Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦେଶର ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧'ର ...

  • ଓ୍ବାଙ୍ଗଚୁକ୍‌ଙ୍କ ମାମଲାରେ ଆସିଲା ...

  • ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍

  • ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି ...

  • ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ...

  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ...

  • ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ...

  • ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ...

  • ଜାରି ରହିଛି ଆମେରିକା ଓ ଇରାନ ସାମରିକ ...

  • ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ଦେଶର ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧'ର ଉତକ୍ଷେପଣ

ଦେଶର ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧'ର ଉତକ୍ଷେପଣ

2026-07-18 11:29:31
15274
Share:
Facebook
Twitter
E-Mail
WhatsApp
Telegram
 ଦେଶର ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧'ର ଉତକ୍ଷେପଣ

ଆନ୍ଧ୍ରପ୍ରଦେଶ: ଧମାକାଦାର ଲଞ୍ଚିଂ ପରେ ନୂଆ ଇତିହାସ ରଚିଲା 'ବିକ୍ରମ-୧'ର । ଦେଶର ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧'ର ପୁନର୍ବାର କାଉଣ୍ଟଡାଉନ ପରେ ଆଜି ମହାକାଶକୁ ଉଡ଼ାଣ ଭରିଛି । ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧୱନ ମହାକାଶ କେନ୍ଦ୍ରରୁ ପୂର୍ବାହ୍ନ ୧୨ଟା ୦୫ ମିନିଟ ଏହି ବହୁ ପ୍ରତିକ୍ଷିତ ରକେଟ୍‌ର ଉତକ୍ଷେପଣ କରାଯାଇଛି । ଭାରତର ବେସରକାରୀ ମହାକାଶ କ୍ଷେତ୍ର ପାଇଁ ଏହା ଏକ ବଡ଼ ମାଇଲଖୁଣ୍ଟ । ଏହି ଅତ୍ୟାଧୁନିକ ରକେଟକୁ ହାଇଦ୍ରାବାଦର ପ୍ରସିଦ୍ଧ ସ୍ପେସ୍-ଟେକ୍ ଷ୍ଟାର୍ଟଅପ୍ କମ୍ପାନୀ 'ସ୍କାଇରୁଟ୍ ଏରୋସ୍ପେସ୍' ପ୍ରସ୍ତୁତ କରିଛି । ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି ରକେଟ୍ ଭାରତୀୟ ଇଞ୍ଜିନିୟରମାନଙ୍କ ଦକ୍ଷତାର ପ୍ରମାଣ ଦେଉଛି । ଆଜି ପୂର୍ବାହ୍ନ ୧୧ଟା ୩୦ ମିନିଟ୍‌ରେ ସ୍ପେସ୍-ଟେକ୍ ଷ୍ଟାର୍ଟଅପ୍ 'ସ୍କାଇରୁଟ୍ ଏରୋସ୍ପେସ୍'ର ପ୍ରଥମ ଘରୋଇ ରକେଟ୍ 'ବିକ୍ରମ-୧' ମିଶନ ଆଗମନ ଉତକ୍ଷେପଣ ହେବାର ଥିଲା । ମାତ୍ର ଉଡ଼ାଣର ଠିକ୍ ୫ ମିନିଟ୍ ପୂର୍ବରୁ ଅର୍ଥାତ୍ ୧୧:୨୫ ରେ ଏହାକୁ ମିଶନ କଣ୍ଟ୍ରୋଲ୍ ଟିମ୍ ଦ୍ୱାରା "ପ୍ଲାନଡ୍ ହୋଲ୍ଡ" ରେ ରଖାଯାଇଥିଲା । ରକେଟ୍‌ଟି ଶ୍ରୀହରିକୋଟା ଲଞ୍ଚ୍ ପ୍ୟାଡ୍‌ରେ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିଲା ଏବଂ ଗ୍ରୀନ୍ ସିଗନାଲ୍ ମିଳିବା ମାତ୍ରେ ୧୨.୦୫ରେ ଏହା ଉଡ଼ାଣ ଭରିଥିଲା ।
ଏହା ଦେଶର ପ୍ରଥମ ବେସରକାରୀ ରକେଟ୍ ଯାହା ଉପଗ୍ରହଗୁଡ଼ିକୁ କକ୍ଷପଥରେ ସ୍ଥାପିତ କରି ଭାରତୀୟ ସ୍ପେସ୍ ସେକ୍ଟରରେ ଏକ ନୂଆ ଯୁଗର ଆରମ୍ଭ କରିବ । ପାରମ୍ପରିକ ଷ୍ଟିଲ୍ ବଦଳରେ ଏହାକୁ ସମ୍ପୂର୍ଣ୍ଣ ହାଲୁକା ଓ ଶକ୍ତ 'ଅଲ୍-କାର୍ବନ କମ୍ପୋଜିଟ୍'ରେ ତିଆରି କରାଯାଇଛି, ଯାହା ଏହାର କ୍ଷମତା ବଢ଼ାଇଥାଏ । ଏହି ରକେଟ୍‌ର ଅର୍ବିଟାଲ୍ ଆଡଜଷ୍ଟମେଣ୍ଟ ମଡ୍ୟୁଲ୍‌ରେ ଭାରତର ପ୍ରଥମ ସମ୍ପୂର୍ଣ୍ଣ 3D-ପ୍ରିଣ୍ଟେଡ୍ ଲିକ୍ୱିଡ୍ ଇଞ୍ଜିନ୍ ବ୍ୟବହାର କରାଯାଇଛି । ଏହି ମିଶନ ସହିତ 'EMBRACE' ଟେକ୍ନୋଲୋଜି ଯାଉଛି, ଯାହା ଭବିଷ୍ୟତରେ ମହାକାଶରେ ଜମା ହେଉଥିବା ଆବର୍ଜନାକୁ ସଫା କରିବା ପାଇଁ ରୋବୋଟିକ୍ ଆର୍ମର ପରୀକ୍ଷଣ କରିବ ।

