Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

ରାଜ୍ୟ
Home ›› ରାଜ୍ୟ ››ରତ୍ନସିଂହାସନରୁ ଓହ୍ଲାଇ ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି କାଳିଆ ସାଆନ୍ତ

ରତ୍ନସିଂହାସନରୁ ଓହ୍ଲାଇ ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି କାଳିଆ ସାଆନ୍ତ

2026-07-16 08:34:36
15095
Share:
Facebook
Twitter
E-Mail
WhatsApp
Telegram
ରତ୍ନସିଂହାସନରୁ ଓହ୍ଲାଇ ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି  କାଳିଆ ସାଆନ୍ତ

ପୁରୀ: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଗୁରୁବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ ସମସ୍ତେ ଅପେକ୍ଷା କରି ରହିଥିଲେ ମହାପ୍ରଭୁ କାଳିଆ ସାଆନ୍ତଙ୍କୁ। ଭାଇଭଉଣୀଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ନବଦିନାତ୍ମକ ଯାତ୍ରା କରିବେ। ଜାତି, ଧର୍ମ, ବର୍ଣ୍ଣ, ନିର୍ବିଶେଷରେ ରଥାରୂଢ଼ ଦାରୁଦିଅଁଙ୍କ ଦର୍ଶନ କରି କୃତାର୍ଥ ହେବେ ଭକ୍ତ।
ତେବେ କାଳିଆ ସାଆନ୍ତ ସେହି ଭକ୍ତମାନଙ୍କୁ ଦର୍ଶନ ଦେବା ଲାଗି ଆଜି ରତ୍ନସିଂହାସନରୁ ଓହ୍ଲାଇ ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି। ଏହା ପରେ ମହାବାହୁ ସିଂହଦ୍ୱାର ସମ୍ମୁଖରେ ଉଭା ହୋଇଥିବା ନନ୍ଦିଘୋଷ ରଥରେ ବିରାଜମାନ କରିବେ।ପ୍ରଥମେ ପ୍ରଭୁ ଚକ୍ରରାଜ ସୁଦର୍ଶନ, ପରେ ପ୍ରଭୁ ବଳଦେବ ଏବଂ ମା’ ସୁଭଦ୍ରା ପହଣ୍ଡି ବିଜେ ହୋଇ ରଥାରୂଢ଼ ହୋଇସାରିଛନ୍ତି।
ଏହି କ୍ରମରେ ପରମ୍ପରା ଅନୁଯାୟୀ, ବୁଧବାର ପ୍ରତିପଦା ତିଥିରେ ରଥଖଳାରୁ ତିନିରଥ ଟଣାହୋଇ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖକୁ ଆସିଥିଲା। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସକାଳଧୂପ ସମ୍ପନ୍ନ ହେବା ପରେ ଅପରାହ୍ନ ୧ଟା ୧୦ରେ ରଥ ନିକଟକୁ ଆଜ୍ଞାମାଳ ବିଜେ ହୋଇଥିଲା। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ପରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଏବଂ ଶେଷରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ଆଜ୍ଞାମାଳ ବିଜେ କରାଯାଇଥିଲା। ଭୋଇ ସେବକମାନେ ରଥରେ ଦଉଡ଼ି ସଂଯୋଗ କରିଥିଲେ। ତାଳଧ୍ୱଜ ରଥରେ ବିଜେ କାହାଳୀ ଦିଆଯିବା ପରେ ପରମ୍ପରା ଅନୁଯାୟୀ, ପ୍ରଥମେ ନନ୍ଦିଘୋଷ ରଥକୁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖକୁ ଟଣାଯାଇଥିଲା। ପରେ ଦେବଦଳନ ଏବଂ ଶେଷରେ ତାଳଧ୍ୱଜ ରଥକୁ ଟଣାଯାଇ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚାଯାଇଛି।
ଅପରପକ୍ଷରେ ତିନି ରଥରେ ଶ୍ରୀବିଗ୍ରହଙ୍କ ରୁନ୍ଧା ଏବଂ ଗଜପତି ଛେରାପହଁରା କରିବା ପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ। ବହୁ ସଂଖ୍ୟାରେ ଭକ୍ତଙ୍କ ଆଗମନ ସମ୍ଭାବନା ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ୨୨୦ ପ୍ଲାଟୁନ ଫୋର୍ସଙ୍କ ସମେତ ୧୨ ହଜାର ପୋଲିସ ନିୟୋଜିତ ହେବେ। ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।

Powered by Froala Editor

Tags Ratha yatra

Related articles Odisha News Lens 4.1

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...
    ଦେଶ-ଦେଶାନ୍ତର

    ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ...

    13713
    Oct 14, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    14033
    Oct 14, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14137
    Oct 15, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14461
    Oct 15, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15765
    Oct 14, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15288
    Oct 15, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15331
    Oct 15, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    15091
    Oct 14, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13641
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15765
    Oct 14, 2026
  • ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ...

    14137
    Oct 15, 2026
  • ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13641
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17183
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17876
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17826
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18246
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14601
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14707
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15710
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14385
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16119
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13850
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15100
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15806
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15041
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13641
    Oct 15, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14137
    Oct 15, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    14033
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In