Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍

  • ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି ...

  • ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ...

  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ...

  • ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ...

  • ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ...

  • ଜାରି ରହିଛି ଆମେରିକା ଓ ଇରାନ ସାମରିକ ...

  • ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

  • NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ...

  • ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

ରାଜ୍ୟ
Home ›› ରାଜ୍ୟ ››୩ଦିନ ପ୍ରବଳ ବର୍ଷା

୩ଦିନ ପ୍ରବଳ ବର୍ଷା

2026-07-18 06:13:12
15347
Share:
Facebook
Twitter
E-Mail
WhatsApp
Telegram
୩ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଗାଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ପାଖାପାଖି ସମୁଦ୍ରପତ୍ତନଠାରୁ ୫.୮ କି.ମି. ପର୍ଯ୍ୟନ୍ତ ବିସ୍ତାରିତ ହୋଇରହିଛି। ଏହାର ପ୍ରଭାବରେ ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଏବଂ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପଟି ଦୁର୍ବଳ ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି। ଶନିବାର ସାରା ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ ସୁନ୍ଦରଗଡ଼, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା ଏବଂ ବଲାଙ୍ଗୀର ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ରବିବାର ବେଳକୁ ବର୍ଷା କମିବ ଏବଂ କେବଳ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

Powered by Froala Editor

Tags Rain

Related articles Odisha News Lens 4.1

  • ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ​​ଜାଲିଆତି ହୋଇଥିବା ଦାବି କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ​​ଜାଲିଆତି ହୋଇଥିବା ଦାବି କଲେ ଟ୍ରମ୍ପ

    13699
    Jul 17, 2026
  •  ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

    14010
    Jul 16, 2026
  • ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧
    ଦେଶ-ଦେଶାନ୍ତର

    ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧

    14637
    Jul 18, 2026
  • NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....
    ଦେଶ-ଦେଶାନ୍ତର

    NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....

    15219
    Jul 16, 2026
  • ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍
    ଦେଶ-ଦେଶାନ୍ତର

    ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍

    14398
    Jul 18, 2026
  •  ଜାରି  ରହିଛି ଆମେରିକା ଓ ଇରାନ ସାମରିକ ସଂଘର୍ଷ
    ଦେଶ-ଦେଶାନ୍ତର

    ଜାରି ରହିଛି ଆମେରିକା ଓ ଇରାନ ସାମରିକ ସଂଘର୍ଷ

    15517
    Jul 17, 2026
  • ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି କଲା ପୋଲିସ
    ଦେଶ-ଦେଶାନ୍ତର

    ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି କଲା ପୋଲିସ

    15051
    Jul 18, 2026
  • ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

    15572
    Jul 16, 2026
  • ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ମୃତ
    ଦେଶ-ଦେଶାନ୍ତର

    ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ମୃତ

    15439
    Jul 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....

    15219
    Jul 16, 2026
  • ଦେଶ-ଦେଶାନ୍ତର

    ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍

    14398
    Jul 18, 2026
  • ଦେଶ-ଦେଶାନ୍ତର

    ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

    14010
    Jul 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16982
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17591
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17644
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18045
    Sep 06, 2023

ବିଶେଷ

  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    13616
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14264
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14659
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14954
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15692
    Jul 07, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

ମହିଳା ଏବଂ କିଶୋରୀମାନଙ୍କୁ ଋତୁସ୍ରାବ ଏବଂ ସ୍ୱଚ୍ଛତା ବିଷୟରେ ନିଜ ପସନ୍ଦ ଅନୁଯାୟୀ ପଦକ୍ଷେପ ନେବାକୁ ସକ୍ଷମ କରିଛି

ଭୁବନେଶ୍ୱର, ୧୪/୦୭/୨୦୨୬ : ସାରା ଭାରତରେ ମହିଳା ଏବଂ କିଶୋରୀମାନଙ୍କ ପାଇଁ ଋତୁସ ...

  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15835
    Jul 14, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13785
    Jul 14, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14665
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15855
    Jun 30, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....

    15219
    Jul 16, 2026
  • ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

    14010
    Jul 16, 2026
  • ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧

    14637
    Jul 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In