ସୂଚନାଯୋଗ୍ୟ ଯେ, ସ୍କାଇରୁଟ୍ କମ୍ପାନୀ ଏହା ପୂର୍ବରୁ ୨୦୨୨ ମସିହାରେ ‘ବିକ୍ରମ-ଏସ୍’ ନାମକ ଏକ ସବ୍-ଅର୍ବିଟାଲ୍ ରକେଟ୍ ସଫଳତାର ସହ ଲଞ୍ଚ କରିସାରିଛି । ତେବେ ସେହି ମିଶନରେ କୌଣସି ସାଟେଲାଇଟ୍କୁ କକ୍ଷପଥରେ ସ୍ଥାପିତ କରାଯାଇ ନଥିଲା । ‘ବିକ୍ରମ-୧’ ଏକାଧିକ ଗ୍ରାହକଙ୍କ ଛୋଟ ଛୋଟ ସାଟେଲାଇଟ୍କୁ ପୃଥିବୀ ପୃଷ୍ଠରୁ ପ୍ରାୟ ୪୫୦ କିଲୋମିଟର ଉଚ୍ଚରେ ଥିବା ଲୋ-ଅର୍ଥ ଅର୍ବିଟରେ ପହଞ୍ଚାଇବ । 

ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ISRO) ର ଦୁଇ ଜଣ ପୂର୍ବତନ ଇଞ୍ଜିନିୟର ପବନ କୁମାର ଚନ୍ଦାନା ଏବଂ ନାଗା ଭରତ ଡାକାଙ୍କ ମିଳିତ ପ୍ରୟାସରେ ୨୦୧୮ ମସିହାରେ ସ୍କାଇରୁଟ୍ ଏରୋସ୍ପେସ୍‌ର ଜନ୍ମ ହୋଇଥିଲା । ୨୦୨୦ ମସିହାରେ ଯେତେବେଳେ ଭାରତ ସରକାର ସ୍ପେସ୍ ସେକ୍ଟରକୁ ବେସରକାରୀ କମ୍ପାନୀଗୁଡ଼ିକ ପାଇଁ ସୁଯୋଗ ଦେଲେ, ସେତେବେଳେ ସ୍କାଇରୁଟ୍ ରକେଟ୍ ନିର୍ମାଣ କାର୍ଯ୍ୟକୁ ଆହୁରି ତେଜ୍ କରିଦେଇଥିଲା । ଆଉ ଆଜି ‘ବିକ୍ରମ-୧’ ସେହି କଠିନ ପରିଶ୍ରମର ସବୁଠାରୁ ବଡ଼ ସଫଳତା ଭାବେ ଉଭା ହୋଇଛି ।

