Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ...

  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ...

  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ...

  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ...

  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ...

  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ...

  • ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ...

  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ...

  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା

'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା

2026-07-16 07:47:26
15206
Share:
Facebook
Twitter
E-Mail
WhatsApp
Telegram
'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା

ହରର-ଫାଣ୍ଟାସି ଫିଲ୍ମ 'ତୁମ୍ବାଡ୍ ୨ ଆସିବା ନେଇ ଘୋଷଣା ହେବା ପରଠାରୁ ଏହି ଫିଲ୍ମ ଚର୍ଚ୍ଚାରେ ରହିଥିବା ବେଳେ ଏବେ ନିର୍ମାତାମାନେ ଏକ ବଡ଼ ସର୍ପ୍ରାଇଜ୍ ଦେଇଛନ୍ତି। ବଲିଉଡ୍ ଅଭିନେତ୍ରୀ ଆଲିଆ ଭଟ୍ଟ 'ତୁମ୍ବାଡ୍ ୨'ରେ ସାମିଲ ହୋଇଛନ୍ତି। ସୋହମ ଶାହଙ୍କ ପ୍ରତ୍ୟାବର୍ତ୍ତନ ଏବଂ ନୱାଜୁଦ୍ଦିନ ସିଦ୍ଦିକିଙ୍କ ଷ୍ଟାରକାଷ୍ଟରେ ସାମିଲ ହେବା ପରେ ଫିଲ୍ମକୁ ନେଇ ଚର୍ଚ୍ଚା ଜୋର ଧରିଥିଲା। ଏହାରି ମଧ୍ୟରେ ଆଲିଆ ଭଟ୍ଟ ମଧ୍ୟ ଏହି ପ୍ରୋଜେକ୍ଟର ଅଂଶ ହେବେ ବୋଲି ଚର୍ଚ୍ଚା ଚାଲିଥିଲା। ଏବେ ନିର୍ମାତାମାନେ ସେହି ଚର୍ଚ୍ଚାରେ ମୋହର ଲଗାଇ ଆଲିଆଙ୍କ ଏଣ୍ଟ୍ରିକୁ ଅଫିସିଆଲ୍ କରିଛନ୍ତି।

ମଙ୍ଗଳବାର ସୋହମ ଶାହ ନିଜ ଇନଷ୍ଟାଗ୍ରାମରେ ଆଲିଆ ଭଟ୍ଟଙ୍କ ସହ କିଛି ଫଟୋ ସେୟାର କରି ତାଙ୍କୁ 'ତୁମ୍ବାଡ୍ ୨'ରେ ସ୍ୱାଗତ କରିଥିଲେ। ସେ ପୋଷ୍ଟରେ ଲେଖିଥିଲେ, "ଏକ ନୂଆ ଅଧ୍ୟାୟର ଆରମ୍ଭ, ତୁମ୍ବାଡକୁ ସ୍ୱାଗତ, ୩ ଡିସେମ୍ବର ୨୦୨୭ରେ ସିନେମା ହଲରେ ଦେଖା ହେବ।"

ପୁରୁଣା ଲୋକକଥା, ସୁନାର ଲୋଭର କାହାଣୀ ଏବଂ ରହସ୍ୟମୟ କିମ୍ବଦନ୍ତୀକୁ ଆଧାର କରି ନିର୍ମିତ 'ତୁମ୍ବାଡ୍' ଭାରତୀୟ ସିନେମାର ଏକ କଲ୍ଟ କ୍ଲାସିକ୍ ଫିଲ୍ମ ଭାବେ ପରିଚିତ। ଏହାର ଦ୍ୱିତୀୟ ଭାଗ ବର୍ତ୍ତମାନ ଭାରତୀୟ ସିନେମାର ସବୁଠାରୁ ବହୁ ପ୍ରତୀକ୍ଷିତ ପ୍ରୋଜେକ୍ଟମାନଙ୍କ ମଧ୍ୟରେ ରହିଛି।


Powered by Froala Editor

Tags tumbad

Related articles Odisha News Lens 4.1

  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା
    ଦେଶ-ଦେଶାନ୍ତର

    ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା

    15108
    Aug 23, 2026
  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି
    ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    14000
    Aug 23, 2026
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା
    ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15353
    Aug 23, 2026
  • ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର

    15597
    Aug 23, 2026
  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ
    ଦେଶ-ଦେଶାନ୍ତର

    କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ

    15464
    Aug 23, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ
    ବିଶେଷ

    ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14725
    Aug 24, 2026
  •  ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍
    ଦେଶ-ଦେଶାନ୍ତର

    ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15717
    Aug 22, 2026
  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ
    ଦେଶ-ଦେଶାନ୍ତର

    ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

    13842
    Aug 23, 2026
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...
    ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...

    15789
    Aug 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ନାୟକ

    15789
    Aug 22, 2026
  • ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15353
    Aug 23, 2026
  • ଦେଶ-ଦେଶାନ୍ତର

    କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ

    15464
    Aug 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17049
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17678
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17720
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18117
    Sep 06, 2023

ବିଶେଷ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14725
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15516
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16047
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13968
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14993
    Aug 13, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15970
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14006
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14270
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14393
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ନାୟକ

    15789
    Aug 22, 2026
  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15717
    Aug 22, 2026
  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ

    14172
    Aug 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In