Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟିଏମସିରୁ କୋଏଲ ମଲ୍ଲିଙ୍କ ଇସ୍ତଫା

  • NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ...

  • ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

  • ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ...

  • ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ...

  • ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ...

  • ଚାଲି ଚାଲି ଯାଉଥିବା ସମୟରେ ...

  • ଘୋଷଯାତ୍ରା ପାଇଁ ...

  • 'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

2026-07-16 10:53:56
15156
Share:
Facebook
Twitter
E-Mail
WhatsApp
Telegram
ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

ୱାଶିଂଟନ : ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ଶାନ୍ତି କଥାବାର୍ତ୍ତା ଆରମ୍ଭ କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପ୍ରସ୍ତାବ ଦେଇଛନ୍ତି। ବୁଧବାର ଟ୍ରମ୍ପ କହିଛନ୍ତି ଯେ ଆଗାମୀ ତିନି ଦିନ ମଧ୍ୟରେ ଇରାନ ଶାନ୍ତି କଥାବାର୍ତ୍ତା ପାଇଁ ଆଗକୁ ନ ଆସିଲେ ଏହା ଉପରେ ବଡ ଆକ୍ରମଣ ହେବ। ବୁଧବାର ଟ୍ରମ୍ପ ଇରାନ ବିରୋଧୀ ଯୁଦ୍ଧ ପ୍ରସଙ୍ଗରେ ହ୍ବାଇଟ୍ ହାଉସ୍‌ ପକ୍ଷରୁ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଇରାନ ଯଦି ଶାନ୍ତି ଆଲୋଚନା ଆରମ୍ଭ ନ କରେ ତେବେ ଆଗାମୀ ସପ୍ତାହରୁ ଇରାନ ଜନସାଧାରଣଙ୍କ ବ୍ୟବହାର୍ଯ୍ୟ ଭିତ୍ତିଭୂମି ଉପରେ ବଡ଼ ଧରଣର ଆକ୍ରମଣ କରାଯିବ। ଇରାନର ସମସ୍ତ ପ୍ରମୁଖ ବିଦ୍ୟୁତ ପ୍ରକଳ୍ପ ଓ ବଡ଼ ବଡ଼ ସେତୁକୁ ବୋମାମାଡ଼ କରିଦିଆଯିବ। ଟ୍ରମ୍ପଙ୍କ ଧମକ ସତ୍ତ୍ୱେ ଆମେରିକା ସହ କୌଣସି ଶାନ୍ତି ଆଲୋଚନା କରାଯିବାର ଆବଶ୍ୟକତା ନାହିଁ ବୋଲି ଇରାନର ବରିଷ୍ଠ ନେତୃତ୍ୱ କହିଛନ୍ତି।

ବିଗତ ଚାରି ଦିନ ହେବ ଉଭୟ ଦେଶ ମଧ୍ୟରେ କ୍ରମାଗତ ଆକ୍ରମଣ ଓ ପ୍ରତିଆକ୍ରମଣ ଜାରି ରହିଛି। ସେଣ୍ଟ୍ରାଲ କମାଣ୍ଡ ପକ୍ଷରୁ ମଧ୍ୟପ୍ରାଚ୍ୟରେ ୨୦ରୁ ଅଧିକ ଯୁଦ୍ଧପୋତ ଓ ଶତାଧିକ ସାମରିକ ବିମାନ ମୁତୟନ କରାଯାଇଛି।

Powered by Froala Editor

Tags Trump

Related articles Odisha News Lens 4.1

  • ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ଜାରି
    ମନୋରଞ୍ଜନ

    ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ଜାରି

    14730
    Jul 16, 2026
  • ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

    15156
    Jul 16, 2026
  •  ଟିଏମସିରୁ କୋଏଲ ମଲ୍ଲିଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ଟିଏମସିରୁ କୋଏଲ ମଲ୍ଲିଙ୍କ ଇସ୍ତଫା

    13589
    Jul 16, 2026
  • 'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା
    ମନୋରଞ୍ଜନ

    'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା

    13694
    Jul 16, 2026
  • NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....
    ଦେଶ-ଦେଶାନ୍ତର

    NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....

    14793
    Jul 16, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ...

    13738
    Jul 16, 2026
  • ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ
    ଦେଶ-ଦେଶାନ୍ତର

    ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

    14902
    Jul 16, 2026
  • ଘୋଷଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତିଙ୍କ ଶୁଭକାମନା
    ଦେଶ-ଦେଶାନ୍ତର

    ଘୋଷଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତିଙ୍କ ଶୁଭକାମନା

    14858
    Jul 16, 2026
  • ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ ଶାଲିଗ୍ରାମ ଗର୍ଗ ଗିରଫ
    ଦେଶ-ଦେଶାନ୍ତର

    ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ ଶାଲିଗ୍ରାମ ଗର୍ଗ ଗିରଫ

    13336
    Jul 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଚାଲି ଚାଲି ଯାଉଥିବା ସମୟରେ କାଉନସିଲରଙ୍କୁ ହୃଦଘାତ

    14902
    Jul 16, 2026
  • ଦେଶ-ଦେଶାନ୍ତର

    ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

    15156
    Jul 16, 2026
  • ମନୋରଞ୍ଜନ

    ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ଜାରି

    14730
    Jul 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16979
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17589
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17642
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18043
    Sep 06, 2023

ବିଶେଷ

  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    13860
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14610
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14894
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15645
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15752
    Jul 06, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

ମହିଳା ଏବଂ କିଶୋରୀମାନଙ୍କୁ ଋତୁସ୍ରାବ ଏବଂ ସ୍ୱଚ୍ଛତା ବିଷୟରେ ନିଜ ପସନ୍ଦ ଅନୁଯାୟୀ ପଦକ୍ଷେପ ନେବାକୁ ସକ୍ଷମ କରିଛି

ଭୁବନେଶ୍ୱର, ୧୪/୦୭/୨୦୨୬ : ସାରା ଭାରତରେ ମହିଳା ଏବଂ କିଶୋରୀମାନଙ୍କ ପାଇଁ ଋତୁସ ...

  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15825
    Jul 14, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13773
    Jul 14, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14662
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15850
    Jun 30, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଚାଲି ଚାଲି ଯାଉଥିବା ସମୟରେ କାଉନସିଲରଙ୍କୁ ହୃଦଘାତ

    14902
    Jul 16, 2026
  • ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ ଶାଲିଗ୍ରାମ ଗର୍ଗ ଗିରଫ

    13336
    Jul 16, 2026
  • ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

    14902
    Jul 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In