Powered by Froala Editor

Tags Bikram

Related articles Odisha News Lens 4.1

  • ଓ୍ବାଙ୍ଗଚୁକ୍‌ଙ୍କ ମାମଲାରେ ଆସିଲା ନୂଆମୋଡ଼, ପ୍ରତିବାଦ ସ୍ଥଳରୁ ଉଠେଇନେଲା ପୁଲିସ
    ଦେଶ-ଦେଶାନ୍ତର

    ଓ୍ବାଙ୍ଗଚୁକ୍‌ଙ୍କ ମାମଲାରେ ଆସିଲା ନୂଆମୋଡ଼, ପ୍ରତିବାଦ ସ୍ଥଳରୁ ଉଠେଇନେଲା ପୁଲିସ

    13250
    Jul 18, 2026
  • ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍
    ଦେଶ-ଦେଶାନ୍ତର

    ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍

    14446
    Jul 18, 2026
  • ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ​​ଜାଲିଆତି ହୋଇଥିବା ଦାବି କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ​​ଜାଲିଆତି ହୋଇଥିବା ଦାବି କଲେ ଟ୍ରମ୍ପ

    13739
    Jul 17, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......
    ବିଶେଷ

    ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    13658
    Jul 18, 2026
  •  ଜାରି  ରହିଛି ଆମେରିକା ଓ ଇରାନ ସାମରିକ ସଂଘର୍ଷ
    ଦେଶ-ଦେଶାନ୍ତର

    ଜାରି ରହିଛି ଆମେରିକା ଓ ଇରାନ ସାମରିକ ସଂଘର୍ଷ

    15558
    Jul 17, 2026
  • ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧
    ଦେଶ-ଦେଶାନ୍ତର

    ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧

    14686
    Jul 18, 2026
  • ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି କଲା ପୋଲିସ
    ଦେଶ-ଦେଶାନ୍ତର

    ସୋନମଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି କଲା ପୋଲିସ

    15100
    Jul 18, 2026
  •  ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

    14051
    Jul 16, 2026
  • ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ମୃତ
    ଦେଶ-ଦେଶାନ୍ତର

    ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ମୃତ

    15480
    Jul 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସ୍କୁଲ ଭ୍ୟାନ- ପାସେଞ୍ଜର ଟ୍ରେନ ଧକ୍କା, ୩ ମୃତ

    15480
    Jul 17, 2026
  • ଦେଶ-ଦେଶାନ୍ତର

    ଓ୍ବାଙ୍ଗଚୁକ୍‌ଙ୍କ ମାମଲାରେ ଆସିଲା ନୂଆମୋଡ଼, ପ୍ରତିବାଦ ସ୍ଥଳରୁ ଉଠେଇନେଲା ପୁଲିସ

    13250
    Jul 18, 2026
  • ଦେଶ-ଦେଶାନ୍ତର

    ଆରମ୍ଭ ହେଲା ହାଇଡ୍ରୋଜେନ୍ ଟ୍ରେନ୍

    14446
    Jul 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16982
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17591
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17644
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18047
    Sep 06, 2023

ବିଶେଷ

  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    13658
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14304
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14664
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14961
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15697
    Jul 07, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

ମହିଳା ଏବଂ କିଶୋରୀମାନଙ୍କୁ ଋତୁସ୍ରାବ ଏବଂ ସ୍ୱଚ୍ଛତା ବିଷୟରେ ନିଜ ପସନ୍ଦ ଅନୁଯାୟୀ ପଦକ୍ଷେପ ନେବାକୁ ସକ୍ଷମ କରିଛି

ଭୁବନେଶ୍ୱର, ୧୪/୦୭/୨୦୨୬ : ସାରା ଭାରତରେ ମହିଳା ଏବଂ କିଶୋରୀମାନଙ୍କ ପାଇଁ ଋତୁସ ...

  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15835
    Jul 14, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13785
    Jul 14, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14665
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15855
    Jun 30, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦେଶର ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧'ର ଉତକ୍ଷେପଣ

    15274
    Jul 18, 2026
  • ନୂଆ ଯୁଗର ଆରମ୍ଭ : ମହାକାଶକୁ ଗଲା ପ୍ରଥମ ଘରୋଇ ରକେଟ୍ ବିକ୍ରମ-୧

    14686
    Jul 18, 2026
  • ଟିଏମସିରୁ କୋଏଲ ମଲ୍ଲିକଙ୍କ ଇସ୍ତଫା

    14051
    Jul 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In