ ଅଭିଯୁକ୍ତ ଇମ୍ରାନ୍‌କୁ ଏନକାଉଣ୍ଟର
    ଅପରାଧ

    ମୁସ୍କାନ ହତ୍ୟାକାଣ୍ଡରେ ମୁଖ୍ୟ ଅଭିଯୁକ୍ତ ଇମ୍ରାନ୍‌କୁ ଏନକାଉଣ୍ଟର

    14478
    Aug 28, 2026
  • ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର
    ଦେଶ-ଦେଶାନ୍ତର

    ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର

    15607
    Aug 27, 2026
  • ନେପାଳରେ ତାଣ୍ଡବ ରଚିଛି ପ୍ରଳୟଙ୍କରୀ ବନ୍ୟା, 160 ମୃତ
    ଦେଶ-ଦେଶାନ୍ତର

    ନେପାଳରେ ତାଣ୍ଡବ ରଚିଛି ପ୍ରଳୟଙ୍କରୀ ବନ୍ୟା, 160 ମୃତ

    14872
    Aug 27, 2026
  • ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ ଏବଂ କୋ-ପାଇଲଟ୍‌ଙ୍କ ମୃତ
    ଦେଶ-ଦେଶାନ୍ତର

    ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ ଏବଂ କୋ-ପାଇଲଟ୍‌ଙ୍କ ମୃତ

    14776
    Aug 27, 2026
  • ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook
    ଦେଶ-ଦେଶାନ୍ତର

    ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook

    14327
    Aug 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମହାପ୍ରଳୟରେ ଖିନଭିନ୍ ନେପାଳ, ମୃତ୍ୟୁସଂଖ୍ୟା ୪୬୯

    15357
    Aug 28, 2026
  • ଦେଶ-ଦେଶାନ୍ତର

    ନେପାଳରେ ତାଣ୍ଡବ ରଚିଛି ପ୍ରଳୟଙ୍କରୀ ବନ୍ୟା, 160 ମୃତ

    14872
    Aug 27, 2026
  • ଦେଶ-ଦେଶାନ୍ତର

    ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook

    14327
    Aug 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17055
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17690
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17729
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18125
    Sep 06, 2023

ବିଶେଷ

  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14437
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13896
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15283
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15640
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16169
    Aug 17, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14452
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15979
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14015
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14282
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗ୍ରାଣ୍ଡ ଚେସ୍ ଟୁର୍ ଟାଇଟଲ୍ ଜିତିଲେ ଆର୍. ପ୍ରଜ୍ଞାନନନ୍ଦ

    13351
    Aug 28, 2026
  • ରାତି ୧୨ରୁ ସକାଳ ୬ଟା ଯାଏଁ ଚାଲିବନି Insta-Facebook

    14327
    Aug 27, 2026
  • ପିଲାମାନଙ୍କ ହାତରୁ ରାଖି ବାନ୍ଧି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

    14786
    Aug 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In